-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

ଖଡ଼ିଆଳରେ ବିଶ୍ବ ଶ୍ରମିକ ଦିବସ ପାଳିତ

02-May-2024



ଖଡ଼ିଆଳ(ଚିନ୍ତାମଣି ନେତାମ) ଗତକାଲି ମଇ 1 ତାରିଖ ଥିଲା ବିଶ୍ଵ ଶ୍ରମିକ ଦିବସ l ନୂଆପଡା ଜିଲ୍ଲା ଖଡ଼ିଆଳରେ ଦିନ ୧୦ ଘଣ୍ଟା ସମୟରେ ଶ୍ରମିକ ଦିବସ ପାଳିତ ହୋଇଯାଇଛି l ଜିଲ୍ଲା ନିର୍ମାଣ ଶ୍ରମିକ ସଂଘ ମୁଖ୍ୟ କାର୍ଯ୍ୟାଳୟ ଇଦନଗର ଠାରୁ ବିଭିନ୍ନ ବ୍ଳକରୁ ଆସିଥିବା ଶତାଧିକ ଶ୍ରମିକ ହାତରେ ଲାଲ୍ ଝଣ୍ଡା ଧରି ଟୁଲୁ ବାବୁ ଙ୍କ ନେତୃତ୍ବରେ ଏକଜୁଟ ହୋଇ ଖଡ଼ିଆଳ ପୋଲିସ ର ସହାୟତାରେ ଇନ୍ଦ୍ର ନଗର ଠାରୁ ଖଡ଼ିଆଳ ଥାନା ଚୋକ ପ୍ରର୍ଯ୍ୟନ୍ତ ନାରାବାଜି କରି ପଦଯାତ୍ରା କରିଥିଲେ l ପରେ ଅଗ୍ରେସନ ଭବନରେ ବୈଠକ କରିଥିଲେ l ନିର୍ମାଣ ଶ୍ରମିକ ସଂଘ ମୁଖ୍ୟ ବାବୁ ଶ୍ରମିକ ମାନଙ୍କର ହକ ଅଧିକାର ଓ ଦୈନିକ ମଜୁରୀ, ସାମାଜିକ ସୁରକ୍ଷା, ଶ୍ରମିକମାନଙ୍କୁ ଜିଲ୍ଲା ରେ ସଚେତନ କରାଯିବା, ଶ୍ରମିକ ଶୋଷଣ ବିରୁଦ୍ଧରେ ଆନ୍ଦୋଳନ କରାଇବା ଓ ଶ୍ରମିକମାନଙ୍କର ଇତିହାସ ବିଷୟରେ ସମସ୍ତଙ୍କୁ ଅବଗତ କରାଇଥିଲେ l ସଂଘର ସଂପାଦକ ପିତାମ୍ବର କୁମାର ଓ ଦୁର୍ବଳ ମାଝୀ, ଧନୁର୍ଧର ହାତି ମୁଖ୍ୟ ଭୁମିକା ନେଇ ଥିଲେ l ଅତିଥି ଭାବେ ଲିଟିଗୁଡା ନାଏବ ସରପଞ୍ଚ ଲଳିତ ମୋହନ ମାଝି, ସରଧାପୁର ସମିତି ସଭ୍ୟ - ଶ୍ରିବସ୍ତ ଶଗରିଆ ଶ୍ରମିକ ମାନଙ୍କର ହେଉଥିବା ଅସୁବିଧା ବିଷୟରେ ଓ ସଚେତନ କିପରି ଭାବରେ ଜିଲ୍ଲା ସମସ୍ତ ଶ୍ରମିକମାନଙ୍କୁ କରାଇବା ପାଇଁ ଆଲୋଚନା କରାଇଥିଲେ l ଜିଲ୍ଲା ଛାତ୍ର ସଂଘ ର ସଭାପତି - ବିପିନ ଯାଦବ ବୈଠକ ରେ ଯୋଗ ଦେଇ ଶ୍ରମିକମାନଙ୍କ ଓ ଛାତ୍ରଛାତ୍ରୀ ମାନଙ୍କୁ ଶିକ୍ଷିତ ହେବା ପାଇଁ ସମସ୍ତଙ୍କ ଅବଗତ କରାଇଥିଲେ l ସମାଜସେବୀ ରାମ ବଛା ଶ୍ରମିକମାନଙ୍କର ପ୍ରତି ହେଉଥିବା ଶୋଷଣ ଓ ଜିଲ୍ଲା ପ୍ରଶାସନ ଓ ରାଜ୍ୟ ତଥା କେନ୍ଦ୍ର ସରକାରଙ୍କ ବିରୋଧରେ ଯୋରଦାର ବର୍ଷିଥିଲେ l ସଂଘର ଅଜିତ , ଦୁର୍ବଳ ମାଝୀ, ଧନୁର୍ଧର ହାତି, ମୋହନ୍ ବାରିକ ପ୍ରମୂଖ ପୂର୍ଣ୍ଣ ସହଯୋଗ କରିଥିଲେ। ପିତାମ୍ବର କୁମାର ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like