-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||     

HOME   ଜିଲ୍ଲା

ସିନ୍ଧେକେଲା ଜୋନ ରେ ବିଜେଡିର ପ୍ରଚାର ଶୁଭାରମ୍ବ

05-May-2024



ସିନ୍ଧେକେଲା(ଦୀନେଶ ଜୈନ): ବଙ୍ଗୋମୁଣ୍ଡା ବ୍ଲକ ସିନ୍ଧେକେଲା ଜୋନରେ ବିଜେଡିର ନିର୍ବାଚନୀ ପ୍ରଚାର ଶୁଭାରମ୍ଭ ହୋଇ ଯାଇଛି। ଗାଁ ମୁଣ୍ଡରେ କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀର ବରିଷ୍ଠ ବିଜେଡି ନେତା ଅଜୟ ଦାସ ପହଞ୍ଚି ନଡିଆ ଫୋଡିବା ସହ ପୂଜାର୍ଚ୍ଚନା କରିଥିଲେ l ପରେ ନିର୍ବାଚନ ପ୍ରଚାର ଆରମ୍ବ କରିଥିଲେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନହିତକର କାର୍ଯ୍ୟର ସମୀକ୍ଷା କରିବା ସହ କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀରୁ ନିଜେ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ହୋଇଥିବାରୁ ତାଙ୍କୁ ବିପୁଳ ଭୋଟରେ ବିଜୟୀ କରିବା ପାଇଁ ସ୍ଲୋଗାନ ଦେଇଥିଲେ । ପରେ ଉକ୍ତ ଜୋନ ର ବିଭିନ୍ନ ଗ୍ରାମକୁ ଯାଇ ନିର୍ବାଚନୀ ପ୍ରଚାର କରିଥିଲେ । ଏହି ଅବସରରେ ବିଜେଡି ଜିଲ୍ଲା ଉପସଭାପତି ଉମାକାନ୍ତ ସାହୁ, ଚାନ୍ଦୋତରା ଅଞ୍ଚଳର ବରିଷ୍ଠ ବିଜେଡି ନେତା ରୂପେଶ ବେହେରା, କାର୍ତ୍ତିକ ପ୍ରଧାନ, ବ୍ଲକ ଯୁବ ବିଜେଡି ସଭାପତି ବୁଲୁ ସିଂଦେଓ , ବିରଞ୍ଚି ଜାଳ, ସିନ୍ଧେକେଲା ପୂର୍ବତନ ସମିତି ସଭ୍ୟ ବିସମ୍ବର ସାହୁ, ଦିନ ତ୍ରିପାଠୀ, ଦେବରାଜ ଦଣ୍ଡସେନାଙ୍କ ସମେତ ଅଞ୍ଚଳର ବହୁ ବିଜେଡି କର୍ମୀ ଓ ନେତା ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026

You Might Also Like