-+91-9937148622 |

prerana_bgr@rediffmail.com |

  Friday 1st May 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   (01-May-2026)       ||      କଟକ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ “ଆର୍ନ୍ତଜାତିକ ଶ୍ରମିକ ଦିବସ”ପାଳନ   (01-May-2026)       ||      ଶ୍ରମିକ ଚାଲାଣକୁ ରୋକିବା ପାଇଁ ଜନ ସଚେତନତା, ବାଲାଙ୍ଗୀର ପୋଲିସ ପକ୍ଷରୁ ସହରରେ ବାଇକ୍ ରେଲି    (01-May-2026)       ||      ବଲାଙ୍ଗିର ଭୀମଭୋଇ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟର ପ୍ରେକ୍ଷାଳୟରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ    (01-May-2026)       ||      ସୁବର୍ଣ୍ଣପୁର ରୁ ରାଜଧାନୀ ଯାଏ ଲମ୍ବିଛି ଠକ ସରୋଜ କୁମ୍ଭାରର ଜାଲ    (01-May-2026)       ||      ସୁପ୍ରିୟା ମାର୍ଗ ର ୨୫ତମ ରୌପ୍ୟ ଜୟନ୍ତୀ ରଥଯାତ୍ରା ପ୍ରସ୍ତୁତି ବୈଠକ    (01-May-2026)       ||      ଜେଏସ୍ ଏମ୍ କଲେଜ ପକ୍ଷରୁ ଭଗବାନ ବୁଦ୍ଧ ଜୟନ୍ତୀ ପାଳିତ   (01-May-2026)       ||      *ସୁବର୍ଣ୍ଣପୁର ରେ ଆନ୍ତର୍ଜାତୀୟ ଶ୍ରମିକ ଦିବସ ୨୦୨୬ ପାଳିତ*- *ଶ୍ରମିକ କଲ୍ୟାଣ ପାଣ୍ଠି ରୁ ୩ କୋଟି ୬୦ ଲକ୍ଷ ୭୬ ହଜାର ସହାୟତା - ପ୍ରଦାନ*-   (01-May-2026)       ||      ରମାଦେବୀ ମହିଳା ବିଶ୍ବବିଦ୍ୟାଳୟରେ ସାହିତ୍ୟ ଅକାଦେମିର ଆଲୋଚନାଚକ୍ର- ଓଡ଼ିଆ ନାରୀ ସ୍ବାଧୀନତା ସଂଗ୍ରାମୀ ଓ ଗାନ୍ଧୀବାଦ   (01-May-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା କମିଟି ସଂସ୍କୃତି ମନ୍ତ୍ରୀ ସୂର୍ଜ ବଂଶୀ ସୁରଜଙ୍କୁ ଭେଟି ନିମନ୍ତ୍ରଣ ସହ ଆଲୋଚନା କଲେ   (01-May-2026)       ||      କଟକ କଲେକ୍ଟରେଟ କର୍ମଚାରୀ ଷ୍ଟାଫ୍ କମିଟିର ନିର୍ବାଚନ   (01-May-2026)       ||      ଗନ୍ଧମାର୍ଦ୍ଧନ ପାହାଡ଼ରେ ହୁତୁହୁତୁ ହୋଇ ଜଳୁଛି ନିଆଁ, ଅନ୍ୟପଟେ ହରିଶଙ୍କରରେ ଜମୁଛି ବୈଶାଖୀ ମେଳା    (01-May-2026)       ||      ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   (30-Apr-2026)       ||      ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   (30-Apr-2026)       ||      ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   (30-Apr-2026)       ||      ପୌର ପରିଷଦ ନିକଟରେ ଫେରାଦ ହେଲେ ୩ ୱାର୍ଡର ବାସିନ୍ଦା: ମୌଳିକ ସମସ୍ୟାର ସମାଧାନ ପାଇଁ ୧୦ ଦଫା ଦାବିପତ୍ର ପ୍ରଦାନ   (30-Apr-2026)       ||      ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   (30-Apr-2026)       ||      ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ   (30-Apr-2026)       ||      ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   (30-Apr-2026)       ||      କଣ୍ଟାମାଳ ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା    (30-Apr-2026)       ||     

