-+91-9937148622 |
prerana_bgr@rediffmail.com |
Saturday 19th September 2026 |
R.N.I. Regd No. ODIODI/2010/46693
Breaking News
04-May-2024
ତୁଷୁରା (ପଞ୍ଚାନନ ନାଏକ) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ତୁଷୁରା ସହର ଯୁବ ସମାଜସେବୀ ତଥା ବ୍ୟବସାୟୀପିଙ୍କୁ ଅଗ୍ରୱାଲ ଭାଜପାରେ ସାମିଲ ହୋଇଛନ୍ତି। ଟିଟିଲାଗଡ ସହରରେ ଭାଜପାର ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିବା ବେଳେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସାଂସଦ ସଙ୍ଗିତା କୁମାରୀ ସିଂଦେଓ ଓ ଟିଟିଲାଗଡ ନିର୍ବାଚନ ମଣ୍ଡଳୀର ଦଳୀୟ ବିଧାୟକ ପ୍ରାର୍ଥୀ ନବୀନ ଜୈନଙ୍କ ଉପସ୍ଥିତରେ ଆନୁଷ୍ଠାନିକ ଭାବେ ଶ୍ରୀ ଅଗ୍ରୱାଲ ଭାଜପାରେ ଯୋଗଦାନ କରିଛନ୍ତି। ତାଙ୍କୁ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଦଳୀୟ ଉତ୍ତରୀୟ ଦେଇ ସ୍ବାଗତ କରିଥିଲେ।