-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ରାଧାମୋହନ ସ୍ୱାଧୀନ ବିଧାୟକ ପ୍ରାର୍ଥୀ ଭାବେ ନାମାଙ୍କନ କଲେ "

05-May-2024



ଡେଲାଙ୍ଗ./ ଡେଲାଙ୍ଗ -ପିପିଲି ଜନକଲ୍ୟାଣ ମଞ୍ଚ ର ଆବାହକ ତଥା ଯୁବ ସମାଜସେବୀ ରାଧାମୋହନ ଶନିବାର ହଜାର ହଜାର ସମର୍ଥଙ୍କ ଗ୍ରହଣରେ ଯାଇ ଅତିରିକ୍ତ ଜିଲ୍ଲା ମାଜିଷ୍ଟ୍ରେଟଙ୍କ ପାଖରେ ପିପିଲି ନିର୍ବାଚନମଣ୍ଡଳୀ ପାଇଁ ସ୍ୱାଧୀନ ବିଧାୟକ ପ୍ରାର୍ଥୀ ଭାବେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି !ସେ ହଜାର ହଜାର ସମର୍ଥକ ଗ୍ରହଣରେ ବିରାଟ ଶୋଭାଯାତ୍ରା ରେ ଡେଲାଙ୍ଗ ହାଟ ମେଳଣ ପଡିଆରୁ ପିପିଲି ଦେଇ ପୁରୀ ଏଡିଏମ /ଜିଲ୍ଲା ନିର୍ବାଚନ ଅଧିକାରୀଙ୍କ ନିକଟରେ ପହଂଚି ନାମାଙ୍କନ ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି! ଏହି ଶୋଭାଯାତ୍ରା ରେ ରାଧାମୋହନଙ୍କ ସହିତ ପୂର୍ବତନ ସରପଞ୍ଚ ଦୁର୍ଗା ଚରଣ ରାଉତରାୟ, ମୁନିନ୍ଦା ସରପଞ୍ଚ ଶେଷଦେବ ବାରିକ, ଆଇନଜୀବି ପ୍ରମୋଦ ପାତ୍ର, ସୁକାନ୍ତ କୁମାର ସ୍ୱାଇଁ, ଚଣ୍ଡେଶ୍ୱର ଦାସ ପ୍ରମୁଖଙ୍କ ସହି ଜନକଲ୍ୟାଣ ମଞ୍ଚ ର କର୍ମକର୍ତ୍ତାମାନେ ଉପସ୍ଥିତ ରହି କର୍ମୀ, ସମର୍ଥଜ ଓ ଶୁଭେଛୁ ମାନଙ୍କୁ ଉତ୍ସାହିତ କରିଥିଲେ! ଡେଲାଙ୍ଗ -ପିପିଲି ଅଞ୍ଚଳରେ ରାଧାମୋହନଙ୍କ ବିପୁଳ ଜଣସମର୍ଥନ ରହିଛି! କାରଣ ଗତ ପାଞ୍ଚ ବର୍ଷ ହେଲା ଜନକଲ୍ୟାଣ ମଞ୍ଚ ଗଠନକରି ବିଭିନ୍ନ ସମାଜସେବା ମୂଳକ କାର୍ଯ୍ୟ କରିବା ସହିତ ଜନସାଧାରଣଙ୍କ ଅଭାବଅସୁବିଧା ରେ ସହାୟକ ହୋଇଥାନ୍ତି!ସେ ସ୍ୱାଧୀନ ବିଧାୟକ ପ୍ରାର୍ଥୀ ଲଢ଼ିବାରୁ ଅନ୍ୟ ରାଜନୈତିକ ଦଳରେ ମୁଣ୍ଡବ୍ୟଥା ଦଢେଇ ଦେଇଛନ୍ତି !


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like