-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ଚଳିତ ନିର୍ବାଚନ କୁ ନେଇ ନର୍ଲା ପ୍ରେସ ଆସୋସିଏସନ୍ ପକ୍ଷରୁ ପ୍ରେସ ରିଲିଜ।

30-Apr-2024



ନର୍ଲା ୩୦/୦୪(ଚିନ୍ତାମଣି ନାଏକ)
କଳାହାଣ୍ଡି  ଜିଲ୍ଲା ରେ ଆସନ୍ତା ମାସ ମେ ୧୩‌ ତାରିଖ ଦିନ ସାଧାରଣ ନିର୍ବାଚନ ପାଇଁ ଭୋଟ ର ମାନେ ନିଜ ନିଜ ମନ ପସନ୍ଦର ବିଧାନସଭା ଓ ଲୋକସଭା ପ୍ରାର୍ଥୀ ପାଇଁ ମତଦାନ ଧାର୍ଯ୍ୟ ହୋଇଥିବା ବେଳେ  ନର୍ଲା ପ୍ରେସ ଆସୋସିଏସନ୍ ଏକ  ନୂତନ ଚିନ୍ତା ଧାରା ନେଇ ଭୋଟରଙ୍କୁ ନେଇ ଏକ ସଚେତନ ଧର୍ମି କାର୍ଯ୍ୟକ୍ରମ ନର୍ଲା ପ୍ରେସ କାର୍ଯ୍ୟାଳୟ ପରିସରରେ ସନ୍ଧ୍ୟା ୫ ଘଣ୍ଟା ସମୟରେ ଆୟୋଜିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ ରେ ଚଳିତ ନିର୍ବାଚନ ରେ ସମସ୍ତ ଭୋଟର୍ କୋୖଣସି ପ୍ରକାର ଅର୍ଥ ପ୍ରଲୋଭନ ରେ ନ ପଡ଼ି ଚିନ୍ତା ମୁକ୍ଥ ଭୟ ମୁକ୍ତ ନିରପେକ୍ଷ ଭାବରେ ସମସ୍ତେ ସତପ୍ରତିସତ ମତଦାନ କରିବେ ଵୋଲି ନର୍ଲା ପ୍ରେସ ଆସୋସିଏସନ୍ ସଭାପତି ଶ୍ରୀ ଦୀପକ କୁମାର ସାହୁ ପ୍ରେସ ରିଲିଜ ଜରିଆରେ ଲୋକଙ୍କୁ ଵାର୍ତ୍ତା ଦେଇଛନ୍ତି। ଏଵଂ ସେ ଆହୁରି ମଧ୍ୟ କହିଛନ୍ତି ଯେ ନିର୍ବାଚନ ସମୟରେ ଯେ କୌଣସି ପ୍ରଭାବ ସାଲି ବ୍ୟକ୍ତି  ନେତା ଓ କର୍ମୀ ଏବଂ ପ୍ରାସାସନିକ ଅଧିକାରୀ କିମ୍ବା କର୍ମଚାରୀ ନିର୍ବାଚନ ଆଚରଣବିଧି ଉଲ୍ଲଘଂନ ହେଲାଭଳି କାର୍ଯ୍ୟ କରିନ୍ତି ତା ହେଲେ ଆପଣ ମାନେ ସି ଭିଜିଲ ଆପ ଜରିଆରେ ତାଙ୍କର  ଭିଡିଓ ଫୋଟ ଓଡିଓ ପ୍ରଭୁତି ରେକର୍ଡ କରି ତୁରନ୍ତ ନିର୍ବାଚନ ଆୟୋଗଙ୍କୁ ପ୍ରେରଣ କରାଗଲେ ତୁରନ୍ତ ସମ୍ପୃକ୍ତ  
ବ୍ୟକ୍ତି ଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ଵୋଲି ସଚେତନ କରିଥିଲେ ଏହି କାର୍ଯ୍ୟକ୍ରମ ରେ କଳାହାଣ୍ଡି ଜିଲ୍ଲା ଓ ଟିଭି ସାମ୍ବାଦିକ ରାଜ କୁମାର ସିଂ ଦେଓ  ଅର୍ଗସ ଟିଭି ଜିଲ୍ଲା ପ୍ରତିନିଧି ଶୁଭମ୍ ରୋହିଲା ସମେତ ଅଂଚଳର ସମସ୍ତ ସାମ୍ବାଦିକ ଓ ମାନ୍ୟଗନ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like