-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||     

HOME   ରାଜନୀତି

କଣ୍ଟାମାଳ ଆସନ ପାଇଁ ବିଜେପି ପ୍ରାର୍ଥୀଭାବେ କହ୍ନେଇ ଚରଣ ଡାଙ୍ଗ ଙ୍କ ନାମାଙ୍କନ ଦାଖଲ

01-May-2024



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ): ଓଡ଼ିଶାର ଦ୍ବିତୀୟ ପର୍ଯ୍ୟାୟ ମତଦାନ ପାଇଁ ଆଜି କନ୍ଧମାଳ ସଂସଦୀୟ କ୍ଷେତ୍ରର  କଣ୍ଟାମାଳ ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ବିଜେପି ବିଧାୟକ ପ୍ରାର୍ଥୀ ଭାବେ କହ୍ନେଇ ଚରଣ ଡାଙ୍ଗ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ଆଜି ପୂର୍ବାହ୍ନ ୧୨ଘଣ୍ଟା ସମୟରେ   ବୌଦ୍ଧ ରାମନାଥ  ମନ୍ଦିର ଠାରୁ ହଜାର ହଜାର ସମର୍ଥକଙ୍କ ମଧ୍ୟରେ ଏକ ବିଶାଳ ଶୋଭାଯାତ୍ରାରେ ଆସି

ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଠାରେ ପହଂଚି ନାମାଙ୍କନ ପତ୍ର ଦାଖଲ କରିଛନ୍ତି l    ଜିଲ୍ଲାର ଉଭୟ କଣ୍ଟାମାଳ ଓ ବୌଦ୍ଧ ନିର୍ବାଚନ ମଣ୍ଡଳୀର ବିଜେପି  ବିଧାୟକ ପ୍ରାର୍ଥୀ ନିଜ ନିଜର ନାମାଙ୍କନ ପତ୍ର ଦାଖଲ କରିଛନ୍ତି ।  କଣ୍ଟାମାଳ ନିର୍ବାଚନ ମଣ୍ଡଳୀରୁ ବିଜେପି ବିଧାୟକ ପ୍ରାର୍ଥୀ ଶ୍ରୀ ଡାଙ୍ଗ  କଣ୍ଟାମାଳ ବିଧାନସଭା ନିର୍ବାଚନ ମଣ୍ଡଳୀର ନିର୍ବାଚନ ରିଟର୍ନିଙ୍ଗ ଅଫିସର ଅତିରିକ୍ତ ଜଲ୍ଲାପାଳ ଦାରିଦ୍ର୍ୟ ଭଂଜନ ମଦନ ମୋହନ ପାତ୍ର ଙ୍କ ନିକଟରେ ନିଜର ପ୍ରସ୍ତାବକ ଓ ସମର୍ଥକଙ୍କ ସହ ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି । ଏଥର କଣ୍ଟାମାଳ ବିଧାନସଭା ଆସନରୁ ବିଜୟୀ ହେବାନେଇ ଆଶାବାଦୀ ଥିବା ବେଳେ କେନ୍ଦ୍ରରେ ଯଶସ୍ବୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଙ୍କ ସ୍ବଚ୍ଛ ଓ ବଳିଷ୍ଠ ନେତୃତ୍ବ ସହିତ ବିଭିନ୍ନ ଜନ କଲ୍ୟାଣକାରୀ ଯୋଜନାକୁ ପାଥେୟ କରି ବିଜୟୀ ହେବାନେଇ ବେଶ ଆଶାବାଦୀ ଅଛନ୍ତି ବୋଲି  କହିବା ସହ ଡବଲ ଇଞ୍ଜିନ ସରକାର ଆସିଲେ ରାଜ୍ୟର ଦ୍ରୁତ ବିକାଶ ହୋଇପାରିବ ବୋଲି ପ୍ରାର୍ଥୀ ଶ୍ରୀ ଡାଙ୍ଗ

ଦୃଢୋକ୍ତି ପ୍ରକାଶ କରିଛନ୍ତି  l   ଅନ୍ୟମାନଙ୍କ ମଧ୍ୟରେ କନ୍ଧମାଳ ଲୋକସଭା ପ୍ରାର୍ଥୀ ସୁକାନ୍ତ ପାଣିଗ୍ରାହୀ,ବୌଦ୍ଧ ବ୍ଲକ ଅଧ୍ୟକ୍ଷ ପ୍ରିୟଦର୍ଶି ପ୍ରତ୍ୟୁଷ ରଥ, ବରିଷ୍ଠ ନେତା ଶେଷଦେବ ମେହେର, କେଦାରନାଥ ସାହୁ, ଜିଲ୍ଲା ବିଜେପି ସଭାପତି ବିପ୍ର ଚରଣ ମହାନ୍ତି,ଜିଲ୍ଲାପରିଷଦ ସଭ୍ୟ ରାକେଶ ତ୍ରିପାଠୀ ସମେତ କଣ୍ଟାମାଳ ବିଧାନସଭା ନିର୍ବାଚନ ମଣ୍ଡଳୀର 36ଗୋଟି ପଞ୍ଚାୟତରୁ ହଜାର ହଜାର ସଂଖ୍ୟାରେ ନେତା କର୍ମୀ ଯୋଗଦେଇଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026

You Might Also Like