-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

କେନ୍ଦ୍ରମନ୍ତ୍ରୀଙ୍କ ଉପସ୍ଥିତିରେ ଯୁବ ସମାଜସେବୀ ରାମଦାସ ପଣ୍ଡାଙ୍କ ସମେତ ଅନେକ ଗଣମାନ୍ୟ ବ୍ୟକ୍ତି ବିଜେପି ରେ ସାମିଲ

01-May-2024




ସମ୍ବଲପୁର-(ସଂଜୀବପାଣିଗ୍ରାହୀ) : ମୁଖ୍ୟମନ୍ତ୍ରୀ ଭଡାରେ ଯେଉଁ ନେତା ଆଣିଛନ୍ତି, ସେ ରଜ୍ୟରେ ବିଜେପି କ୍ଷମତାକୁ ଆସିଲେ ବିଜୁ ସ୍ୱାସ୍ଥ୍ୟ ଯୋଜନା ବନ୍ଦ ହୋଇଯିବ ବୋଲି ମିଛ ପ୍ରଚାର କରୁଛନ୍ତି  । ସେମାନେ ରାଜ୍ୟରେ ବିଜୁ ସ୍ୱାସ୍ଥ୍ୟ ଯୋଜନା ସହ ଆୟୁଷ୍ମାନ ଯୋଜନା ଲାଗୁ କରୁନାହାନ୍ତି କାହିଁକି ?  ମୂଳ ବିଷୟ ଓଡ଼ିଆ ଲୋକମାନେ ଚିକିତ୍ସା ସେବା ପାଇବା ଦରକାର ।  ବିଜେପି ସରକାର ଆସିଲେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ କାର୍ଡ ବନ୍ଦ କରିବ ନାହିଁ । ଲୋକଙ୍କ ହିତ ପାଇଁ ଚାଲୁଥିବା ଯୋଜନା ସହ ଆୟୁଷ୍ମାନ ଭାରତ ଯୋଜନାକୁ ଯୋଡ଼ିବ । ଓଡ଼ିଆ ଲୋକ ଦୁଇ ଗୁଣା ଲାଭ ପାଇବେ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । 

ମଙ୍ଗଳବାର ସମ୍ବଲପୁରର ଚେରୁଆପଡ଼ା ହାଉସିଂ କଲୋନୀରେ ଆୟୋଜିତ ମିଶ୍ରଣ ପର୍ବରେ ଶ୍ରୀ ପ୍ରଧାନ କହିଛନ୍ତି, ମା’ ସମଲେଇଙ୍କ ଭୂମି ସମ୍ବଲପୁର ଓଡ଼ିଶାର ପ୍ରମୁଖ ଆଧ୍ୟାତ୍ମିକ ସହର । ଅନେକ ମଠ ମନ୍ଦିରର ସହର ସମ୍ବଲପୁର କିନ୍ତୁ ଆଜି ଯେଉଁ ଅବସ୍ଥାରେ ଥିବା କଥା, ସେହି ଅବସ୍ଥାରେ ନାହିଁ । ଦୁର୍ଭାଗ୍ୟବଶତଃ ଦୀର୍ଘ ୨୪ ବର୍ଷ ଶାସନରେ ବହୁତ ଖରାପ ଅବସ୍ଥାରେ ଅଛି ।  ରାସ୍ତା, ଡ୍ରେନଜ୍ ସମସ୍ୟା ସହ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ । ହୀରାକୁଦ ଅଂଚଳରେ ହଇଜା ବ୍ୟାପିବା ହିଁ ୨୪ ବର୍ଷ ଲମ୍ବା ଶାସନର ଚରମ ବିଫଳତା । ଆଧୁନିକ ଜୀବନଶୈଳୀର ଭିତ୍ତିଭୂମି ତିଆରି କରିବାରେ ସରକାର ବିଫଳ । ସମ୍ବଲପୁର ସହରକୁ ମହାନଗର ନିଗମ କରାଗଲା । ସମ୍ବଲପୁରର ଉନ୍ନତି ପାଇଁ କୌଣସି ପଦକ୍ଷେପ ନିଆଗଲା ନାହିଁ । ରାଜ୍ୟ ସରକାର ସମ୍ବଲପୁରକୁ ମହାନଗର ନିଗମ କଲେ । ଏହା ସତ୍ତ୍ୱେ ୧୦ ବର୍ଷ ହେବ ସ୍ଥାନୀୟ ଲୋକମାନଙ୍କୁ ମହାନଗର ନିଗମ ନିର୍ବାଚନ ପାଇଁ ସୁଯୋଗ ଦିଆଯାଇନାହିଁ । ରାଜ୍ୟ ସରକାର କୋର୍ଟର ବାହାନାରେ ଏହି ପ୍ରସଙ୍ଗରୁ ମୁହଁ ଲୁଚାଉଛନ୍ତି ବୋଲି କହିଛନ୍ତି ଶ୍ରୀ ପ୍ରଧାନ ।   

