-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ଡା.ଶ୍ରୀଯୁକ୍ତ ଶିବରାମ ନାଏକ ଙ୍କ ଧୀରେ ଧୀରେ ଜନ ସମର୍ଥନ ବୃଦ୍ଧି

01-May-2024



ନର୍ଲା (ଚିନ୍ତାମଣି ନାଏକ )
କଳାହାଣ୍ଡି ଜିଲ୍ଲା ନର୍ଲା ନିର୍ବାଚନ ମଣ୍ଡଳୀରେ ବିଧାୟକ ପ୍ରାର୍ଥୀ ଭାବରେ ଅଲ୍ ଇଣ୍ଡିଆ ଫରୱାର୍ଡ ବ୍ଲକ୍ ପାର୍ଟି. ଯାହାକି ନେତାଜୀ ସୁବାଷ ଚନ୍ଦ୍ରଙ୍କ ପାର୍ଟି ଏବଂ ଏହାର  ଚିହ୍ନ  ସିଂହ (lion). ଏଥିରେ  ରେ ପ୍ରତିଦ୍ବନ୍ଦିତା କରୁଥିବା ଡା.ଶ୍ରୀଯୁକ୍ତ ଶିବରାମ ନାଏକ ଙ୍କ ଧୀରେ ଧୀରେ ଜନ ସମର୍ଥନ ବୃଦ୍ଧି ପାଉଥିବା ପରିଲକ୍ଷିତ ହେଉଛି ଶ୍ରୀ ନାଏକ କଳାହାଣ୍ଡି ଜିଲ୍ଲାର ଜଣେ ଜଣାଶୁଣା ଶିକ୍ଷବିତ ଭାବରେ ବେଶ୍ ସୁନାମ ଅର୍ଜନ କରିଛନ୍ତି ଏବଂ ତାଙ୍କର ନର୍ଲା ନିର୍ବାଚନ ମଣ୍ଡଳୀରେ ଅନେକ ଗୁଡ଼ିଏ ଶିକ୍ଷା ଅନୁଷ୍ଠାନ କରି ଅଞ୍ଚଳର ଆଗାମୀ ଭବିଶ୍ୱତ ଛାତ୍ରଛାତ୍ରୀ ଙ୍କ ଭାଗ୍ୟ ବଦଳାଇବା ଦିଗରେ କାର୍ଯ୍ୟ କରିବେ ବୋଲି ମତ ବ୍ୟକ୍ତ କରିଛନ୍ତି ସିଏ ତାଙ୍କର ଇସ୍ତାହାର ରେ ନର୍ଲା ଚପଟ୍ ଖଣ୍ଡା ଠାରେ ୱାଗନ ଫେକ୍ଟ୍ରି ,ଶିକ୍ଷିତ ବେକାର ଯୁବକ ଯୁବତୀଙ୍କୁ ଅଗ୍ରାଧିକାର ଭିତ୍ତିରେ ନିଯୁକ୍ତି ପ୍ରଦାନ ଆଗାମୀ ପାଞ୍ଚବର୍ଷ ମଧ୍ୟରେ ନର୍ଲା ନିର୍ବାଚନ ମଣ୍ଡଳୀ ର ୨୦ ହଜାର ରୁ ଉର୍ଦ୍ଧ୍ବ ଯୁବକ ଯୁବତୀଙ୍କୁ ନିଯୁକ୍ତି ଗ୍ୟରେଣ୍ଟି ଏବଂ ନର୍ଲା,କର୍ଲାମୁଣ୍ଡା , କେସିଙ୍ଗା ,ଓ ମଦନପୁର ରାମପୁର ଠାରେ ସହିଦ ରେଣ୍ଡୋ ମାଝୀ ଙ୍କ ନାମରେ ଘରୋଇ ଆବାସିକ ବିଦ୍ୟାଳୟ ସ୍ଥାପନ କରି ପ୍ରତ୍ୟେକ ବିଦ୍ୟାଳୟ ରେ ହଜାର ରୁ ଉର୍ଦ୍ଧ୍ୱ ଛାତ୍ର ଛାତ୍ରୀ ପ୍ରଥମ ରୁ ଦ୍ଵାଦଶ ଶ୍ରେଣୀ ପର୍ଯ୍ୟନ୍ତ ମାଗଣା ରେ ଉତ୍ତମ ଶିକ୍ଷାଦାନ ର ଗ୍ୟାରେଣ୍ଟି ଦେବା ସହ ଅଞ୍ଚଳର ଛାତ୍ର ଛାତ୍ରୀ ଙ୍କ ଆଗାମୀ ଭବିଶ୍ୱତ ଉଜ୍ଵଳମୟ କରାଯିବ ବୋଲି ଦୃଢୋକ୍ତି ପ୍ରକାଶ କରିଛନ୍ତି ତେଣୁ ଶିବରାମ ନାଏକ ଙ୍କୁ ସିଂହ ଚିହ୍ନ ରେ ଭୋଟ ଦେଇ ଜୟଯୁକ୍ତ କରିବା ପାଇଁ ନର୍ଲା ନିର୍ବାଚନ ମଣ୍ଡଳୀର ସମସ୍ତ ଭୋଟର ଭାଇ ଭଉଣୀ ମାନଙ୍କୁ ଭୋଟ ଭିକ୍ଷା କରିଛନ୍ତି.ତାଙ୍କର ଆଭିମୁଖ୍ୟ ହଉଛି ଯେହେତୁ ସେ ଶିକ୍ଷକତା ଭଳି ଗୋଟେ ପବିତ୍ର ଜାଗା ରୁ ଆସିଛନ୍ତି ତାଙ୍କର ମୁଖ୍ୟ ଆଭିମୁଖ୍ୟ ହଉଛି ସମସ୍ତଙ୍କୁ ସ୍ୱାକ୍ଷର କରିବା ସହ ରୋଜଗାର ପ୍ରଦାନ କରିବା . ନର୍ଲା ବୁଦ୍ଧିଜୀବୀ ମହଲରେ ମଧ୍ୟ ଶିବରାମ ନାଏକ ଙ୍କ ବିଚାରଧାରା ଙ୍କୁ ସାଧୁବାଦ ଜଣେଇଛନ୍ତି .


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like