-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME   ଜିଲ୍ଲା

ଅଭିଯୋଗର ୧୫ଦିନ ପରେ ବି କାର୍ଯ୍ୟନୁଷ୍ଠାନ ଶୂନ୍ଯ- ଭାଜପା

04-May-2024



ତୁଷୁରା (ପଞ୍ଚାନନ ନାଏକ)ସରକାରୀ ଯୋଜନାରେ ଅନ୍ତର୍ଭୁକ୍ତ କର୍ମଚାରୀମାନେ ନିର୍ବାଚନ ପ୍ରଚାର କରୁଥିବା ଅଭିଯୋଗର ୧୫ଦିନ ବିତିଯାଇଥିଲେ ମଧ୍ଯ କେଉଁ ଅଦୃଶ୍ଯ ଶକ୍ତି ଯୋଗୁଁ ଉକ୍ତ କର୍ତ୍ତୃପକ୍ଷଙ୍କ ଉପରେ କୌଣସି ଆଖିଦୃଶିଆ କାର୍ଯ୍ୟନୁଷ୍ଠାନ ନିଆଯାଇ ନଥିବା ନେଇ  ଭାଜପାର ପୂର୍ବତନ ବ୍ଲକ ଅଧ୍ୟକ୍ଷ ଅଶୋକ ଚନ୍ଦ୍ର ଦୋରା, ସମିତିସଭ୍ଯ ଉଜ୍ଜ୍ବଳ ଭୋଇ,  ମୁରାଲୀ କେଡିଆ, ପ୍ରେମାନନ୍ଦ ସାହୁ ଆଦି  ଗଣମାଧ୍ୟମ ଆଗରେ ଅଭିଯୋଗ କରିଛନ୍ତି। ଏଠାରେ ସୂଚନାଯୋଗ୍ଯ ଯେ,
ଚଳିତ ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା ଓ ଆଚରଣ ବିଧ‌ି ଲାଗୁ ହେବା ପରେ ସରକାରୀ ଯୋଜନାରେ ଅନ୍ତର୍ଭୁକ୍ତ କର୍ମଚାରୀମାନେ ନିର୍ବାଚନ ପ୍ରଚାର କରୁଥିବା ନେଇ ଗତ ତା୧୮-୪-୨୦୨୪ରିଖରେ   ଗୁଡଭେଲା ଓ ସମରା ମଣ୍ଡଳର ଭାଜପା କର୍ମୀମାନେ  ଗୁଡଭେଲାବ୍ଲକ ବିଡିଓ ତଥା ନିର୍ବାଚନ ଅଧିକାରୀଙ୍କ ଜରିଆରେ ଭାଜପା ପକ୍ଷରୁ ରାଜ୍ୟ ନିର୍ବାଚନ ଆୟୁକ୍ତଙ୍କୁ ଲିଖିତ ଅଭିଯୋଗ କରିଥିଲେ । ଅଭିଯୋଗ ପତ୍ରରେ ଉଲ୍ଲେଖ କରିଥିଲେ ଯେ, ୧-  ଯଶୋବନ୍ତୀ ରଣା, ସଂପାଦିକା, ବ୍ଲକ୍ ମହିଳା ସ୍ୱୟଂ ସହାୟକ ସଂଘ ଗତ ତା.୦୧.୦୪.୨୪ ରିଖ ଦିନ ବିଜୁ ଜନତା ଦଳର ବିଧାୟିକା ପ୍ରାର୍ଥୀ ଟୁକୁନୀ ସାହୁଙ୍କ ଘୁନା ଗ୍ରାମରେ ଅନୁଷ୍ଠିତ ନିର୍ବାଚନୀ ସଭାରେ ଯୋଗଦାନ କରିବା ସହିତ ମହିଳା ମାନଙ୍କୁ ଭୋଟ୍ ଦେବା ପାଇଁ ଅନୁରୋଧ କରୁଥିଲେ ।୨- ତନୁଜା ବାରିକ (VRP) Village Resource Person ଶାସକ ଦଳର ବିଧାୟିକା ପ୍ରାର୍ଥୀଙ୍କ ଗତ.୦୧.୦୪.୨୪ ରିଖ ନୁଆଁପଡା ଗ୍ରାମରେ ନିର୍ବାଚନୀ ପ୍ରଚାର ଶୋଭାଯାତ୍ରାରେ ତାଙ୍କୁ ଫୁଲମାଲ ଦେଇ ସ୍ବାଗତ କରିବା ସହିତ ଗ୍ରାମ୍ୟ ପରିକ୍ରମାରେ ଅଂଶଗ୍ରହଣ କରିଥିଲେ । ୩. ସୁଦାମ ପଣ୍ଡା Geo Take କର୍ମଚାରୀ ଶାସକ ଦଳ ବିଧାୟୀକା ପ୍ରାର୍ଥୀ ଟୁକୁନୀ ସାହୁଙ୍କ ନୁଆଁପଡା ଗ୍ରାମରେ ସଭା ଆୟୋଜନ କରିବା ସହିତ ରାଲିରେ ସକ୍ରିୟ ଅଂଶଗ୍ରହଣ କରିଥିଲେ । ଏହାର ଫଟୋ ଓ ପ୍ରମାଣ ମଧ୍ଯ ପ୍ରଦାନ କରିଥିଲେ।  ଏହାପରେ ଗୁଡଭେଲାବ୍ଲକ ବିଡିଓ ସୌମ୍ୟକାନ୍ତ ବନଗୋରା ଘଟଣାର ତଦନ୍ତ କରି ତା୨୨-୪-୨୦୨୪ରିଖରେ ଏକ ରିପୋର୍ଟ ବଲାଙ୍ଗୀର ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀଙ୍କୁ ପ୍ରଦାନ କରିଥିଲେ । ଏହାର ନକଳ ଭାଜପାର କର୍ମୀଙ୍କୁ ମିଳିବା ପରେ ଭାଜପା ପକ୍ଷରୁ ଗଣମାଧ୍ୟମ ଆଗରେ ଅଭିଯୋଗ କରିବା ସହ ଟିଟିଲାଗଡ ନିର୍ବାଚନ ମଣ୍ଡଳୀରେ ନିରପେକ୍ଷ ନିର୍ବାଚନ କରିବାକୁ କେନ୍ଦ୍ର ନିର୍ବାଚନ କମିଶନଙ୍କୁ ଅନୁରୋଧ କରିଛନ୍ତି। ଏନେଇ ଗୁଡଭେଲାବ୍ଲକ ବିଡିଓ ସୌମ୍ୟକାନ୍ତ ବନଗୋଲାଙ୍କୁ ପଚାରିବାରୁ ମୁଁ ମୋର କାମ ସାରିଛି, ଉପରେ କଣ କରିବେ ମୁଁ କଣ କହିପାରିବି ବୋଳି ମତ ପ୍ରକାଶ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like