-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||     

HOME   ରାଜ୍ୟ

ବଲାଙ୍ଗୀର ବ୍ଲକ ରେ ସମରେନ୍ଦ୍ର ଓ ମନୋଜ ମିଶ୍ର ଙ୍କ ମାରାଥନ ପ୍ରଚାର... ଲୋକଙ୍କ ଆର୍ଥିକ ଵିକାଶ କଂଗ୍ରେସ ର ପ୍ରାଥମିକତା -ସମରେନ୍ଦ୍ର,ଯୁବକଙ୍କୁ ସ୍ୱାବଲମ୍ବୀ ଓ ରୋଜଗାରକ୍ଷମ କଂଗ୍ରେସ କରିବ -ମନୋଜ

03-May-2024



ବଲାଙ୍ଗିର (ପ୍ରେରଣା ଖବର ): ଦେଶ ସ୍ୱାଧୀନ ହେବା ଯେତେ ସମୟ ହୋଇଛି ତାର ଏକ ତୃତୀୟାଂଶ ସମୟ ପାଖାପାଖି ୨୫ ବର୍ଷ ବିଜେଡି ରାଜ୍ୟକୁ ଶାସନ କରିଛି, ପୁଣି ସେଥିରୁ 9 ବର୍ଷ ବିଜେଡି ବିଜେପି ଉଭୟ ରାଜ୍ୟ ରେ ଶାସନ କରିଛନ୍ତି କିନ୍ତୁ ଏତେ ସମୟ ପାଇ ମଧ୍ୟ ଆମ ଜିଲ୍ଲା ର ପରିଚୟ ହେଉଛି "ଦାଦନ"l ଏହି କୁଖ୍ୟାତି ରୁ ଆମକୁ ମୁକୁଳିବାକୁ ପଡିବ, ଆମର ପିଲା ଙ୍କ ପାଈଁ ଭୁଶୁଡିଯାଇଥିବା ଶିକ୍ଷା ବ୍ୟବସ୍ଥା କୁ ସଜାଡି ପିଲା ଙ୍କୁ ଉତ୍ତମ ଶିକ୍ଷା, ଭଲ ଶିକ୍ଷକ, ପରିବେଶ ପ୍ରଦାନ କରିବାକୁ ହେବ, ତାହା ହେଲେ ହିଁ ଏ ଅଞ୍ଚଳ ଲୋକ ଶିକ୍ଷିତ ହେବେ ଓ ଅଞ୍ଚଳ ର ଆର୍ଥିକ ଵିକାଶ ହେବ ଏବଂ ଏହା ହିଁ ଆମର ପ୍ରାଥମିକତା ବୋଲି ଆଜି ବଲାଙ୍ଗୀର ବ୍ଲକ କୁଟୁମଡୋଳା, ଝାଙ୍କର ପାଲି ପଂଚାୟତ ରେ ଅନୁଷ୍ଠିତ ଜନ ଆଶୀର୍ବାଦ ସଭାରେ ବଲାଙ୍ଗୀର ବିଧାନସଭା ସଭା ପାଈଁ ପ୍ରତିଦ୍ବନ୍ଦିତା କରୁଥିବା କଂଗ୍ରେସ ପ୍ରାର୍ଥ୍ୟ ସମରେନ୍ଦ୍ର ମିଶ୍ର ନିଜ ବକ୍ତବ୍ୟ ରେ କହିଛନ୍ତି l ସମରେନ୍ଦ୍ର ଆହୁରି ମଧ୍ୟ ଯହିଛନ୍ତି ଯେ ଏହି ନିର୍ବାଚନ ରେ ସ୍ଥାନୀୟ ରାଜ ପରିବାର ଲୋକଙ୍କୁ ନିଶ୍ଚିତ ଭାବେ ପ୍ରତ୍ୟାଖାନ କରିବେ କାରଣ ଏମାନେ ମୁଖ୍ୟମନ୍ତ୍ରୀ, ବିଧାୟକ, ସାଂସଦ ମନ୍ତ୍ରୀ ର କ୍ଷମତା ପାଇ ମଧ୍ୟ ବଲାଙ୍ଗୀର ଓ ବଲାଙ୍ଗୀରବାସୀଙ୍କୁ ଧୋକା ଦେଇଛନ୍ତି, ତେଣୁଏପରି ଧୋକା ବାଜ ଙ୍କୁ ଲୋକେ ଆଗାମୀ ନିର୍ବାଚନ ରେ ଉଚିତ ଜବାବ ଦିଅନ୍ତୁ ବୋଲି ଅନୁରୋଧ କରିଥିଲେ l ଆଜି ର ଏହି ନିର୍ବାଚନୀ ସଭା ରେ କଂଗ୍ରେସ ଦଳ ର ସାଂସଦ ପ୍ରାର୍ଥୀ ମନୋଜ ମିଶ୍ର କଂଗ୍ରେସ ଦଳ ର ହାତ ଚି଼ହ୍ନ ହିଁ ସମାଜ ର ସବୁ ସ୍ତର ର ଲୋକଙ୍କ ପାଈଁ କାମ କରିବ ବୋଲି ନିଜ ଭାଷଣ ରେ କହିବା ସହ ଅଞ୍ଚଳ ରେ ବଲାଙ୍ଗୀର ପ୍ରତି ରାଜ୍ୟ ସରକାର ଙ୍କ ବୈମାତୃକ ମନୋଭାବ ଏତେ ଶିଖର କୁ ପହଁଞ୍ଚଛି ଯେ ଆମ ଲୋକେ ବିଜେଡି ବିଜେପି ଦଳ ଓ ଏମାନଙ୍କ ଅପବିତ୍ର ଗଠ ବନ୍ଧନ କୁ ପ୍ରତିରୋଧ କରିବା ପାଈଁ ଦୃଢ ନିଶ୍ଚିତ ହୋଇଛନ୍ତି l ସେ ଏହା ବି କହିଛନ୍ତି ଯେ ଆମର ଯୁବକ ମାନେ ବୁଶେଷ ଭାବରେ ସରକାର ଙ୍କ ବୈମାତୃକ ମନୋଭାବ ର ଶିକାର ହୋଇ ଛନ୍ତି... ଏଣୁ ଆମର ଲକ୍ଷ ଆମର ଯୁବକ ମାନଙ୍କୁ ସ୍ୱାବଲମ୍ବୀ ଓ ରୋଜଗାର କ୍ଷମ କରିବା ବୋଲି ମନୋଜ ମିଶ୍ର କହିଥିଲେ... ସଭାପତି ରେ ମାନ୍ୟବର ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର କଂଗ୍ରେସ ଦଳ ଗ୍ୟାରେଣ୍ଟି ଉପରେ ଲୋକଙ୍କୁ କହିବା ସହ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଉଭୟେ ମିଛୁଆ ସରକାର ବୋଲି ଆକ୍ଷେପ କରିଥିଲେ...... ନିର୍ବାଚନୀ ସଭାର ସଭାପତିତ୍ୱ ରାମପ୍ରସାଦ ମିଶ୍ର କରିଥିବା ବେଳେ bdcc ବ୍ୟାଙ୍କ ସଭାପତି ସ୍ମାରକ ମିଶ୍ର, ସରପଞ୍ଚ ଶ୍ରୀମତୀ ସୁସ୍ମିତା ସିଂହଦେଓ ଓ ଵିକାଶ ରଥ ପ୍ରମୁଖ ମଞ୍ଚାଇଁ ଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026

You Might Also Like