-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||     

HOME   ଜିଲ୍ଲା

ଫାର୍ମାଷ୍ଟିସ ଭରସାରେ କୁରସୁଡ ସ୍ବାସ୍ଥ୍ୟକେନ୍ଦ୍ର

01-May-2024



ବଲାଙ୍ଗିର, (ପ୍ରେରଣା ଖବର )
ବଲାଙ୍ଗୀର ଜିଲ୍ଲା ଟିଟିଲାଗଡ ସଦର ବ୍ଲକ ଅର୍ନ୍ତଗତ କୁରସୁଡ ଗ୍ରାମ ସ୍ଥିତ  ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର ଏବେ ଫାର୍ମାଷ୍ଟିସ ଭରସାରେ ଚାଳିଛି। ଏହି କେନ୍ଦ୍ରରେ ଏକ ମାତ୍ର ଡାକ୍ତର ରହିବାର ନିୟମ ରହିଛି । ରାଜ୍ୟ ସରକାର ଜଣେ ନିୟମିତ ଡାକ୍ତର ଯୋଗାଇ ଦେଇ ଥିଲେ ମଧ୍ଯ ଡାକ୍ତର ମନଇଚ୍ଛା ସ୍ବାସ୍ଥ୍ୟକେନ୍ଦ୍ରକୁ ଆସୁଥିବା ଉକ୍ତ ଗ୍ରାମର ବହୁ ସଚେତନ ଯୁବକ ଅଭିଯୋଗ କରନ୍ତି। ଡାକ୍ତର ଜଣକ ପ୍ରାୟ ୨୫ବର୍ଷରୁ ଉର୍ଦ୍ଧ୍ବ ହେଲାଣି ଏଠି ରହିବା ସହ ନିୟମିତ ଆସୁ ନଥିବାରୁ ରୋଗୀମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଥିବାରୁ ତାଙ୍କର ବଦଳି କରି ନୂତନ ଡାକ୍ତର ଯୋଗାଇ ଦେବାକୁ ବିଭିନ୍ନ ଉଚ୍ଚ ଅଧିକାରୀମାନଙ୍କୁ ଭେଟି ଦାବୀପତ୍ର ମାନ ଦେଇ ଥିଲେ ମଧ୍ଯ କିଛି ସୁଫଳ ମିଳୁ ନଥିବା ଅଭିଯୋଗ କରନ୍ତି। ଡାକ୍ତର ଜଣକ ସିନ୍ଧେକେଲା ଗ୍ରାମରେ ନିଜ ଘରେ କିନ୍ନିକ ଖୋଳି ରୋଗୀଙ୍କୁ ଦେଖିବାରେ ବ୍ୟସ୍ତ ରହୁଥିବା ବେଳେ କିଛି ସ୍ଥାନୀୟ ନେତାଙ୍କୁ ଧରି ତାଙ୍କ ବଦଳି ଅନ୍ୟତ୍ର କରିବାକୁ ଦେଉ ନାହାନ୍ତି। ମାସିକସରକାରଙ୍କ ରାଜକୋଷରୁ ମୋଟାଅଙ୍କର ଟଙ୍କା ନେଉଥିବା ବେଳେ ରୋଗୀ ସେବା ପୁରା ଠପ। ଏନେଇ ଫାର୍ମାଷ୍ଟିସ ରମେଶ ଚନ୍ଦ୍ର ମେହେରଙ୍କୁ ପଚାରିବାରୁ ସେ କହନ୍ତି ଯେ, ମୁଁ କିଛି ଜାଣିନାହିଁ,  ଯାହାପଚାରିବେଡାକ୍ତର ଆସିଲେପଚାରିବେବୋଳି ସଫେଇ ଦେଇଥିଲେ। ଏନେଇ ଡାକ୍ତର ଗୋପବନ୍ଧୁ ଦାସଙ୍କ ମୋବାଇଲ ନମ୍ବର ରେ ଫୋନ କରିବାରୁ ତାଙ୍କର ସ୍ତ୍ରୀ ଫୋନ ରିସିଭ କରି ସାର ବହୁତ ବ୍ଯସ୍ତ ଅଛନ୍ତି ପରେ ଫୋନ କରିବେ କହି ଫୋନ କଟି ଦେବାରୁ ଡାକ୍ତରଙ୍କ ମତାମତ ନିଆଯାଇ ପାରିଲା ନାହିଁ।  ଏଥି ପ୍ରତି ବିଭାଗୀୟ ମନ୍ତ୍ରୀ, ଜିଲାପାଳ, ଜିଲା ମୁଖ୍ଯ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ଦୃଷ୍ଟି ଦେଇ ତୁରନ୍ତ ପଦକ୍ଷେପ ନେବାକୁ ଅଞ୍ଚଳବାସୀ ପକ୍ଷରୁ ଦାବୀ ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026

You Might Also Like