-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ବରିଷ୍ଠ ଆଇନଜୀବୀ ନିରଂଜନ ଗୁରୁଙ୍କ ପରଲୋକ

02-May-2024



ବଲାଙ୍ଗିର(ଦେବାଶିଷ ବହିଦାର) / ଆଜି ବଲାଙ୍ଗୀରର ବରିଷ୍ଠ ଆଇନଜୀବୀ ନିରଂଜନ ଗୁରୁଙ୍କ ଙ୍କ ୮୭ ବର୍ଷରେ ପରଲୋକ ହୋଇଯାଇଛି । ଗତ କିଛି ମାସ ହେଲା ଶ୍ରୀ ଗୁରୁ ବାର୍ଦ୍ଧକ୍ୟଜନିତ ଅସୁସ୍ଥତା ଯୋଗୁଁ ଶର୍ଯ୍ୟାଶାୟୀ ଥିଲେ । ଆଜି ସକାଳେ ବୁର୍ଲା ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଶ୍ରୀ ଗୁରୁଙ୍କ ପରଲୋକ ହୋଇଯାଇଛି । ଜଣେ ମେଳାପୀ ଓ ମିଷ୍ଠଭାଷୀ ମଣିଷ ଭାବରେ ସ୍ୱର୍ଗତ ଗୁରୁ ଜଣାଶୁଣା ଥିଲେ । ପୂର୍ବରୁ ଜଣେ ଗଭର୍ଣ୍ଣମେଣ୍ଟ ପ୍ଲିଡର୍ ଭାବରେ ଦକ୍ଷତାର ସହ ସହିତ ନିଜର ଦାୟିତ୍ୱ ତୁଲାଇ ଥିଲେ ।    ଶ୍ରୀ ଗୁରୁଙ୍କ ମରଶରୀର ତାଙ୍କ ଠିକାଦାରପଡା ସ୍ଥିତ ବାସଭବନକୁ ଆଣିବା ପରେ ବହୁ ମାଣ୍ୟଗଣ୍ୟ ବ୍ୟକ୍ତି ଆସି ତାଙ୍କ ଶେଷ ଦର୍ଶନ କରିଥିଲେ । ସ୍ଥାନୀୟ ବିଭୂତି ପଡା ସ୍ମଶାନ ଘାଟରେ ଶ୍ରୀ  ଗୁରୁ ଙ୍କ ଅନ୍ତେଷ୍ଟିକ୍ରିୟା କରାଯାଇଥିଲା ।

 ଆଜି ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ସ୍ଥାନୀୟ ସିଭିଲ କୋର୍ଟ ବାର୍ ହଲ୍ ଠାରେ ଏଡ୍‌ଭୋକେଟ ନିରଂଜନ ଗୁରୁଙ୍କ ପରଲୋରେ ଏହି ଅମର ଆତ୍ମାର ସଦ୍‌ଗତି ପାଇଁ ଦୁଇ ମିନିଟ ନିରବ ପ୍ରାର୍ଥନା କରାଯାଇଥିଲା । ଜିଲ୍ଲା ଓକିଲ ସଂଘର ସଭାପତି ଅମରେଶ ତ୍ରିପାଠୀ, ସଂପାଦକ ପ୍ରମୋଦ ବହିଦାରଙ୍କ ସମେତ  ସଭ୍ୟ ବିଜୟ ମିଶ୍ର, କମଳ ମିଶ୍ର, ସୁଧୀର ବେହେରା, ପ୍ରବୀର ନାଏକ, ଦେବାଶିଷ ବିଶ୍ୱାଲ, ଗଜିନ୍ଦ୍ର ବାଗ,  ରମାକାନ୍ତ ଥନାପତ ପ୍ରମୁଖ ସ୍ୱର୍ଗତ ଗୁରୁଙ୍କ ସ୍ମତିିଚାରଣ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like