-+91-9937148622 |

prerana_bgr@rediffmail.com |

  Wednesday 6th May 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଧାୟିକା ସୋଫିଆଙ୍କ ଜନସମ୍ପର୍କ ପଦଯାତ୍ରା   (06-May-2026)       ||      ବରିଷ୍ଠ ସମାଜ ସେବୀ ଦେବାର୍ଚ୍ଚନ ପଧାନ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ   (06-May-2026)       ||      *ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   (05-May-2026)       ||      ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   (05-May-2026)       ||      ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   (05-May-2026)       ||      ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   (05-May-2026)       ||      ବାତ୍ୟା ଆଶଙ୍କା । ୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି    (05-May-2026)       ||      ଗୋଡଭଗାରେ ଡକ୍ଟର ଚିତ୍ତରଂଜନ ଜେନାକୁଂ ସମ୍ବର୍ଦ୍ଦନା ପ୍ରଦାନ କଲେ ଆଞ୍ଚଳିକ ସାହିତ୍ୟ ପରିଷଦ   (05-May-2026)       ||      ସଡ଼କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ   (05-May-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୦ଟି ଦରଖାସ୍ତ ଗ୍ରହଣ, ୬ଟିର ତୁରନ୍ତ ସମାଧାନ   (05-May-2026)       ||      ବରପାଲି ଶିଶୁ ବିଦ୍ୟା ମନ୍ଦିର ଠାରେ ତ୍ରି ଦିବସୀୟ ସାମୁହିକ ଆଚାର୍ଯ୍ୟ କର୍ମଶାଳା ଉଦଯାପିତ   (05-May-2026)       ||      ଚନ୍ଦନଭାଟି କଲ୍ୟାଣମଣ୍ଡପ ଉପରମହଲା ଉଦ୍‌ଘାଟନ କଲେ ନରସିଂହ   (05-May-2026)       ||      ବୁଢୀପଦର ଠାରେ ଷୋହଳପ୍ରହରୀ ନାମଯଂଜ୍ଞ ଅନୁଷ୍ଠିତ   (05-May-2026)       ||      ବାଘ୍ ନାଇଁ ଦେଖଲେ ବିଲେଇ ଦେଖ   (05-May-2026)       ||      କୁମ୍ଭାରି ଧାନ ମଣ୍ଡିରେ ଚାଷୀ ସଚେତନତା ସମାବେଶ   (05-May-2026)       ||      ଲାଦେରପାଲିରେ ସମାପନ ହେଲା ଚୋବିଶ ପ୍ରହରୀ ନାମଯଜ୍ଞ ର ରୈ।ପ୍ୟ ଜୟନ୍ତୀ ମହୋତ୍ସବ   (05-May-2026)       ||      ବରପାଲି ଶୀତଳଷଷ୍ଠୀ ତାଡ଼କାସୁର ଭୂମିକା ପାଇଁ ବରିଷ୍ଠ କଳାକାର ଜଗଦାନନ୍ଦ ମିଶ୍ରଙ୍କୁ ବରଣ   (05-May-2026)       ||      କାଲିମେଳା ବ୍ଲକ ଲୁଗେଲ ପଞ୍ଚାୟତରେ ଜିଲ୍ଲାପଳାଙ୍କ ଅଭିଯୋଗ ଶୁଣାଣି : ୬୧ଟି ଆବେଦନ ଗ୍ରହଣ ସହ ସେବା ପ୍ରଦାନ ପାଇଁ ସ୍ବତନ୍ତ୍ର କ୍ୟାମ୍ପ    (05-May-2026)       ||      ଦୀର୍ଘ ଦିନ ଧରି ପାଇପ୍ ମରାମତି ଅଭାବରୁ ପାଇପ୍ ପାଣି ଲିକ୍ ବସୁଧା ପାଣି ପାଇଁ ପାରୁନାହାନ୍ତି ରାଜେନିପ୍ଡିଆ ସାହି ଲୋକ ଅନ୍ତସନ୍ତ ହୋଇ ରହୁଛନ୍ତି ଗ୍ରାମ ବାସୀ   (05-May-2026)       ||      ଚାଷୀ ସଚେତନତା ସମାବେଶ    (05-May-2026)       ||     

