-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||     

HOME   ଜିଲ୍ଲା

ପ୍ରାଥମିକ ଶିକ୍ଷକ ସଂଘ ତରଫରୁ ଅବସରପ୍ରାପ୍ତ ଶିକ୍ଷକଙ୍କୁ ସମ୍ବର୍ଦ୍ଧନା

03-May-2024



ବିନିକା(ହିମାଂଶୁ ଶେଖର ପୁଟେଲ) ବିନିକା ବ୍ଲକ୍ ସିଲାଟି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷକ ଦଳ ଗଞ୍ଜନ୍ ସାହୁ ତାଙ୍କ ଚାକିରୀରୁ ଅବସର ନେବା ପରେ ବିନିକା ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ ତରଫରୁ ତାଙ୍କୁ ସମ୍ବର୍ଦ୍ଧନା ଦିଆଯାଇଥିଲା। ସଂଘର ସଭାପତି ଶଶାଙ୍କ ଶେଖର ପଣ୍ଡାଙ୍କ ପରିଚାଳନାରେ ଅନୁଷ୍ଟିତ ସଭାରେ ସଂଘର କର୍ମକର୍ତ୍ତା ଉପସ୍ଥିତ ରହି ବିଦାୟୀ ଶିକ୍ଷକଙ୍କ କର୍ତ୍ତବ୍ୟ ନିଷ୍ଟା ଉପରେ ଆଲୋକପାତ କରିଥିଲେ ।ସୂଚନା ଯୋଗ୍ୟ ଯେ ଅବସର କାଳୀନ ପୂର୍ଣ୍ଣ ପେନସନ ବର୍ତମାନ ପର୍ଯ୍ୟନ୍ତ ବିନିକା ବ୍ଲକରେ ଅବସର ନେଇଥିବା କୌଣସି ଶିକ୍ଷକଙ୍କୁ ଦିଆଯାଏ ନଥିଲା ରାଜ୍ୟ ସରକାରଙ୍କ ଗଣଶିକ୍ଷା ବିଭାଗ ନିର୍ଦ୍ଦେଶ କ୍ରମେ ଅବସରପ୍ରାପ୍ତ ଶିକ୍ଷକଙ୍କୁ ସେହି ଦିନ ଉକ୍ତ ସୁବିଧା ବିନିକା ବ୍ଲକରେ ପ୍ରଥମ କରି ଦିଆଯାଇଥିବାରୁ ବିଇଓ ଲକ୍ଷ୍ମଣ ମିଶ୍ରଙ୍କୁ ପ୍ରାଥମିକ ଶିକ୍ଷକ ସଂଘ ତରଫରୁ କୃତଜ୍ଞତା ଜ୍ଞାପନ କରାଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026

You Might Also Like