 ଶ୍ରୀ ପ୍ରଧାନ କହିଛନ୍ତି, ରାଜ୍ୟରେ ଅଫିସର ରାଜ୍ ଚାଲିଛି । ଗରିବ ଲୋକଙ୍କ କଥା କିଏ ବୁଝୁଛି ? ଏ ସରକାର ଗଣତନ୍ତ୍ର ବିରୋଧୀ ସରକାର । ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ହେଲେ ଆଧ୍ୟାତ୍ମିକ ସହର ସମ୍ବଲପୁରକୁ କାଶୀ ଭଳି ସମ୍ବଲପୁରର ଶତାବ୍ଦୀ ଶତାବ୍ଦୀର ମର୍ଯ୍ୟାଦାକୁ ପୁନପ୍ରତିଷ୍ଠା କରାଯିବ । ସମ୍ବଲପୁରକୁ କାଶୀ ଭଳି ଭବ୍ୟ ଓ ପବିତ୍ରସ୍ଥଳୀ କରିବା ପାଇଁ ପ୍ରଚେଷ୍ଟା କରାଯିବ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି । 

ମିଶ୍ରଣ ପର୍ବରେ କେନ୍ଦ୍ରମନ୍ତ୍ରୀଙ୍କ ଉପସ୍ଥିତିରେ ଯୁବ ସମାଜସେବୀ ରାମଦାସ ପଣ୍ଡାଙ୍କ ସମେତ ଅନେକ ଗଣମାନ୍ୟ ବ୍ୟକ୍ତି ସାମିଲ ହୋଇଥିଲେ । ସେ କହିଥିଲେ ସମ୍ବଲପୁର ଜିଲ୍ଲାରେ ବିଜେପିର ସଂଗଠନାତ୍ମକ ଶକ୍ତି ମଜଭୂତ ସହ ଜନାଧାର ବୃଦ୍ଧି ହେବ । ମିଶ୍ରଣ ପର୍ବରେ ଗୁରୁଜନଙ୍କ ଆଶୀର୍ବାଦ, ମା’ ମାନଙ୍କ ଉତ୍ସାହ, ଯୁବ ବନ୍ଧୁ ମାନଙ୍କ ଉନ୍ମାଦନା ଓଡ଼ିଶାରେ ରାଜନୀତିର ଦିଶା ଓ ଭବିଷ୍ୟତର ପ୍ରମାଣ ଦେଉଛି । ଓଡ଼ିଶାରେ ପରିବର୍ତ୍ତନ ହେବ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି । 

କାର୍ଯ୍ୟକ୍ରମ ରେ ବିରୋଧୀ ଦକ ର ନେତା ଜୟ ନାରାୟଣ ମିଶ୍ର ରାଜ୍ୟ ସରକାର ଙ୍କ ବିରୋଧ ରେ ଗର୍ଜିଥିଲେ । ଦୀର୍ଘ ୨୫ ବର୍ଷ ଧରି ରାଜ୍ୟ ରେ ନିରଙ୍କୁଶ ଭାବେ ଶାସନ କଲାପରେ ମଧ୍ୟ ରାଜ୍ୟବାସୀ ଙ୍କୁ ସର୍ବନିମ୍ନ ମୌଳିକ ସୁବିଧା ଯୋଗେଇ ଦେବାରେ ଏ ସରକାର ସମ୍ପୂର୍ଣ୍ଣ ବିଫଳ ରହିଛି । ତାମିଲ ଗୁମାସ୍ତା ଦ୍ୱାରା ପରିଚାଳିତ ଏହି ସରକାର କୁ ବଦଳେଇବା ନିହାତି ଦରକାର ବୋଲି ସେ କହିଥିଲେ।

    ବରିଷ୍ଠ ବିଜେପି ନେତା ଡ଼. ପ୍ରମୋଦ ରଥ କାର୍ଯ୍ୟକ୍ରମ କୁ ପରିଚାଳନା କରିଥିବା ବେଳେ ରାଜ୍ୟ ପେନା୍ଲଷ୍ଟ ମାନସ ରଞ୍ଜନ ବକ୍ସି ସ୍ୱାଗତ ଭାଷଣ ଦେଇଥିଲେ ଓ ଜିଲ୍ଲା ସଭାପତି ଗିରଷ ପଟେଲ ଧନ୍ୟବାଦ ଅର୍ପଣ କରିଥିଲେ । ଆଜିର କାର୍ଯ୍ୟକ୍ରମ ରେ ଅନ୍ୟମାନଙ୍କ ମଧ୍ୟରେ ବ୍ରହ୍ମଗିରି ବିଧାୟକ
ଲଲିତେନ୍ଦୁ ବିଦ୍ୟାଧର ମହାପାତ୍ର, ପୂର୍ବତନ କାଉନସିଲର ଅଶ୍ୱିନୀ ସ୍ୱାଇଁ, ବସନ୍ତ ବିହାର ବିକାଶ ପରିଷଦର ସଭାପତି ଦେବ ନାରାୟଣ ପାଣିଗ୍ରାହୀ, ସାଧାରଣ ସମ୍ପାଦକ ଜୟନ୍ତ କୁମାର ସ୍ୱାଇଁ
ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like