-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

*ଶକ୍ତି ପ୍ରଦର୍ଶନ କଲେ ମନ୍ତ୍ରୀ ନିରଞ୍ଜନ ପୂଜାରୀ*- ବିଶାଳ ଶୋଭାଯାତ୍ରା ଓ ସହର ପରିକ୍ରମା ରେ କଲେ ଭୋଟ ଭିକ୍ଷା

30-Apr-2024



ସୋନପୁର -( ମନୋରଞ୍ଜନ ତ୍ରିପାଠୀ )
  ସୋନପୁର ନିର୍ବାଚନ ମଣ୍ଡଳୀ ରେ ବିଜେଡି ବିଧାୟକ ପ୍ରାର୍ଥୀ ମନ୍ତ୍ରୀ ନିରଞ୍ଜନ ପୂଜାରୀ ନାମାଙ୍କନ ପତ୍ର ଦାଖଲ କରିବା ପୂର୍ବ ରୁ ଆଜି ସୁବର୍ଣ୍ଣପୁର ଠାରେ ଦଳୀୟ ନେତା ଓ କର୍ମୀ ଙ୍କୁ ନେଇ ଏକ ବିଶାଳ  ସମାବେଶ ଦେଖିବାକୁ ମିଳିଛି l ଅଧିଷ୍ଠାତ୍ରୀ ଦେବୀ ମା ସୁରେଶ୍ଵରୀ ଙ୍କ ଆଶୀର୍ବାଦ ଲାଭ କରି ଶ୍ରୀ ପୁଝାରୀ ଓ ସାଂସଦ ପ୍ରାର୍ଥୀ ଶ୍ରୀ ସୁରେନ୍ଦ୍ର ସିଂ ଭୋଇ ଏକ ବିଶାଳ ଶୋଭାଯାତ୍ରରେ ସୋନପୁର ସହର ପରିକ୍ରମା କରି ଆଗାମୀ ନିର୍ବାଚନ ରେ ବିଜୁ ଜନତା ଦଳ ର ବିଧାୟକ ଓ ସାଂସଦ ଉଭୟ ପ୍ରାର୍ଥୀ ଙ୍କୁ ବିପୁଳ ଭୋଟ ରେ ବିଜୟ କରାଇ ଓଡ଼ିଶାରେ ନବୀନ ପଟ୍ଟନାୟକ ଙ୍କୁ ପୁଣି ଥରେ କ୍ଷମତା ଦେବାକୁ ଲୋକ ଙ୍କୁ  ନିବେଦନ କରିଥିଲେ l ବିଜୁ ପଟ୍ଟନାୟକ ଛକ ଠାରେ ପହଞ୍ଚି ବିଜୁ ବାବୁ ଙ୍କ ପ୍ରତିମୂର୍ତ୍ତି ରେ  ପୁଷ୍ପ ମାଲ୍ୟ ଅର୍ପଣ କରି ଶ୍ରୀ ପୁଝାରୀ ଆଶୀର୍ବାଦ ନେଇଥିଲେ l ଏହି ସମାବେଶ ରେ  ଜିଲ୍ଲା ପରିଷଦ ଅଧ୍ୟକ୍ଷl ସୂପାର ଠେଲା, ବିଜେଡି ର ଜିଲ୍ଲା ସଭାପତି  ସରୋଜ କମ୍ପ, କାର୍ଯକାରୀ ସଭାପତି ଅଭିମନ୍ୟୁ କୁଶଳ, ଉପ ସଭାପତି ରମେଶ ପୂଜାରୀ, ସୋନପୁର ବ୍ଲକ ଅଧ୍ୟକ୍ଷ ପ୍ରହଲ୍ଲାଦ ନାୟକ, ସୋନପୁର ପୌର ପରିଷଦ ଅଧ୍ୟକ୍ଷା ତାମସି ତାମସ୍ମିତl ନାୟକ,  ଉପାଧ୍ୟକ୍ଷା ମଲ୍ଲିକା ଦାନୀ, ଜିଲ୍ଲା ଯୋଜନା ବୋର୍ଡ ସଦସ୍ୟ ପୀୟୂଷ ପଣ୍ଡା, ପ୍ରାକ୍ତନ ଅଧ୍ୟକ୍ଷ କଇରୁ ସ୍ବାଇଁ, ପ୍ରକାଶ ସାହୁ, ତରଭା ଓ ଡୁଙ୍ଗୁରିପାଲି ବ୍ଲକ୍ ଅଧ୍ୟକ୍ଷ, ତରଭା ଓ ବିନିକା ଏନ୍ ଏ ସି ଅଧ୍ୟକ୍ଷ,  ମନ୍ତ୍ରୀ ଙ୍କ ପ୍ରତିନିଧି ଗୋପାଳ ବରାଇ, ଟାଉନ୍ ସଭାପତି ଜନ୍ମଞ୍ଜୟ ପାତ୍ର, ମାନଭଞ୍ଜନ ମିଶ୍ର, ସୁଭାଷ ସେଠି, ସତ୍ୟ ନାରାୟଣ ତ୍ରୀପାଠୀ, ମାନ ଭଞ୍ଜନ ବେଦବାକ, ଆନନ୍ଦ ପାତ୍ର, ଶାଶ୍ଵତ ମିଶ୍ର, ଶାନ୍ତନୁ ବାଗ, ଗୋପାଳ ମେହେର, ସମସ୍ତ  ସରପଞ୍ଚ, ଜିଲ୍ଲା ପରିଷଦ, ଓ ସମିତି ସଭ୍ୟ ଯୋଗ ଦେଇ ଥିଲେ l ଶ୍ରୀ ପୂଜାରୀ ବିନିକା ନିର୍ବାଚନ ମଣ୍ଡଳୀ ରେ ଦୁଇ ଥର ଓ ସୋନପୁର ଆସନ ରେ ତିନି ଥର ବିଜୟୀ ହୋଇ ନବୀନ ସରକାର ଙ୍କ ମନ୍ତ୍ରୀ ମଣ୍ଡଳ ରେ ଗୁରୁତ୍ଵ ପୂର୍ଣ୍ଣ ବିଭାଗ ଦାୟିତ୍ଵ ନିର୍ବାହ କରି ସେ ଜଣେ ଦକ୍ଷ ଓ ସଫଳ ରାଜନୀତିଜ୍ଞ ଭାବରେ ପ୍ରମାଣ ଦେଇ ସାରିଛନ୍ତି l ଏଵଂ ନବୀନ ପଟ୍ଟନାୟକ ଙ୍କ ନିର୍ଦ୍ଦେଶ କ୍ରମେ ବିଗତ ବର୍ଷ ମାନଙ୍କରେ ବିଜେପୁର, ଝାରସୁଗୁଡ଼ା ଓ ରାଜ୍ଯ ର ବିଭିନ୍ନ ଉପ ନିର୍ବାଚନ ସମୟ ରେ ଓ ଦଳ ସଙ୍କଟ ବେଳେ ସଂକଟ ମୋଚନ ପରି ଛିଡ଼ା ହୋଇ ସବୁ ସମସ୍ୟା ର ସମାଧାନ କରିଥିବା ମଧ୍ୟ ଦକ୍ଷତା ଅର୍ଜନ କରିଛନ୍ତି l ଓ ରାଜ୍ଯ ମନ୍ତ୍ରୀ ମଣ୍ଡଳ ର ଜଣେ ଆଗ ଧାଡି ର ନେତା ଭାବେ ପରିଚିତ ଅଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like