HOME   ଜିଲ୍ଲା

*ଡ଼. ଶିବରାମ ନାୟକ* ନର୍ଲା ନିର୍ବାଚନ ମଣ୍ଡଳୀ ରେ ଜୋରଦାର ପ୍ରଚାର

05-May-2024



ନର୍ଲା  (ଚିନ୍ତାମଣି ନାଏକ )
ନର୍ଲା ରେ ତାତି ଯେତିକି ବଢୁଛି ରାଜନୈତିକ  ଉଷ୍ମତା ସେତିକ ଦେଖିବାକୁ ମିଳୁଛି | ଆଜି କଳାହାଣ୍ଡି ଜିଲ୍ଲା ନର୍ଲା ବିଧାନସଭା ନିର୍ବାଚନ ମଣ୍ଡଳୀ ରେ ପ୍ରଚାର କୁ ଜୋରଦାର କରିଛନ୍ତି କଳାହାଣ୍ଡି ର ଜଣାଶୁଣା ବିଶିଷ୍ଠ ଶିକ୍ଷାବିତ ଓ ସମାଜସେବୀ ତଥା ଫରୱାର୍ଡ ବ୍ଲକ ପ୍ରାର୍ଥୀ ଡ଼. ଶିବରାମ ନାୟକ | ନର୍ଲା ନିର୍ବାଚନ ମଣ୍ଡଳୀ ର ଦୁର୍ଗମ ଅଞ୍ଚଳ ଏମରାମପୁର ବ୍ଲକ ଦେଡସୁଳି, ଲାହାଡି,ଢ଼େକେନକୁପା, ଲୁବେନଗଡ, ମାଣିକେରା ଭଳି ବିଭିନ୍ନ ପଞ୍ଚାୟତ ଓ  ଗ୍ରାମ କୁ ଯାଇ ଲୋକଙ୍କୁ ଭେଟି ଭୋଟ ଭିକ୍ଷା କରୁଛନ୍ତି ଡ଼. ନାୟକ | ନର୍ଲା ନିର୍ବାଚନ ମଣ୍ଡଳୀର ପ୍ରତ୍ୟେକ ଗଳି କନ୍ଦି କୁ ଯାଇ ଉପସ୍ଥିତ ସମସ୍ତ ଛାତ୍ରଛାତ୍ରୀ ଓ ଯୁବ ଭୋଟର ମାନଙ୍କୁ ସ୍ୱାଗତ କରିବା ସହ ଆଗାମୀ ନିର୍ବାଚନରେ ଏପରି ଶିକ୍ଷାବିତ୍ ଙ୍କୁ ଚୟନ କରି ଫୋରୱାର୍ଡ ବ୍ଲକର ବିଧାନସଭା ପ୍ରାର୍ଥୀ ଙ୍କୁ ସିଂହ ଚିହ୍ନ ରେ ବିପୁଳ ମାତ୍ରା ରେ ଭୋଟ ଦେବା ପାଇଁ ଆହ୍ୱାନ କରିଛନ୍ତି | ଏହା ସହିତ ଫୋରୱାର୍ଡ ବ୍ଲକ ର ବିଧାନସଭା ପ୍ରାର୍ଥୀ ଙ୍କ ଇସ୍ତିହାର ଗୁଡିକୁ ମଧ୍ୟ ଗ୍ରହଣୀୟ ବୋଲି ନର୍ଲା ନିର୍ବାଚନ ମଣ୍ଡଳୀ ବିବେଚନା କରିଛନ୍ତି | ଏହି ପରିପ୍ରେକ୍ଷୀରେ ଶତାଧିକ ନୂତନ ଭୋଟରଙ୍କ ସହିତ ଗାଁ ର ଜନତା ମଧ୍ୟ ସାମିଲ ହୋଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   01-May-2026
  ଜିଲ୍ଲା  
କଟକ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ “ଆର୍ନ୍ତଜାତିକ ଶ୍ରମିକ ଦିବସ”ପାଳନ   01-May-2026
  ଜିଲ୍ଲା  
ଶ୍ରମିକ ଚାଲାଣକୁ ରୋକିବା ପାଇଁ ଜନ ସଚେତନତା, ବାଲାଙ୍ଗୀର ପୋଲିସ ପକ୍ଷରୁ ସହରରେ ବାଇକ୍ ରେଲି   01-May-2026
  ଜିଲ୍ଲା  
ବଲାଙ୍ଗିର ଭୀମଭୋଇ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟର ପ୍ରେକ୍ଷାଳୟରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   01-May-2026
  ଜିଲ୍ଲା  
ସୁବର୍ଣ୍ଣପୁର ରୁ ରାଜଧାନୀ ଯାଏ ଲମ୍ବିଛି ଠକ ସରୋଜ କୁମ୍ଭାରର ଜାଲ   01-May-2026
  ଜିଲ୍ଲା  
ସୁପ୍ରିୟା ମାର୍ଗ ର ୨୫ତମ ରୌପ୍ୟ ଜୟନ୍ତୀ ରଥଯାତ୍ରା ପ୍ରସ୍ତୁତି ବୈଠକ   01-May-2026
  ଜିଲ୍ଲା  
ଜେଏସ୍ ଏମ୍ କଲେଜ ପକ୍ଷରୁ ଭଗବାନ ବୁଦ୍ଧ ଜୟନ୍ତୀ ପାଳିତ   01-May-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଆନ୍ତର୍ଜାତୀୟ ଶ୍ରମିକ ଦିବସ ୨୦୨୬ ପାଳିତ*- *ଶ୍ରମିକ କଲ୍ୟାଣ ପାଣ୍ଠି ରୁ ୩ କୋଟି ୬୦ ଲକ୍ଷ ୭୬ ହଜାର ସହାୟତା - ପ୍ରଦାନ*-   01-May-2026
  ଜିଲ୍ଲା  
ରମାଦେବୀ ମହିଳା ବିଶ୍ବବିଦ୍ୟାଳୟରେ ସାହିତ୍ୟ ଅକାଦେମିର ଆଲୋଚନାଚକ୍ର- ଓଡ଼ିଆ ନାରୀ ସ୍ବାଧୀନତା ସଂଗ୍ରାମୀ ଓ ଗାନ୍ଧୀବାଦ   01-May-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା କମିଟି ସଂସ୍କୃତି ମନ୍ତ୍ରୀ ସୂର୍ଜ ବଂଶୀ ସୁରଜଙ୍କୁ ଭେଟି ନିମନ୍ତ୍ରଣ ସହ ଆଲୋଚନା କଲେ   01-May-2026
  ଜିଲ୍ଲା  
କଟକ କଲେକ୍ଟରେଟ କର୍ମଚାରୀ ଷ୍ଟାଫ୍ କମିଟିର ନିର୍ବାଚନ   01-May-2026
  ଜିଲ୍ଲା  
ଗନ୍ଧମାର୍ଦ୍ଧନ ପାହାଡ଼ରେ ହୁତୁହୁତୁ ହୋଇ ଜଳୁଛି ନିଆଁ, ଅନ୍ୟପଟେ ହରିଶଙ୍କରରେ ଜମୁଛି ବୈଶାଖୀ ମେଳା    01-May-2026

You Might Also Like