-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

ବି ଜେ ଡି ମହିଳା ଦଳର ମହାସମାବେଶ

02-May-2024



ବୋଡ଼େନ(ରାମନାଥ ପଣ୍ଡା)- ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକର ରୋକାଲ ସାପ୍ତାହିକ ବଜାର ପାଖ ପଡ଼ିଆରେ ଖରିଆର ବିଧାନସଭା ମଣ୍ଡଳୀର ବି ଜେ ଡି ପ୍ରାର୍ଥୀ ଅଧିରାଜ ମୋହନ ପାଣିଗ୍ରାହିଙ୍କ ପ୍ରତ୍ୟକ୍ଷ ଦିଗଦର୍ଶନକ୍ରମେ ଓ ବ୍ଲକ ମହିଳା ସଭାନେତ୍ରୀ ମିନତୀ କାଣ୍ଡଙ୍କ ତତ୍ତ୍ଵାବଧାନରେ ତଥା ମହା ପ୍ରୟାସ ବଳରେ ଆୟୋଜିତ ବି ଜେ ଡି ମହିଳା ଦଳର ମହିଳା ସମାବେଶରେ ୩୦୦୦ ରୁ ଉର୍ଦ୍ଧ୍ବ ମହିଳା ଯୋଗଦାନ କରି ନବୀନ - ଅଧିରାଜ୍ ଓ ହୁଳହୁଳି ଶବ୍ଦରେ ସମାବେଶକୁ ପ୍ରକମ୍ପିତ କରିଦେଇଥିଲେ । ଆୟୋଜିତ ସଭାରେ ବିଧାୟକ ବର୍ତ୍ତମାନର ବି ଜେ ଡି ପ୍ରାର୍ଥୀ ଅଧିରାଜ ମୋହନ ପାଣିଗ୍ରାହୀ, ଦଳୀୟ ରାଜ୍ୟ ନିର୍ବାଚନ

ପର୍ଯ୍ୟବେକ୍ଷିକା ସରୋଜିନୀ ରାଜ,ରାଜ୍ୟ ସଂଯୋଜକ ଦେବେସ ଦାସ,ରାଜ୍ୟ ମହିଳା ସଭାନେତ୍ରୀ ଶେଫାଳୀ ସଲମା,ରାଜ୍ୟ ମହିଳା ସମ୍ପାଦିକା ଯସୋବନ୍ତୀ ମେହେର,ଜିଲ୍ଲା ମହିଳା ସଭାନେତ୍ରୀ ସରସ୍ଵତୀ ବାଗ,ଜିଲ୍ଲା ବି ଜେ ଡି ସଭାପତି ମନୋଜ ମିଶ୍ର,ନୂଆପଡ଼ା ଜିଲ୍ଲା ପରିଷଦ ଅଧ୍ୟକ୍ଷା ଡଲି ମାଝୀ,ଜିଲ୍ଲା ପରିଷଦ ଯାଜ୍ଞସେନି କଟା,ବୋଡ଼େନ ବ୍ଲକ ଅଧ୍ୟକ୍ଷା ପ୍ରେମ ଶିଳା ନାଗ,ସିନାପାଲି ବ୍ଲକ ଉପା ଧ୍ୟକ୍ଷା ମୀନା ଘିଭେଲା,ସରପଂଚ ମିନତୀ ନନ୍ଦ,ସରପଂଚ ମୁକ୍ତା ରାଉତ,ସରପଂଚ ଜୟଶ୍ରୀ ପଟେଲ,ମଦନା ବତି ବିଶ୍ଵାଳ ପ୍ରମୁଖ ମଞ୍ଚାଷିନ ଥିଲେ । ସମସ୍ତ ଅଧିକାରୀ ନିଜ ନିଜ ବକ୍ତବ୍ୟରେ ନବୀନ ସରକାରଙ୍କ ବିଭିନ୍ନ ଯୋଜନା ମାଧ୍ୟମରେ ଲୋକ ଲାଭବାନ ହୋଇଥିବା ତଥା ରାଜ୍ୟର ବିକାଶ କଥାକୁ ଉପସ୍ଥାପନ କରିଥିଲେ ।ବିଶେଷକରି ନାରୀ ସଶକ୍ତିକରଣ ଓ ନାରୀଙ୍କ ପାଇଁ ପ୍ରତ୍ୟେକ କ୍ଷେତ୍ରରେ ସଂରକ୍ଷଣ ବ୍ୟବସ୍ଥା ତଥା ସ୍ଵୟଂ ସହାୟକ ଗୋଷ୍ଠୀ ମାଧ୍ୟମରେ ନାରୀଙ୍କୁ ସ୍ୱାବଲମ୍ବୀ କରିବାରେ ନବୀନ ସରକାରଙ୍କ ଭୂମିକା ଅତୁଳନୀୟ ବୋଲି ପ୍ରକାଶ କରିଥିଲେ ।ଏଥର ଡବଲ ଶଙ୍ଖରେ ଭୋଟ ଦେବା ପାଇଁ ନିଜେ ବିଧାୟକ ପ୍ରାର୍ଥୀ ଉପସ୍ଥିତ ସମସ୍ତ ମହିଳା ଓ ଅନ୍ୟାନ୍ୟ ସାଧାରଣ ଜନତାଙ୍କୁ ହାତ ଯୋଡ଼ି ଅନୁରୋଧ କରିଥିଲେ ।ମଞ୍ଚରେ ଉପବେଶନ କରିଥିବା ସମସ୍ତ ମହିଳା ନେତ୍ରୀ ତଥା ଉପସ୍ଥିତ ମହିଳା ସମାବେଶକୁ ଦେଖିବାପରେ ଜଣାପଡ଼ୁଥିଲା ନବୀନଙ୍କ ମାଆକୁ ସମ୍ମାନ ନୀତି ଓ ମହିଳାଙ୍କ ପାଇଁ ସଂରକ୍ଷଣ ନୀତି । ସମାବେଶରେ ଜିଲ୍ଲା, ବ୍ଲକ ଓ ପଞ୍ଚାୟତ ସ୍ତରର ସମସ୍ତ ବି ଜେ ଡି ପଦାଧିକାରୀ ଉପସ୍ଥିତ ରହିବା ସହିତ ସହଯୋଗ କରିଥିଲେ ।କର୍ମୀଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି।ସମଗ୍ର କାର୍ଯ୍ୟକ୍ରମର ଶ୍ରେୟ ବ୍ଲକ ମହିଳା ସଭାନେତ୍ରୀ ମିନତୀ କାଣ୍ଡଙ୍କୁ ପ୍ରଦାନ କରିଥିଲେ ରାଜ୍ୟ ନେତ୍ରୁମଣ୍ଡଳୀ ।ମିନତୀ କାଣ୍ଡ ସୁନ୍ଦର ଭାବରେ ଆଜିକାର ସମାବେଶ ଆୟୋଜନ ସହିତ ମଞ୍ଚ ପରିଚାଳନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like