-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||     

HOME   ଜିଲ୍ଲା

ସୁନା ଝିଅଙ୍କ ସୁନା କାହାଣୀ ରେମ୍ପ ୱାକ୍ କଲେ, ଅନୁଭୂତି ବଖାଣିଲେ

01-May-2024



ସୋନପୁର (ମନୋରଞ୍ଜନ ତ୍ରିପାଠୀ ) କାଠମାଣ୍ଡୁରେ ଅନୁଷ୍ଠିତ ଅନ୍ତର୍ଜାତୀୟ ମଡେଲିଂ ପ୍ରତିଯୋଗିତା ଉଚ୍ଚ କୋଟିର ଥିଲା । ସେହି ପ୍ରତିଯୋଗିତାରେ ଭାଗ ନେଇ ଏବଂ ସଫଳତା ପାଇ ଖୁବ୍ ଉତ୍ସାହିତ ଲାଗୁଛି । ଦେଶ ଓ ମାଟିର ସମ୍ମାନ ବଢାଇ ଥିବାରୁ ଆମେ ଗର୍ବିତ ବୋଲି କହିଥିଲେ ସୁବର୍ଣ୍ଣପୁରର କୁନି ମଡେଲ୍ ହର୍ଷିତା ଏବଂ ଉତ୍ପଳା । ଉତ୍ପଳା ପିନ୍ଧିଥିବା ସ୍ଥାନୀୟ ବାନ୍ଧଶିଳ୍ପୀଙ୍କ ଦ୍ୱାରା ପ୍ରସ୍ତୁତ ପୋଷାକ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା ବୋଲି ସେ କହିଛନ୍ତି । ଉଭୟ ଭଉଣୀ ନେପାଳର ରାଜଧାନୀ କାଠମାଣ୍ଡୁ ଠାରେ ଅନୁଷ୍ଠିତ ଅନ୍ତର୍ଜାତୀୟ ମଡେଲିଂ ପ୍ରତିଯୋଗିତାର ବିଭିନ୍ନ ବିଭାଗରେ ପାରଦର୍ଶିତା ଦେଖାଇ ସୁବର୍ଣ୍ଣପୁରର ସୁନାମ ବଢାଇ ଥିବାରୁ ‘ମୋର୍ ସୋନପୁର’ ଅନୁଷ୍ଠାନ ପକ୍ଷରୁ ତାଙ୍କୁ ସମ୍ବର୍ଦ୍ଧିତ କରାଯାଇଛି । ହୋଟେଲ୍ ବ୍ଲୁ ଫ୍ଲେମ୍‌ରେ ଅନୁଷ୍ଠିତ ଏକ ବର୍ଣ୍ଣାଢ୍ୟ ଉତ୍ସବରେ ମାନପତ୍ର ଏବଂ ଟ୍ରଫି ପ୍ରଦାନ କରି ଉଭୟଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା ।

ଏହି ଉତ୍ସବରେ ଅତିଥି ଭାବେ ଡିଆଇପିଆର୍‌ଓ ଅଶ୍ୱିନୀ ଭୋଇ, ବିଏସ୍‌କେୱାଇ ଜିଲ୍ଲା ସଂଯୋଜିକା ପ୍ରଜ୍ଞା ପରିମିତା ଦାଶ, ଫିଲ୍ମ ଅଭିନେତା ଜିତ୍‌, ସେଣ୍ଟ ଆନିସ୍ ସ୍କୁଲ୍‌ର ପ୍ରିନ୍ସିପାଲ୍ ଜିନ୍ ଜୋସେଫ୍‌, ଭାଇସ୍ ପ୍ରିନ୍ସିପାଲ୍ ସିଷ୍ଟର୍ ମୋଲି ଏବଂ ସଂସ୍କୃତି ଗବେଷକ ଚୌଧୁରୀ ବିଭାର ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ ।  ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ଟ୍ରଫି ଜିଣି ଉଭୟ ଭଉଣୀ କେବଳ ଯେ ସୁବର୍ଣ୍ଣପୁର ନୁହେ ରାଜ୍ୟ ଓ ଦେଶର ମାନ ବଢାଇଛନ୍ତି ବୋଲି ଅତିଥିଗଣ କହିଛନ୍ତି । ବିଭିନ୍ନ କ୍ଷେତ୍ରରେ ସୁନାମାଟିର ସୁନାଝିଅ ମାନେ ଆଗକୁ ଗଲେଣି ବୋଲି ଅତିଥି ମାନେ ଅଭିଭାଷଣରେ କହିଥିଲେ । ଏହି କାର୍ଯ୍ୟକ୍ରମକୁ ‘ମୋର୍ ସୋନପୁର’ ଅନୁଷ୍ଠାନର ସଂଯୋଜକ ମନୋଜ ବାରିକ ସଂଯୋଜନା କରିଥିବା ବେଳେ ବରିଷ୍ଠ ସାମ୍ବାଦିକ ବେଣୁଧର ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ । ତେବେ ସମ୍ବର୍ଦ୍ଧନା ଉତ୍ସବର ମୁଖ୍ୟ ଆକର୍ଷଣ ସାଜିଥିଲା ହର୍ଷିତା ଏବଂ ଉତ୍ପଳାଙ୍କ ରେମ୍ପ ୱାକ୍ । ସମ୍ବଲପୁରୀ ମ୍ୟୁଜିକ୍‌ର ତାଳେ ତାଳେ ଉଭୟ ଭଉଣୀ ସୁନ୍ଦର ଭାବ ଭଙ୍ଗୀରେ ଫ୍ୟାସନ୍ ଏବଂ ମଡେଲିଂର ଯାଦୁ ଦେଖାଇ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026

You Might Also Like