HOME   ଜିଲ୍ଲା

ବୌଦ୍ଧ ଜିଲ୍ଲାର ବୌଦ୍ଧ ଓ କଣ୍ଟାମାଳ ବିଧାନ ସଭା ନିର୍ବାଚନ ମଣ୍ଡଳୀ ପାଇଁ ର ପ୍ରାର୍ଥୀପତ୍ର ଦାଖଲ

02-May-2024



ବୌଦ୍ଧ (ଜୟାନନ୍ଦ ମିଶ୍ର ) ଆଜି ବୌଦ୍ଧ ଜିଲ୍ଲାର ଉଭୟ ବିଧାନସଭା ନିର୍ବାଚନ ମଣ୍ଡଳିରୁ ବିଜେପି ଦଳ ପକ୍ଷରୁ ପ୍ରାର୍ଥୀପତ୍ର ଦାଖଲ କରାଯାଇଛି । ବୌଦ୍ଧ (୮୬)ନିର୍ବାଚନ ମଣ୍ଡଳିରୁ ବିଜେପି ବିଧାୟକ ପ୍ରାର୍ଥୀଭାବରେ ସରୋଜ କୁମାର ପ୍ରଧାନ ସବ କଲେକ୍ଟର ଶ୍ରୀ ପ୍ରଭାସ ଚନ୍ଦ୍ର ଦଣ୍ଡସେନାଙ୍କ ପାଖରେ ନାମାଙ୍କନ ପତ୍ର ଦାଖଲ କରିଥିବା ବେଳେ କଣ୍ଟାମାଳ(୮୫)ନିର୍ବାଚନ ମଣ୍ଡଳିର ବିଧାୟକ ପ୍ରାର୍ଥୀ ଭାବରେ କହ୍ନେଇ ଡlଙ୍ଗ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଦାରିଦ୍ର୍ୟ ଭଞ୍ଜନ ମଦନ ମୋହନ ପାତ୍ରଙ୍କ ପାଖରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ପ୍ରଥମେ ବୌଦ୍ଧ ବିଧାନସଭା ପ୍ରାର୍ଥୀ ଶ୍ରୀ ସରୋଜ କୁମାର ପ୍ରଧାନ, କଣ୍ଟାମାଳ ପ୍ରାର୍ଥୀ ଶ୍ରୀ କହ୍ନେଇ ଚରଣ ଡlଙ୍ଗ ଓ କନ୍ଧମାଳ ଲୋକସଭା BJP ପ୍ରାର୍ଥୀ ଶ୍ରୀ ସୁକାନ୍ତ ପାଣିଗ୍ରାହୀଙ୍କ ସହିତ ବୌଦ୍ଧର ସୁପ୍ରସିଦ୍ଧ ଶ୍ରୀ ରଘୁନାଥ ମନ୍ଦିରରେ ଶ୍ରୀ ରଘୁନାଥଙ୍କ ଦର୍ଶନ କରି ତଥା ଆଶିର୍ବାଦ ନେଇ ସେଠାରୁ ବିଶାଳ ଜନସମୁଦ୍ରର ସମର୍ଥନରେ ଏକ ବିଶାଳ ଶୋଭାଯାତ୍ରାରେ ବାହାରି ସହର ପରିକ୍ରମା କରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ଉଭୟ ନିର୍ବାଚନ ମଣ୍ଡଳିର ଦାୟିତ୍ବରେ ଥିବା ରିଟନିଂ ଅଫିସରଙ୍କ ନିକଟରେ ନାମାଙ୍କନ ପତ୍ର ଦାଖଲ କରିଥିବା ଜଣାପଡିଛି । ହଜାର ହଜାର ସମର୍ଥକ ଜୟ ଶ୍ରୀ ରାମ, ଭାରତ ମାତା କି ଜୟ, ନରେନ୍ଦ୍ର ମୋଦୀ ଜିନ୍ଦାବାଦ, BJP ଜିନ୍ଦାବାଦ, ଇସ୍ ବlର୍ ଚlର୍ ସୋ ପାର୍, ଯୋଡ଼ି ଫୁଲ ଭାରି ଭଲ, ଆଦି ସ୍ଲୋଗାନ ଦେଇ ଆଗେଇ ଚାଲିଥିବା ବେଳେ ଏକାଧିକ DJ ଓ band ବାଜା ର ଶବ୍ଦରେ ସାରା ସହର କମ୍ପି ଉଠିଥିଲା l ଶ୍ରୀଯୁକ୍ତ ସରୋଜ ପ୍ରଧାନଙ୍କ ପୂର୍ବରୁ ତାଙ୍କ ବଡ଼ଭାଇ ଶ୍ରୀ ସୁଶାନ୍ତ ପ୍ରଧାନ BJP ରୁ ବୌଦ୍ଧ ପ୍ରାର୍ଥୀ ଭାବେ ଲଢ଼ି ଥିବା ବେଳେ ଏଥର ପ୍ରଥମ ଥର ପାଇଁ ଶ୍ରୀ ସରୋଜ କୁମାର ପ୍ରଧାନ ବିଜେପି ଦଳ ପକ୍ଷରୁ ପ୍ରାର୍ଥୀପତ୍ର ଦାଖଲ କରି ନିର୍ବାଚନ ମୈଦାନକୁ ଓହ୍ଲାଇ ଛନ୍ତି l ତେବେ କଣ୍ଟାମାଳ ନିର୍ବାଚନ ମଣ୍ଡଳିରୁ ଦ୍ଵିତୀୟ ଥର ପାଇଁ ଦଳରୁ ବିଧାୟକ ପ୍ରାର୍ଥୀ ଭାବରେ ଶ୍ରୀ ଡlଙ୍ଗ ପ୍ରାର୍ଥିପତ୍ର ଦାଖଲ କରି ନିର୍ବାଚନ ମୈଦାନକୁ ଓହ୍ଲାଇଛନ୍ତି । ଚଳିତ ୨୦୨୪ ସାଧାରଣ ନିର୍ବାଚନ ବୌଦ୍ଧରେ ତ୍ରିମୁଖି ଲଢେଇ ହେବାର ସମ୍ଭାବନା ରହିଥିବା ବେଳେ ଉଭାୟ ବୌଦ୍ଧ ଓ କଣ୍ଟମାଳରେ ବିଜେଡି ଓ ବିଜେପି ମଧ୍ୟରେ କଡା ମୁକାବିଲା ହେବ ବୋଲି ସାଧାରଣରେ ମତ ପ୍ରକାଶ ପାଉଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଧାୟିକା ସୋଫିଆଙ୍କ ଜନସମ୍ପର୍କ ପଦଯାତ୍ରା   06-May-2026
  ଜିଲ୍ଲା  
ବରିଷ୍ଠ ସମାଜ ସେବୀ ଦେବାର୍ଚ୍ଚନ ପଧାନ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ   06-May-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   05-May-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   05-May-2026
  ଜିଲ୍ଲା  
ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   05-May-2026
  ରାଜ୍ୟ  
ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   05-May-2026
  ଜିଲ୍ଲା  
ବାତ୍ୟା ଆଶଙ୍କା । ୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି   05-May-2026
  ଜିଲ୍ଲା  
ଗୋଡଭଗାରେ ଡକ୍ଟର ଚିତ୍ତରଂଜନ ଜେନାକୁଂ ସମ୍ବର୍ଦ୍ଦନା ପ୍ରଦାନ କଲେ ଆଞ୍ଚଳିକ ସାହିତ୍ୟ ପରିଷଦ   05-May-2026
  ଜିଲ୍ଲା  
ସଡ଼କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ   05-May-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୦ଟି ଦରଖାସ୍ତ ଗ୍ରହଣ, ୬ଟିର ତୁରନ୍ତ ସମାଧାନ   05-May-2026
  ଜିଲ୍ଲା  
ବରପାଲି ଶିଶୁ ବିଦ୍ୟା ମନ୍ଦିର ଠାରେ ତ୍ରି ଦିବସୀୟ ସାମୁହିକ ଆଚାର୍ଯ୍ୟ କର୍ମଶାଳା ଉଦଯାପିତ   05-May-2026
  ଜିଲ୍ଲା  
ଚନ୍ଦନଭାଟି କଲ୍ୟାଣମଣ୍ଡପ ଉପରମହଲା ଉଦ୍‌ଘାଟନ କଲେ ନରସିଂହ   05-May-2026

You Might Also Like