-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||     

HOME   ଜିଲ୍ଲା

ମୃତ୍ୟୁ ସଂଗ୍ରାମ ରେ ବିଜୟୀ ହୋଇ ଘରକୁ ଫେରିଲେ ଶାଶୁ ବୋହୂ ଆରମ୍ଭ ରୁ ଶେଷ ପର୍ଯ୍ୟନ୍ତ ରହିଲା ଅଶୋକ ସରପଞ୍ଚ ଙ୍କ ସମ୍ପୂର୍ଣ୍ଣ ସହାୟତା

01-May-2024



ପାଟଣାଗଡ଼ (ପୁର୍ଣ୍ଣ ଶଶୀ ଶେଖର ରାଓ)"ରଖେ ହରି ତ ମାରେ କିଏ ,ମାରେ ହରି ତ ରଖେ କିଏ ଏହି ଉକ୍ତି ସମ୍ପୂର୍ଣ୍ଣ ସତ୍ୟ। ଦୀର୍ଘ ୨ ମାସ ରୁ ଉର୍ଦ୍ଧ୍ବ ଧରି ମେଡିକାଲ ରେ ମୃତ୍ୟୁ ସହ ସଂଗ୍ରାମ କରି ଆଜି ଶାଶୂ ଓ ବୋହୁ ବିଜୟୀ ହୋଇ ଘରକୁ ଫେରିଲେ। ସୂଚନା ଅନୁସାରେ ବଲାଙ୍ଗିର ଜିଲ୍ଲା ବେଲପଡା ବ୍ଲକ କାନୁଟ ଗାଁ ଉପର ପଡ଼ା ରେ ୧୦.୨.୨୪ ଶନିବାର ଦିନ ଘଟିଥିଲା ଏକ ଚାଞ୍ଚଲ୍ୟକର ଘଟଣା।ଗ୍ୟାସ୍ ସିଲିଣ୍ଡର୍ ବିସ୍ଫୋରଣରେ ଛାରଖାର ହୋଇଥିଲା ପୁରା ପରିବାର ଆହତ ହୋଇଥିଲେ ୬ ଜଣ । ସେହି ଛ ଜଣ ଆସତଙ୍କ ମଧ୍ୟରେ  ଭାନୁମତୀ ଅତାବରିଆ, ମହେଶ୍ୱର ଅତାବରିଆ, ଭୈରବୀ ଅତାବରିଆ, ମାଲତୀ ମହାଖୁଡ ଙ୍କ ଗୋଟିଏ ପରେ ଗୋଟିଏ ମୃତ୍ୟୁ ସହ ସଂଗ୍ରାମ କରି ହାରିଯାଇଥିଲେ। ମାଁ ର ମୃତ୍ୟୁ ବେଦନା ସହିନପାରି ମାଳତୀ ର ୧୬ ବର୍ଷୀୟ ପୁଅ ଦ୍ରୋଣ ମହାଖୁଡ ମଧ୍ୟ ଆତ୍ମହତ୍ୟା କରି ସବୁଦିନ ପାଇଁ ଆଖି ବୁଜି ଦେଇଛନ୍ତି। ହେଲେ ଭାଗ୍ୟର ଚକ୍ରରେ ରାଉଲକେଲା ଜୟପ୍ରକାଶ ମେଡିକାଲ ରେ ମୃତ୍ୟୁ ସହ ସଂଗ୍ରାମ କରି ଦୁଇ ମାସ ରୁ ଉର୍ଦ୍ଧ୍ବ ଦିନ ପରେ ବିଜୟୀ ହୋଇ ଘରକୁ ଫେରିଲେ ଶାଶୁ ଦୂତି ଅତାବରିଆ (୬୯) ଓ ବୋହୁ ଭାଗ୍ୟବତୀ ଜାଲ (୩୧) । ସେମାନଙ୍କୁ ଯତ୍ନ ନେବାରେ ତାଙ୍କ ତିନି ପୁଅ ବ୍ୟସ୍ତ ଥିବା ବେଳେ ଦୁଃଖ ଯନ୍ତ୍ରଣା ଭୋଗୋଛି ଭାଗ୍ୟବତୀ ର ଜନ୍ମ କରିଥିବା ୭ ବର୍ଷ ର ଶିଶୁ। ନିର୍ବାଚନ ଆଚରଣବିଧି ଲାଗି ରହିଥିବାରୁ ସେମାନଙ୍କୁ କୌଣସି ସରକାରୀ ସୁବିଧା ମିଳୁନଥିବାରୁ ବହୁ ଦୁଃଖ ରେ ରହୁଛନ୍ତି। ମାନବିକତା ର ପରିଚୟ ଦେଖାଇ କାନୁଟ ଯୁବ  ସରପଞ୍ଚ ଅଶୋକ କୁମାର ମହାପାତ୍ର ଆରମ୍ଭ ରୁ ଶେଷ ପର୍ଯ୍ୟନ୍ତ ସହଯୋଗ କରିଚାଲିଛନ୍ତି। ମୃତକଙ୍କ ପରିବାର ପାଇଁ ସବୁବେଳେ ସେ ଛିଡା ହୋଇ ଅଞ୍ଚଳରେ ପ୍ରଶଂସା ର ପାତ୍ର ହୋଇଛନ୍ତି। ବର୍ତ୍ତମାନ ସେହି ପରିବାର ର ପରିସ୍ଥିତିକୁ ଦେଖି ସରକାରୀ ସୁବିଧା ଯଥାଶୀଘ୍ର ପ୍ରଦାନ କରାଯାଉ ବୋଲି ସରପଞ୍ଚ ଙ୍କ ସହ ଅଞ୍ଚଳବାସୀ ଦାବି କରୁଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026

You Might Also Like