-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ଗଡ଼ରାମାଳ ଠାରେ ବିଜୁ ଜନତା ଦଳର ବ୍ଲକସ୍ତରୀୟ ମହିଳା ସମାବେଶ ଅନୁଷ୍ଠିତ

02-May-2024



ସିନାପାଲି (ଚିନ୍ତାମଣି ନେତାମ) ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ଗଡ଼ାରମାଳ ପ୍ରହରୀ ମଣ୍ଡପ ଠାରେ ବିଜେଡ଼ି ପ୍ରାର୍ଥୀ ଅଧୀରାଜ ମୋହନ ପାଣିଗ୍ରାହୀଙ୍କ ନିର୍ବାଚନ ପ୍ରଚାର ଉଦ୍ଦେଶ୍ଯରେ ପଶ୍ଚିମ ଓଡିଶା ବିକାଶ ପରିଷଦ ସଦସ୍ୟା ଶ୍ରୀମତୀ ମନ୍ଦାକିନୀ ବଘେଲଙ୍କ ତତ୍ୱାବଧାନରେ ଏକ ବ୍ଲକସ୍ତରୀୟ ମହିଳା ସମାବେଶ ଆୟୋଜିତ ହୋଇଯାଇଛି l ଏଥିରେ ୬ହଜାରରୁ ଉର୍ଦ୍ଧ ମହିଳା ଯୋଗ ଦେଇଥିଲେ । ବର୍ତମାନର ବିଜେଡ଼ି ବିଧାୟକ ପ୍ରାର୍ଥୀ ଅଧୀରାଜ ମୋହନ ପାଣିଗ୍ରାହୀ, ଦଳୀୟ ରାଜ୍ୟ ନିର୍ବାଚନ ପର୍ଯ୍ୟବେକ୍ଷିକା ସରୋଜିନୀ ରାଜ, ରାଜ୍ୟ ସଂଯୋଜକ ଦେବେଶ ଦାସ, ରାଜ୍ୟ ମହିଳା ସଭାନେତ୍ରୀ ଶେଫାଳି ସଲମା, ରାଜ୍ୟ ମହିଳା ସମ୍ପାଦିକା ଯଶୋବନ୍ତି ମେହେର, ଜିଲ୍ଲା ମହିଳା ସଭାନେତ୍ରୀ ସରସ୍ବତୀ ବାଗ,ଜିଲ୍ଲା ବିଜେଡ଼ି ସଭାପତି ମନୋଜ ମିଶ୍ର, ନୂଆପଡା ଜିଲ୍ଲା ପରିଷଦ ଅଧକ୍ଷ୍ୟା ଡଲି ମାଝୀ, ଜିଲ୍ଲା ପରିଷଦ ଯାଜ୍ଞସେନୀ କଟା, ସିନାପାଲି ବ୍ଲକ ଉପାଧ୍ୟକ୍ଷା ମିନା ଘିଭେଲା, ୧୨ନଂ ଜୋନ ଜିଲ୍ଲା ପରିଷଦ ସଦସ୍ୟା ପୁଷ୍ପାଞ୍ଜଳି ଗୁଆଳ, ସରପଞ୍ଚ ଶ୍ରୀମତୀ ଯାଜ୍ଞସେନୀ ଭୋଇ ପ୍ରମୁଖ ମଂଚାସୀନ ଥିଲେ।ସମସ୍ତେ ନିଜ ନିଜ ବକ୍ତବ୍ୟରେ ନାରୀ ସଶକ୍ତିକରଣ ଓ ନାରୀଙ୍କ ପାଇଁ ପ୍ରତ୍ୟେକ କ୍ଷେତ୍ରରେ ସଂରକ୍ଷଣ ବ୍ୟବସ୍ଥା ତଥା ସ୍ୱୟଂ ସହାୟକ ଗୋଷ୍ଠୀ ମାଧ୍ୟମରେ ନାରୀଙ୍କୁ ସ୍ୱାବଲମ୍ବୀ କରିବାରେ ନବୀନ ସରକାରଙ୍କ ଭୂମିକା ଅତୁଳନୀୟ ବୋଲି ପ୍ରକାଶ କରିଥିଲେ ।ଏଥର ଡବଲ ଶଙ୍ଖରେ ଭୋଟ ଦେବା ପାଇଁ ନିଜେ ବିଧାୟକ ପ୍ରାର୍ଥୀ ଉପସ୍ଥିତ ସମସ୍ତ ମହିଳା ଓ ଅନ୍ୟାନ୍ୟ ସାଧାରଣ ଜନତାଙ୍କୁ ହାତ ଯୋଡି ଅନୁରୋଧ କରିଥିଲେ ।ସମାବେଶରେ ଜିଲ୍ଲା, ବ୍ଲକ ଓ ପଂଚାୟତ ସ୍ତରର ସମସ୍ତ ବି ଜେ ଡ଼ି ପଦାଧିକାରୀ ରହିବା ସହ ସହଯୋଗ କରିଥିଲେ । କର୍ମୀଙ୍କ ମଧ୍ୟରେ ଖୁସିର ଲହରୀ ଖେଳି ଯାଇଛି ।ମନ୍ଦାକିନୀ ବଘେଲ ମଞ୍ଚ ପରିଚାଳନା କରିଥିବା ବେଳେ ଶେଷରେ ବି ଜେ ଡ଼ି ବ୍ଲକ ସଭାପତି ଗରୁଡ଼ ଧ୍ୱଜ ବେହେରା ସମସ୍ତଙ୍କୁ ଧନ୍ୟବାଦ ଦେଇ ସଭା ସାଙ୍ଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like