-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||     

HOME   ଜିଲ୍ଲା

ଆଗଲପୁର ରେ ବିଜେପି ର ବିଶାଳ ପରିବର୍ତ୍ତନ ସମାବେଶ

05-May-2024



ଆଗଲପୁର,, ବିନୋଦ କୁମାର ଦୀପ) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ଆଗଲପୁର ହାଇସ୍କୁଲ ପଡ଼ିଆରେ ବିଜେପି ର ପରିବର୍ତ୍ତନ ସମାବେଶ ଅନୁଷ୍ଠିତ ହୋଇଯାଇଛି l ମୁଖ୍ୟ ଅତିଥି ଭାବେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଲେ ବିଜେପି  ସାଂସଦ ପ୍ରାର୍ଥୀ ସଙ୍ଗୀତା କୁମାରୀ ସିଂହଦେଓ ଓ ଲୋଇସିଂହା ବିଧାନ ସଭା ନିର୍ବାଚନ ମଣ୍ଡଳୀ ର ବିଜେପି  ପ୍ରାର୍ଥୀ ଡ. ମୁକେଶ  ମହାଲିଙ୍ଗ ଙ୍କୁ ଆଗାମୀ 2024 ନିର୍ବାଚନ ରେ ବିପୁଳ ପରିମାଣ ରେ ଭୋଟ ଦେବାକୁ ମାନ୍ୟବର କେନ୍ଦ୍ର ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପଧାନ ଲୋକଙ୍କୁ କହିଥିଲେ l ଏହି ଅବସର ରେ କେନ୍ଦ୍ର ସରକାରଙ୍କ ଲୋକାଭିମୁଖୀ କାର୍ଯ୍ୟକ୍ରମ କୁ ଘରେ ପହଞ୍ଚାଇ ଭୋଟ ପ୍ରଚାର କରିବା ପାଇଁ କର୍ମୀ ମାନଙ୍କୁ ମଧ୍ୟ ଆହ୍ଵାନ କରିଥିଲେ l ଏହାପରେ ଚାଷୀ ସମସ୍ୟା ,ଭତ୍ତା ସମସ୍ୟା , ବେରୋଜଗାରି କୁ ରୋଜଗାର କରିବା , ଜଳସେଚନ୍ ବ୍ୟବସ୍ଥା , ଏହିପରି ବିଭିନ୍ନ ମୁଦ୍ଦା ନେଇ ଭୋଟ ମଇଦାନ ରେ ପ୍ରାର୍ଥୀ ମାନେ ନିର୍ବାଚନ କରିବେ ବୋଲି ସୂଚନା ଦେଇଛନ୍ତି l ଏହି ସଭାକୁ ପିତାମ୍ବର କଣ୍ଟା ସଭାପତିତ୍ବ କରିଥିଲେ ଓ ଲୋଇସିଂହା , ଆଗଲପୁର , ପୁଇଁତଳା ବ୍ଲକ ର ସମସ୍ତ ମଣ୍ଡଳ ସଭାପତି ଉପସ୍ଥିତ ଥିଲେ l କଂଗ୍ରେସ ଓ ବିଜେଡି ଦଳର ଅନନ୍ତ ମେହେର , ସହଦେବ ସାହୁ , ଲଛ ଧରୁଆ , ଗୋପାଳ ମେହେର , ଜିରୁ ଧରୁଆ , ରଜନୀକାନ୍ତ ପାତ୍ର , ଚମ୍ପେଶ୍ଵର ଦୋରା , ରାଜୀବ ଲୋଚନ ଭୋଇ ,  କ୍ଷମା ନିଧି ଦଳପତି , ମନୋଜ ବେହେରା ପ୍ରମୁଖ ବିଜେପି ର ରୀତି ନୀତି ରେ ଅନୁପ୍ରାଣିତ ହୋଇ ଦଳରେ ସାମିଲ ହୋଇଥିଲେ l


News Comment




Photo in News

Advertisment
Lastest News
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026

You Might Also Like