-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||     

HOME   ଜିଲ୍ଲା

ଭାଜପା ବିଧାନସଭା ପ୍ରାର୍ଥୀ ବଲାଙ୍ଗୀର ବ୍ଲକର ବିଭିନ୍ନ ଗ୍ରାମକୁ ଯାଇ ଲୋକଙ୍କୁ ବୁଝାଇ ଭାଜପା ସପକ୍ଷରେ ଭୋଟ ଦେବାକୁ ଅନୁରୋଧ କରିଥିଲେ

01-May-2024



ବଲାଙ୍ଗୀର, (ପ୍ରେରଣା ଖବର) ଆଜି ଭାଜପା ବିଧାନସଭା ପ୍ରାର୍ଥୀ ଶ୍ରୀ ଗୋପାଳଜୀ ପାଣିଗ୍ରାହୀ ବଲାଙ୍ଗୀର ବ୍ଲକର ବିଭିନ୍ନ ଗ୍ରାମ ଖୁଜେନପାଲି, ବରକାନୀ,ବିଡିଘାଟ,ବୈଦିପାଲି,ଶିବତଲା, ପଥରଚେପା ପ୍ରଭୃତି ଗ୍ରାମକୁ ଯାଇ ଲୋକଙ୍କୁ ବୁଝାଇ ଭାଜପା ସପକ୍ଷରେ ଭୋଟ ଦେବାକୁ ଅନୁରୋଧ କରିଥିଲେ।

ବରକାନୀ,ବିଡିଘାଟ ଗ୍ରାମରେ ଭାଜପା ଓ ନରେନ୍ଦ୍ର ମୋଦୀଙ୍କ ଆଦର୍ଶ ରେ ଅନୁପ୍ରାଣିତ ହୋଇ ଶତାଧିକ ବ୍ୟକ୍ତି କଂଗ୍ରେସ ଓ ବିଜେଡି ଛାଡି   ଗୋପାଲଜୀଙ୍କୁ ସମର୍ଥନ କରି ବିଜେପିରେ ଯୋଗଦାନ କରିଥିଲେ।

ଆଜି ଗୋପାଳଜୀ ଙ୍କ ସହ ଗିରିଶ ସିଂହଦେଓ, ମୁନା ପଟନାୟକ  ଓ ଅନେକ ଭାଜପା କର୍ମୀ ଏହି ପ୍ରଚାର ସମୟରେଉପସ୍ଥିତ ଥିଲେ l ଗୋପାଳଜୀ ପାଣିଗ୍ରାହୀ ପ୍ରକାଶ କରିଛନ୍ତି ଯେ କେନ୍ଦ୍ରରେ  ମୋଦୀ ସରକାର ଥିବା ପର୍ଯ୍ୟନ୍ତ ଗରୀବ ଲୋକଙ୍କ କୌଣସି ଜନକଲ୍ୟାଣକାରୀ ଯୋଜନା  ବନ୍ଦ ହେବ ନାହିଁ। ନବୀନ ସରକାର  ସବୁବେଳେ ନିଜେ ଚାଉଳ ଦେଉଛି କହି ଠକୁଥିଲେ ସାଧାରଣ ଜନତାକୁ। ଏବେ ମୋଦୀଜୀ ଯେତେବେଳେ କୋରୋନା କଷ୍ଟରୁ ଲୋକଙ୍କୁ ମୁକୁଳାଇବାକୁ କହି  ମାଗଣା ରାସନ ବ୍ୟବସ୍ଥା କଲେ, ସେତେବେଳେ ଧରାପଡିଲା ନବୀନ ସରକାର ଙ୍କ ମିଛ। ଏପରି ମିଛୁଆ ସରକାର ବଦଳିବାର ଦରକାର। ବଲାଙ୍ଗୀର ରେ ଆଜି ପର୍ଯ୍ୟନ୍ତ ଯେତିକି ଲୋକ ପ୍ରତିନିଧି ନିର୍ବାଚନ ଲଢିଛନ୍ତି ,ସେମାନେ କେହି ବି  ବଲାଙ୍ଗୀର ର ସମସ୍ୟାର  ସମାଧାନ ପାଇଁ ମାର୍ଗ ଖୋଜିନାହାନ୍ତି। ଜନ ସମସ୍ୟାକୁ ଜନ ଆନ୍ଦୋଳନ ପର୍ଯ୍ଯାୟକୁ ନେବାର ଉଦ୍ୟମ  କରିନାହାନ୍ତି। ଏପରିକି ସମସ୍ୟାର  ଆଲୋଚନା ପାଇଁ ଆଗେଇ ଆସି ନାହାନ୍ତି। ବରଂ ସବୁବେଳେ ପଛ ଘୁଞ୍ଚାଇ ଆସିଛନ୍ତି। ସେଥିପାଇଁ ବଲାଙ୍ଗୀର ଆଜି ସମସ୍ୟା ବହୁଳ ହୋଇ ପଡିରହିଛି l ଏପରି ମାଟି ପ୍ରତି ମମତା ନ ଥିବା ପ୍ରାର୍ଥୀମାନଙ୍କୁ  ଭୋଟବେଳେ ଲୋକେ  ଚିହ୍ନନ୍ତୁ ଓ ସେମାନଙ୍କୁ ପ୍ରତ୍ୟାଖ୍ୟାନ କରନ୍ତୁ ବୋଲି ଆହ୍ବାନ ଦେଇଛନ୍ତି ଭାଜପା ବିଧାନସଭା ପ୍ରାର୍ଥୀ  ଗୋପାଳଜୀ  ପାଣିଗ୍ରାହୀ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026

You Might Also Like