-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ଭାରତୀୟ ମଜଦୂର ସଂଘ ର ଜିଲ୍ଲା ସ୍ତରୀୟ ବୈଠକ ଓ ନୂତନ କମିଟି ଗଠନ

01-May-2024



କଳାହାଣ୍ଡି (ଚିନ୍ତାମଣି ନାଏକ )
କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସ୍ଥିତ ବ୍ରଜ ବିହାର ଠାରେ ଭାରତୀୟ ମଜଦୂର ସଂଘର ଏକ ଜିଲ୍ଲା ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି ଉକ୍ତ ବୈଠକ ରେ କ୍ଷେତ୍ରୀୟ ସଂଗଠନ ର ସମ୍ପାଦକ ଶ୍ରୀ ଗିରିଶ ଚନ୍ଦ୍ର ମହନ୍ତ ଉପସ୍ଥିତ ରହି ସମସ୍ତଙ୍କୁ ମାର୍ଗଦର୍ଶନ ପ୍ରଦାନ କରିଥିଲେ ଏବଂ  ନୂତନ କାର୍ଯ୍ୟକାରୀ କମିଟି ଗଠନ କରାଯାଇଥିଲା ଏହି ବୈଠକ ରେ ନୂତନ କର୍ମକର୍ତ୍ତା ଭାବରେ ସଭାନେତ୍ରୀ ଶ୍ରୀମତୀ ମଞ୍ଜୁଳା ନାଏକ କାର୍ଯ୍ୟକାରୀ ସଭାପତି ଭାବରେ ଶ୍ରୀ ସୁରେନ୍ଦ୍ର ମୋହନ କର , ଉପ ସଭାପତି ଭାବରେ ଚିନ୍ମୟ ମେହେର , ଭବାନୀ ରାଉତ , ବାସନ୍ତୀ ନାଏକ , ମଞ୍ଜୁଳା ସାହୁ ମନୋନୀତ ହୋଇଥିବା ବେଳେ ସମ୍ପାଦକ ଭାବରେ ରାଧାକାନ୍ତ ବେହେରା , ସହ ସମ୍ପାଦକ ଭାବରେ ରୋଜାଲିନ ରାଉତ , ଭାନୁମତୀ ବିଶି , ଲୋଚନ ସାହୁ , କୁଳମଣି ପଧାନ ହେମାନନ୍ଦ ମାଝୀ ପ୍ରମୁଖ ଥିବା ବେଳେ ସଂଗଠନ ସମ୍ପାଦକ ଭାବରେ ନବୀନ ଛତ୍ରିଆ, କୋଷାଧ୍ୟକ୍ଷ ପ୍ରମୋଦ ବୁଣିଆ, କାର୍ଯ୍ୟଳୟ ସମ୍ପାଦକ ସନ୍ନ୍ୟାସ ପଧାନ ଓ ସଦସ୍ୟା ଭାବରେ ଆଦିତ୍ୟ ସିଂ , ବସନ୍ତ ସିଂ ଙ୍କୁ ବୈଠକ ରେ ମନୋନୀତ କରାଯାଇଥିଲା ଉକ୍ତ କାର୍ଯ୍ୟକ୍ରମ ରେ ଭାରତୀୟ ମଜଦୂର ସଂଘର ରାଜ୍ୟ ଓଡିଶା ପ୍ରଦେଶ ସମ୍ପାଦକ ବିଶ୍ବରଂଜନ ସା ଏବଂ ବଲାଙ୍ଗିର ଓ ସୋନପୁର ପ୍ରଭାରୀ ବିରଞ୍ଚି ନାରାୟଣ ପଣ୍ଡା ଭାରତୀୟ ମଜଦୂର ସଂଘର ବରିଷ୍ଠ କାର୍ଯ୍ୟକର୍ତ୍ତା ଦେବେନ୍ଦ୍ର ପଟ୍ଟଯୋଷି ଏବଂ ବିଭାଗ ସଂଘ ଚାଳକ କଳାହାଣ୍ଡି ଶ୍ରୀ ଜୟ ନାରାୟଣ ବାବୁ ସନ୍ତୋଷ ବାବୁ ପ୍ରନ୍ତ ସେବା ଦୀପକ ରାଉତ ପ୍ରମୁଖ ଉପସ୍ଥିତ ଥିବା ବେଳେ ବରିଷ୍ଠ ମହିଳା କାର୍ଯ୍ୟକର୍ତ୍ତା ଝୁନୂପମା  ଶତପଥି ଉପସ୍ଥିତ ଥିଲେ ଅନ୍ୟ ମାନଙ୍କ ମଧ୍ୟରେ ଓଡ଼ିଶା କୃଷି ଏବଂ ଗ୍ରାମୀଣ ମଜଦୂର ସଂଘର ସଭାପତି ସୁରେନ୍ଦ୍ର ମୋହନ କର ଏବଂ ପାଚିକା ମଜଦୂର ସଂଘର ବିମଳା ଗଉଡ , ତପସ୍ଵିନୀ ମହାରଣା ଅନ୍ୟ ମାନଙ୍କ ମଧ୍ୟରେ ନବୀନ ଛତ୍ରିଆ , ଟିକେରାମ ଶବର , ଜେବି ବାଗ , ସରୋଜିନୀ ପାତ୍ର ପ୍ରମୁଖ ଉପସ୍ଥିତ ଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like