-+91-9937148622 |

prerana_bgr@rediffmail.com |

  Sunday 3rd May 2026 |

| | | |

R.N.I. Regd No. ODIODI/2010/46693

Breaking News

ABVP ପକ୍ଷରୁ ବ୍ଲକ୍ ଟପ୍ପରଙ୍କୁ ଘରେ ଯାଇ ସମ୍ବର୍ଦ୍ଧନା, ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଶୁଭେଚ୍ଛା   (03-May-2026)       ||      *ଡାବୁଗାଁ ଅଞ୍ଚଳରେ ଦିନ ୧୨ ପରେ ପ୍ରଚଣ୍ଡ ଗ୍ରୀଷ୍ମ ତାତି ଯୋଗୁଁ ଜନଶୂନ୍ୟ ହେଉଛି ବଜାର*   (03-May-2026)       ||      ଗୁରୁଗ୍ରାମଠାରେ ଅଷ୍ଟମ ରଜ ମହୋତ୍ସବ ପାଇଁ ବ୍ୟାପକ ପ୍ରସ୍ତୁତି   (03-May-2026)       ||      ଆଦି ସାମ୍ବାଦିକ ଦେବର୍ଷି ନାରଦଙ୍କ ଜୟନ୍ତୀ ପାଳିତ♦️ ବିଶ୍ୱ କଲ୍ୟାଣ ହିଁ ସାମ୍ବାଦିକତାର ମୂଳମନ୍ତ୍ର   (03-May-2026)       ||      *ସୋନପୁର ସାହାରା ଟ୍ରଷ୍ଟ ହାଇସ୍କୁଲ ର ଶତ ପ୍ରତିଶତ ସଫଳତା*-   (03-May-2026)       ||      *ପ୍ରଭୂ ନୃସିଂହ ଙ୍କ ଜନ୍ମୋତ୍ସବ ମହା ସମାରୋହରେ ପାଳିତ*   (03-May-2026)       ||      ସମ୍ଭବ କଲେଜ ଠାରେ ଗ୍ରୀଷ୍ମ ଅଧ୍ଯୟନ ଶିବିରର ଶେଷ ଦିବସରେ "ଅନୁଭବ ଅଭିବ୍ୟକ୍ତି ଉତ୍ସବ" ଅନୁଷ୍ଠିତ   (03-May-2026)       ||      ବଲାଙ୍ଗିର ଜିଲ୍ଲା ଯୁବ କଂଗ୍ରେସ ସଭାପତି ଭାବେ ଅଙ୍କିତ ସାହୁ ନିଯୁକ୍ତ   (03-May-2026)       ||      ଅତାବିରାରେ ସାମ୍ବାଦିକ ମାନଙ୍କଦ୍ୱାରା ଦେବର୍ଷି ନାରଦଙ୍କ ଜୟନ୍ତୀ   (03-May-2026)       ||      କଟକଗୋପାଳପୁର-ବାଲିକୁଦା ଓଭରବ୍ରିଜ୍‌ ଏବେ ଯାତ୍ରୀଙ୍କ ମରଣ ଯନ୍ତା। ଯାତ୍ରୀଙ୍କୁ ଭଗବାନ ଭରଷା    (03-May-2026)       ||      ବିଦ୍ୟୁତ୍ ସଂସ୍ସର୍ଶରେ ଯୁବତୀ ମୃତ   (03-May-2026)       ||      ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ମାତୃପୁରୀ,ଲାଦରପାଲିର ସଫଳତା, ସୁଶ୍ରୀ କ୍ରିଷ୍ଣା ପତି ଅତାବିରା ବ୍ଲକ ଟପ୍ପର   (03-May-2026)       ||      ଆଦିବାସୀ ମହୋତ୍ସବ ଉଦ୍‌ଘାଟିତ   (03-May-2026)       ||      *ହାଇସ୍କୁଲ୍ ପରୀକ୍ଷା ରେ ସୁବର୍ଣ୍ଣପୁର ଜିଲ୍ଲା ରେ ସ୍ୱର୍ଣ୍ଣିମ ଫଳାଫଳ*- *96.21% ହାର ରେ କୃତିତ୍ବ ହାସଲ*- *ହାଇସ୍କୁଲ୍ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ଜଣାଇଲେ ଜିଲ୍ଲାପାଳ*-   (03-May-2026)       ||      *ରାଷ୍ଟ୍ରିୟ ସ୍ୱୟଂ ସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳନ*- *ଭାରତୀୟ ସଂସ୍କୃତି କୁ ସୁରକ୍ଷା ଦେବାରେ ସାମ୍ୱାଦିକ ଓ ଲେଖକ ଙ୍କ ଭୂମିକା ଗୁରୁତ୍ଵ ପୂର୍ଣ୍ଣ*   (03-May-2026)       ||      ଜୋରଦାର୍ ହେଉଛି ବିଦ୍ୟୁତ କର୍ମଚାରୀ ଛଟେଇ ବିରୋଧରେ ଆନ୍ଦୋଳନ    (02-May-2026)       ||      ନୂଆପଡ଼ା ଜିଲ୍ଲା ମାଧ୍ୟମିକ ବୋର୍ଡ ପରୀକ୍ଷା ରେ ଜିଲ୍ଲା ଟପ୍ପର ହୋଇଛନ୍ତି ରୂପେ ପୁନମ ମେହେର ୫୫୦ ନମ୍ବର ରଖିଛନ୍ତି।   (02-May-2026)       ||      ଜିତୁ ମୁଣ୍ଡାଙ୍କ ଘଟଣାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ନବୀନ ଚିଠି ଲେଖିଲେ ନବୀନ ♦️ ଏହି ଘଟଣାରେ ତୁରନ୍ତ ହସ୍ତକ୍ଷେପ କରିବାକୁ ନିବେଦନ କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ।   (02-May-2026)       ||      ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ ♦️ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଅପରାହ୍ନ ୪ଟାରେ ବିଧିବଦ୍ଧ ଭାବେ ରେଜଲ୍ଟ ଘୋଷଣା ହୋଇଛି   (02-May-2026)       ||      +୩ପରୀକ୍ଷାରେ ସଫଳତା : ଶ୍ରେଷ୍ଠ ୧୦ରେ ପାର୍ବତୀଗିରି ମହିଳା ମହାବିଦ୍ୟାଳୟର ୩ଜଣ ଛାତ୍ରୀ   (02-May-2026)       ||     

