-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ଦୁର୍ଘଟଣାରେ ଡାବୁଗାଁର ପୂର୍ବତନ ତହସିଲଦାର ଦମ୍ପତିଙ୍କ ମୃତ୍ୟୁ

03-May-2024



ନବରଙ୍ଗପୁର:(ମିହିର ଶଙ୍କର ପାତ୍ର,)
ଡାବୁଗାଁ ତହସିଲ କାର୍ଯ୍ୟାଳୟରେ ପୂର୍ବତନ ତହସିଲଦାର ସୁବାଷ ଚନ୍ଦ୍ର ସିଂ ଓ ତାଙ୍କ ଧର୍ମପତ୍ନୀ ନଳିନୀ ନାୟକ ଙ୍କ ସଡକ ଦୁର୍ଘଟଣାରେ ମୃତ୍ୟୁ ଘଟିଛି l ଏଭଳି ଦୁଃଖଦ ମୃତ୍ୟୁ ଖବର ପ୍ରସାରିତ ହେବା ପରେ ଡାବୁଗାଁ ତହସିଲ ର ସମସ୍ତ କର୍ମଚାରୀ, ଓକିଲ ସଂଘ ଏବଂ ଗ୍ରାମବାସୀ ଗଭୀର ଶୋକ ପ୍ରକାଶ କରିଛନ୍ତି l ସୂଚନା ଅନୁସାରେ  ଆନ୍ଧ୍ର ପ୍ରଦେଶ ରେ ପାଠ ପଢୁଥିବା ନିଜର ଏକ ମାତ୍ର ଝିଅକୁ ବ୍ରହ୍ମପୁର ଛାଡିବାକୁ ଗତ ବୁଧବାର ସକାଳେ ଶ୍ରୀ ସିଂ ନିଜ ସ୍ତ୍ରୀ ତଥା ରାଇକିଆରେ କାର୍ଯ୍ୟରତ ପ୍ରଧାନ ଶିକ୍ଷୟତ୍ରୀ ନଳିନୀ ନାୟକ ସହ ଏକ ସ୍କର୍ପିଓ ଗାଡିରେ ନିଜଘର ରାଇକିଆ ରୁ ବ୍ରହ୍ମପୁର ଯାଇଥିଲେ l ବ୍ରହ୍ମପୁର ରୁ ରାଇକିଆ ଫେରିବା ସମୟରେ ରାଇକିଆ ସହରରେ ସ୍କର୍ପିଓ ଗାଡି ଭାରସାମ୍ୟ ହରାଇ ଏକ ଗଛରେ ପିଟି ହୋଇଥିଲା l ଫଳରେ ସ୍ଵାମୀ ସ୍ତ୍ରୀ ଦୁହେଁ ଗୁରୁତର ହୋଇ ଥିବାରୁ ରାଇକିଆ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ରେ ଭର୍ତ୍ତି କରାଯାଇଥିଲା l ଅବସ୍ତା ଗୁରୁତର ଥିବାରୁ ଫୁଲବାଣୀ ଜିଲ୍ଲା ମୁଖ୍ୟ ସରକାରୀ ଚିକିତ୍ସାଳୟ ରେ ଭର୍ତ୍ତି କରିଥିଲେ l ତେବେ ଚିକିତ୍ସାଧୀନ ଅବସ୍ଥାରେ ଉଭୟ ସ୍ଵାମୀ ଓ ସ୍ତ୍ରୀଙ୍କ ମୃତ୍ୟୁ ଘଟିଥିଲା  l ପ୍ରକାଶ ଥାଉକି, ପୂର୍ବତନ ତହସିଲଦାର ସ୍ଵର୍ଗତ ଶ୍ରୀ ସିଂ ଡାବୁଗାଁ ରେ ଗତ ୧୦|୦୩|୨୦୧୯ ରୁ ୩୦|୦୬|୨୦୨୦ ପର୍ଯ୍ୟନ୍ତ ପର୍ଯ୍ୟନ୍ତ ତହସିଲଦାର ରୂପେ କାର୍ଯ୍ୟ କରିଥିଲେ l ତାଙ୍କର କାର୍ଯ୍ୟକାଳ ସମୟରେ ସେ ବହୁ ସଂସ୍କାର ମୂଳକ କାର୍ଯ୍ୟ କରି ଅବହେଳିତ ହୋଇ ରହିଥିବା ତହସିଲ କାର୍ଯ୍ୟାଳୟର ନବୀକରଣ କାର୍ଯ୍ୟ ସହ ପାନୀୟ ଜଳ ର ବ୍ୟବସ୍ଥା, ତହସିଲ କଲୋନୀ ରେ ଅବହେଳିତ କ୍ୱାଟର ଗୁଡିକ ର ମରାମତି, ତହସିଲ କଲୋନୀ ରେ ଆଲୋକୀକରଣ ବ୍ୟବସ୍ଥା ସହ ରାସ୍ତା ନିର୍ମାଣ କରାଇଥିଲେ l ଗରୀବ ଓ ସାଧାରଣ ବର୍ଗ ଙ୍କ କୌଣସି ଅଭିଯୋଗ ଆସିଲେ ତୁରନ୍ତ ସମାଧାନ ଦିଗରେ କାର୍ଯ୍ୟ କରୁଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like