-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ଦେଓଗାଁ ବ୍ଲକ ରେ ସମରେନ୍ଦ୍ର ଙ୍କ ପ୍ରଚାର.. ଗାଁ ଲୋକଙ୍କ ଅର୍ଥନୀତି ସୁଦୃଢ କରିଵା ଆମର ଲକ୍ଷ -ସମରେନ୍ଦ୍ର 

04-May-2024



ବଲାଙ୍ଗିର(ପ୍ରେରଣା ଖବର ): ରାଜ୍ୟ ସରକାରଙ୍କ ମାଁ କୁ ସମ୍ମାନ ଗାଁ କୁ କାମର ନାରା ପ୍ରକୃତ କ୍ଷେତ୍ରରେ ରେ ଦେଖିବା ବେଳକୁ ସମ୍ପୂର୍ଣ ଓଲଟା ପ୍ରତିଫଳିତ ହେଉଛି, କାରଣ ଦୀର୍ଘ ବର୍ଷ ର ଶାସନ ରେ ଗାଁ ର ଯୁବକ, ମାଁ ମାନଙ୍କ ର ଆର୍ଥିକ ଵିକାଶ ପାଈଁ ସରକାର କୌଣସି କାମ କରିନାହାନ୍ତି l ବିଶେଷ କରି ଶିକ୍ଷା ସ୍ୱାସ୍ଥ୍ୟଓ ଜଳସେଚନ ର ବିକା ହେଲେ ହିଁ ଗାଁ ଲୋକଙ୍କ ଅର୍ଥନୈତିକ ଵିକାଶ ହୋଇଥାଏ ତେଣୁ ଗତ ଦଶ ବର୍ଷ ରେ ଏ ଅଞ୍ଚଳ ର ଶିକ୍ଷା ସ୍ୱାସ୍ଥ୍ୟ ଓ ଜଳସେଚନ ର ଵିକାଶ ପାଈଁ ମାନ୍ୟବର ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର ପଦକ୍ଷେପ ନେଇସାରିଛନ୍ତି ଓ ଏହି ପ୍ରକ୍ରିୟା ସେ ପର୍ଯ୍ୟନ୍ତ ଜାରି ରହିବ ଯେଉଁ ପର୍ଯ୍ୟନ୍ତ ଗାଁ ଅର୍ଥନୀତିକୁ  ସମ୍ପୂର୍ଣ୍ଣ ସୁଦୃଢ କରିବା ପାଈଁ ଥିବା ଆମ ଲକ୍ଷ ପୂରଣ ହୋଇ ନ ଥିବ ବୋଲି  ଆଜି ଦେଓଗାଁ ଅଞ୍ଚଳର ଡ଼ୁମେରପିଟା, ରାମଚନ୍ଦ୍ରପୁର ଓ ସିଙ୍ଘାମୁଣ୍ଡା ପଂଚାୟତ ରେ କଂଗ୍ରେସ ଦଳ ତରଫରୁ ଆୟୋଜିତ ଜନ ଆଶୀର୍ବାଦ ସଭାରେ କଂଗ୍ରେସ ଦଳର ବିଧାୟକ ପ୍ରାର୍ଥୀ ସମରେନ୍ଦ୍ର ମିଶ୍ର ନିଜ ବକ୍ତବ୍ୟ ରେ କହିଛନ୍ତି l 

ବ୍ଲକ କଂଗ୍ରେସ ସଭାପତି ରାମଜୀ ଚୌଧୁରୀ ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ଏହି ସଭା ରେ ସମରେନ୍ଦ୍ର ଆହୁରି ମଧ୍ୟ କହିଛନ୍ତି ଯେ ସରକାର ଗାଁ ମାନଙ୍କ ରେ "ପକ୍କା ଘର -ମୋ ଅଧିକାର" ସ୍ଲୋଗାନ ଦେଉଛି, ଏଠାରେ ମୋର ପ୍ରଶ୍ନ ଦୀର୍ଘ ୨୪ବର୍ଷ ପରେ ମଧ୍ୟ ରାଜ୍ୟ ସରକାର କଚ୍ଚା ଘର କୁ ପକ୍କା ଘର କରି ପାରି ନାହିଁ କାହିଁକି? କଂଗ୍ରେସ ସରକାର ଅମଳରେ ଆରମ୍ଭ ହୋଇଥିବା ଇନ୍ଦିରା ଆବାସ ଯୋଜନାକୁ ନାଁ ପରିବର୍ତନ କରି ଲୋକଙ୍କୁ

ଭୁଆଁ ବୁଲାଉଛି କାହିଁକି ବୋଲି ସମରେନ୍ଦ୍ର ପ୍ରଶ୍ନ କରିଥିଲେ lସଭାରେ ମାନ୍ୟବର ବଲାଙ୍ଗୀର ବିଧାୟକ ନାରାସିଂହ ମିଶ୍ର ଉପସ୍ଥିତ ମହିଳା ପୁରୁଷଙ୍କ ଉଦ୍ୱେଶ ରେ କହିଥିଲେ ଆଗାମୀ ନିର୍ବାଚନ ରେ ବିଧାୟକ ଭାବେ ଆପଣ ମାନେ ସମରେନ୍ଦ୍ର ମିଶ୍ର ଙ୍କୁ ହାତ ଚି଼ହ୍ନ ରେ ଭୋଟ ଦିଅନ୍ତୁ, ଦେଖିବେ ବଲାଙ୍ଗୀର ର ଛାତ୍ର ଓ ଯୁବକଙ୍କୁ ନିଶ୍ଚିତ ଭାବେ ଉତ୍ତମ ଶିକ୍ଷା ଓ ରୋଜଗାର ପାଈଁ ଏଠାରେ ଶିଳ୍ପାନୁଷ୍ଠାନ ପ୍ରତିଷ୍ଠା କରିବାରେ ଆମେ ନିଶ୍ଚିତ ସଫଳ ହେବା  l
ଆହୁରି ମଧ୍ୟ ଜଂଗ୍ରେସ ସରକାର ରାଜ୍ୟ ରେ ଆସିଲେ ସ୍ୱୟଂ ସହାୟିକା ଗୋଷ୍ଠୀ ଙ୍କୁ ଋଣ ମାଫ, ବାର୍ଦ୍ଧକ୍ୟ, ବିକଳାଙ୍ଗ, ବିଧବା ଭତ୍ତା କୁ ଦ୍ବିଗୁଣିତ କରାଯିବ l ଧାନ ର ସର୍ବନିମ୍ନ ମୂଲ୍ୟ ୩୦୦୦ବୃଦ୍ଧି କରାଯିବ, ବେକାରୀ ଯୁବକଙ୍କୁ ବେକାରୀ
ଭତ୍ତା ୩୦୦୦ଟଙ୍କା,ସମସ୍ତ ମା ମାନଙ୍କୁ ମାସିକ ୨୦୦୦ଟଙ୍କା ପ୍ରଦାନ କରାଯିବ l
ଅନ୍ୟ ମାନଙ୍କ ମଧ୍ୟ ରେ ଏହି ନିର୍ବାଚନୀ ସଭାରେ ଡ଼ୁମେରପିଟ ସମିତି ସଭ୍ୟ ସଂକୀର୍ତନ ବାଗ ଓ କଂଗ୍ରେସ ନେତା ବିପିନ କୁସୁଲିଆ ମଂଚାସୀନ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like