-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ଶାନ୍ତି ପୂର୍ଣ୍ଣ ନିର୍ବାଚନ ପରିଚାଳନା ଗୁରୁତ୍ୱପୂର୍ଣ୍ଣ 

05-May-2024



ବଲାଙ୍ଗିର(ଚିତ୍ରସେନ ବେହେରା ): ଆଗାମୀ ସାଧାରଣ ନିର୍ବାଚନ ପ୍ରସ୍ତୁତି ଓ ପଦକ୍ଷେପ ଉପରେ ତର୍ଜମା କରିବା ପାଇଁ ବଲାଙ୍ଗିରର ଜିଲ୍ଲା ଗସ୍ତ ରେ ଆସିଛନ୍ତି ସାଧାରଣ ପର୍ଯ୍ୟବେକ୍ଷକ । ସାଧାରଣ ପର୍ଯ୍ୟବେକ୍ଷକ ରୂପେ ୨୦୦୪ ବ୍ୟାଚ ଆଇଏଏସ ରାଜ କୁମାର ବେନିୱାଲ ଏବଂ ରଞ୍ଜନ ଭିଶାଲ, ଖର୍ଚ୍ଚ ପର୍ଯ୍ୟବେକ୍ଷକ ପ୍ରମୋଦ ପି ସହକାରଙ୍କ ସହ  ଆଇନ ଶୃଙ୍ଖଳା ପରିସ୍ଥିତି, ଖର୍ଚ୍ଚ ହିସାବ  ଓ ଅନ୍ୟାନ୍ୟ ବ୍ୟବସ୍ଥା ତଦାରଖ କୁ ନେଇ ସଦର ମହକୁମା ସ୍ଥିତ ଡିଏଫଓ ଅଫିସ ସମ୍ମିଳନୀ କକ୍ଷ ରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି । ଏହି ବୈଠକରେ ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ  ଶ୍ରୀ ଗୌରୱ ଶିୱାଜୀ ଇସଲୱାର, ଆରକ୍ଷୀ ଅଧିକ୍ଷକ ରିଷିକେଶ ଖିଲାରୀ ଡ୍ୟାନଦେଓ , ଅତିରିକ୍ତ ଜିଲ୍ଲାପାଳ ତଥା ଲୋଇଶିଙ୍ଘା ବିଧାନସଭା ରିଟର୍ନିଙ୍ଗ ଅଧିକାରୀ ଡ ବିଜୟାନନ୍ଦ ସେଠୀ , ଅତିରିକ୍ତ ଜିଲ୍ଲାପାଳ ତଥା କଣ୍ଟାବାଞ୍ଜି ବିଧାନସଭା ରିଟର୍ନିଙ୍ଗ ଅଧିକାରୀ ପବିତ୍ର ବେହେରା , ଜିଲ୍ଲାପରିଷଦ ମୁଖ୍ୟ ନିର୍ବାହୀ ଅଧିକାରୀ ପ୍ରଭାତ ମହାପାତ୍ର, ଟିଟିଲାଗଡ଼ ରିଟର୍ନିଙ୍ଗ ଅଧିକାରୀ ରେହାନ ଖେତ୍ରୀ, ପାଟଣାଗଡ଼ ରିଟର୍ନିଙ୍ଗ ଅଧିକାରୀ ଅମିତ ନାୟକ ଉପସ୍ଥିତ ଥିଲେ । ଏହି ବୈଠକ ରେ ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ଶ୍ରୀ ଇସଲୱାର ନିର୍ବାଚନ ପ୍ରସ୍ତୁତି ସମ୍ବନ୍ଧୀୟ ସମସ୍ତ ତଥ୍ୟ ଉପସ୍ଥାପନ କରିଥିଲେ । ପାୱାରପଏନ୍ଟ ଦ୍ଵାରା ଉପସ୍ଥିତ ତଥ୍ୟରେ ସମୁଦାୟ ଭୋଟର, ବୁଥ, ସେକ୍ଟର ଅଧିକାରୀ , ରୁଟ ପ୍ଲାନ , ଇଭିଏମ ପ୍ରସ୍ତୁତି, ଅଣୁ ପର୍ଯ୍ୟବେକ୍ଷକ, ନିର୍ବାଚନ ଖର୍ଚ୍ଚ ପରିଚାଳନା, ସି ଭିଜିଲ , ଗଣମାଧ୍ୟମ ପ୍ରମାଣୀକରଣ ଓ ନିରୀକ୍ଷଣ କକ୍ଷ, ପୋଷ୍ଟାଲ ବାଲାଟ,ହୋମ ଭୋଟିଂ , ବୁଥ ରେ ପାନୀୟ ଜଳ ଯୋଗାଣ, ଖରାରୁ ରକ୍ଷା ନିମନ୍ତେ ଛାଇ ପାଇଁ ଟେଣ୍ଟ ବ୍ୟବସ୍ଥା ବାବଦରେ ତଥ୍ୟ ଉପସ୍ଥାପନ କରିଥିଲେ । ସେହିପରି ଆଇନ ଶୃଙ୍ଖଳା ନିମନ୍ତେ ପୋଲିସ ମୁତୟନ , ନାକା ଓ ଚେକିଂ ପଏଣ୍ଟ, ଲାଇସେନ୍ସ ଅସ୍ତ୍ର ଜମା, ଫ୍ଲାଗ ମାର୍ଚ ଆଦି ବିଷୟରେ ଆଲୋଚନା କରିଥିଲେ । ତେବେ ଭାରତୀୟ ନିର୍ବାଚନ ଆୟୁକ୍ତ ଙ୍କ ଗାଇଡଲାଇନ କଡାକଡି ଭାବେ ପାଳନ କରିବା ଏବଂ ନିୟମ ଆଧାରରେ ନିର୍ବାଚନ ପରିଚାଳନା ବିଶେଷ ଗୁରୁତ୍ଵପୂର୍ଣ୍ଣ ବୋଲି ସେ ସୁଚେଇ ଥିଲେ । କୌଣସି ଭୁଲକୁ ପ୍ରଶୟ ନ ଦେବା କୁ ଏବଂ ଅଧିକ ପୋଲିଙ୍ଗ ପାଇଁ ଜରୁରୀ ପଦକ୍ଷେପ ନେବାପାଇଁ କହିଥିଲେ । ସେହିପରି ଜିଲ୍ଲା ଅଭିଯୋଗ କକ୍ଷ , ଏମସିଏମସି କକ୍ଷ , ଲୋଇଶିଙ୍ଘା ଏବଂ ପାଟଣାଗଡ଼ ବିଧାନସଭା ଷ୍ଟ୍ରଙ୍ଗ ରୁମ ବୁଲି ଦେଖିବା ସହ ଜିଲ୍ଲା ନିର୍ବାଚନ ଅଧିକାରୀ ଙ୍କ ସହ ନାମାଙ୍କନ ଯାଞ୍ଚ ପ୍ରକ୍ରିୟା କୁ ତର୍ଜମା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like