HOME   ଜିଲ୍ଲା

ସୋନପୁର ବିଜେପି ବିଧାୟକ ପ୍ରାର୍ଥୀ ଙ୍କ ନାମାଙ୍କନ ପତ୍ର ଦାଖଲ ସାଂସଦ ଙ୍କ ସହ ସହର ରେ କଲେ ରୋଡ ସୋ*

03-May-2024



(ମନୋରଞ୍ଜନ ତ୍ରିପାଠୀ )
ସୋନପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀ ର ବିଜେପି ବିଧାୟକ ପ୍ରାର୍ଥୀ ପ୍ରମୋଦ କୁମାର ମହାପାତ୍ର ଆଜି ତାଙ୍କ ଶୁଭେଚ୍ଛୁ ଙ୍କ ସହ ପହଞ୍ଚି ଉପଜିଲ୍ଲାପାଳ କାର୍ଯ୍ୟଳୟ ରେ ତାଙ୍କ ନାମାଙ୍କନ ପତ୍ର ଦାଖଲ କରିଥିଲେ।  ପରେ ପରେ ଇଷ୍ଟଦେବୀ ମା ସୁରେଶ୍ଵରୀ ଙ୍କ ମନ୍ଦିର ରୁ ମା ଙ୍କ ଆଶିର୍ବାଦ ନେଇ ଏକ ବିରାଟ ପଟୁଆର ରେ ହଜାର ହଜାର କର୍ମି ଓ ଶୁଭେଚ୍ଛୁ ଙ୍କ ସହ  ଗୁଣ୍ଡିଚା ମନ୍ଦିର ଦେଇ ଏକ ଶୋଭାଯାତ୍ରା ରେ ସହର ପରିକ୍ରମା କରିଥିଲେ। ଏହି ଶୋଭାଯାତ୍ରା ସମୟରେ ବିଜେପି ବିଧାୟକ ପ୍ରାର୍ଥୀ  ଶ୍ରୀ ମହାପାତ୍ର ଓ ବଲାଙ୍ଗିର ସାଂସଦ ପ୍ରାର୍ଥୀ ସଙ୍ଗୀତା କୁମାରୀ ସିଂଦେଓ ଙ୍କୁ ଯୋଡ଼ି ପଦ୍ମ ରେ ଭୋଟ ଦେବାକୁ ହାତ ଯୋଡ଼ି ସହର ବାସୀଙ୍କୁ ଅନୁରୋଧ କରିଥିଲେ l  ସାଂସଦ, ବିଧାୟକ ଙ୍କ ସମେତ ସାଂସଦ ପ୍ରତିନିଧି ଶରତ ଶତପଥି, ବ୍ଲକ୍ ପ୍ରତିନିଧି ସାନନ୍ଦ ମେହେର, ବରିଷ୍ଠ ନେତା ଅଶୋକ ପୃଷ୍ଟୀ, ବିଜୟ ମହାକୁଡ଼, ବିମଳ ମିଶ୍ର, ବିଶ୍ବମ୍ବର ମିଶ୍ର, ନିରଞ୍ଜନ ତ୍ରିପାଠୀ, ସ୍ଵରୂପ ପାତ୍ର, ପପୁନ ମିଶ୍ର, ଗଣେଶ ସାହୁ, ଜ୍ୟୋତି ତ୍ରୀପାଠୀ, ରାଜୀବ ବିଶି, ଶ୍ୟାମ ଶତପଥି, ପଞ୍ଚାନନ ପଧାନ, ରାମେଶ୍ଵର ପଧlନ, କୃପା ନିଧି ମିଶ୍ର, ମନୋଜ୍ କର୍ମୀ ପ୍ରମୁଖ ହଜାର ହଜାର ନେତା କର୍ମୀ ଏହି ଶୋଭା ଯାତ୍ରା ରେ ସାମିଲ୍ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ABVP ପକ୍ଷରୁ ବ୍ଲକ୍ ଟପ୍ପରଙ୍କୁ ଘରେ ଯାଇ ସମ୍ବର୍ଦ୍ଧନା, ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଶୁଭେଚ୍ଛା   03-May-2026
  ଜିଲ୍ଲା  
*ଡାବୁଗାଁ ଅଞ୍ଚଳରେ ଦିନ ୧୨ ପରେ ପ୍ରଚଣ୍ଡ ଗ୍ରୀଷ୍ମ ତାତି ଯୋଗୁଁ ଜନଶୂନ୍ୟ ହେଉଛି ବଜାର*   03-May-2026
  ଜିଲ୍ଲା  
ଗୁରୁଗ୍ରାମଠାରେ ଅଷ୍ଟମ ରଜ ମହୋତ୍ସବ ପାଇଁ ବ୍ୟାପକ ପ୍ରସ୍ତୁତି   03-May-2026
  ରାଜ୍ୟ  
ଆଦି ସାମ୍ବାଦିକ ଦେବର୍ଷି ନାରଦଙ୍କ ଜୟନ୍ତୀ ପାଳିତ♦️ ବିଶ୍ୱ କଲ୍ୟାଣ ହିଁ ସାମ୍ବାଦିକତାର ମୂଳମନ୍ତ୍ର   03-May-2026
  ଜିଲ୍ଲା  
*ସୋନପୁର ସାହାରା ଟ୍ରଷ୍ଟ ହାଇସ୍କୁଲ ର ଶତ ପ୍ରତିଶତ ସଫଳତା*-   03-May-2026
  ଜିଲ୍ଲା  
*ପ୍ରଭୂ ନୃସିଂହ ଙ୍କ ଜନ୍ମୋତ୍ସବ ମହା ସମାରୋହରେ ପାଳିତ*   03-May-2026
  ରାଜ୍ୟ  
ସମ୍ଭବ କଲେଜ ଠାରେ ଗ୍ରୀଷ୍ମ ଅଧ୍ଯୟନ ଶିବିରର ଶେଷ ଦିବସରେ "ଅନୁଭବ ଅଭିବ୍ୟକ୍ତି ଉତ୍ସବ" ଅନୁଷ୍ଠିତ   03-May-2026
  ରାଜ୍ୟ  
ବଲାଙ୍ଗିର ଜିଲ୍ଲା ଯୁବ କଂଗ୍ରେସ ସଭାପତି ଭାବେ ଅଙ୍କିତ ସାହୁ ନିଯୁକ୍ତ   03-May-2026
  ଜିଲ୍ଲା  
ଅତାବିରାରେ ସାମ୍ବାଦିକ ମାନଙ୍କଦ୍ୱାରା ଦେବର୍ଷି ନାରଦଙ୍କ ଜୟନ୍ତୀ   03-May-2026
  ଜିଲ୍ଲା  
କଟକଗୋପାଳପୁର-ବାଲିକୁଦା ଓଭରବ୍ରିଜ୍‌ ଏବେ ଯାତ୍ରୀଙ୍କ ମରଣ ଯନ୍ତା। ଯାତ୍ରୀଙ୍କୁ ଭଗବାନ ଭରଷା   03-May-2026
  ଜିଲ୍ଲା  
ବିଦ୍ୟୁତ୍ ସଂସ୍ସର୍ଶରେ ଯୁବତୀ ମୃତ   03-May-2026
  ଜିଲ୍ଲା  
ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ମାତୃପୁରୀ,ଲାଦରପାଲିର ସଫଳତା, ସୁଶ୍ରୀ କ୍ରିଷ୍ଣା ପତି ଅତାବିରା ବ୍ଲକ ଟପ୍ପର   03-May-2026

You Might Also Like