-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||     

HOME   ଜିଲ୍ଲା

ବିଜେପି ର ଦଳୀୟ କାର୍ଯ୍ୟାଳୟ ଠାରେ ଆୟୋଜିତ ମିଶ୍ରଣ ପର୍ବ, ବିଜେପିରେ ମିଶିଲେ ଯଜ୍ଞେଶ୍ବର

06-May-2024



ବଲାଙ୍ଗୀର, (ପ୍ରେରଣା ଖବର) ଭାରତୀୟ ଜନତା ପାର୍ଟି ପାଇଁ ରାଷ୍ଟ୍ର  ସର୍ବୋପରି।ଆଜି ବିଭିନ୍ନ ରାଜନୈତିକ ଦଳ ନିଜର ସ୍ବାର୍ଥପାଇଁ ଦେଶକୁ ବଳି ପକାଇବାକୁ ପଶ୍ଚାତପଦ ହେଉ ନଥିବା ବେଳେ ଦେଶର ସଭ୍ୟତା ସଂସ୍କୃତିର  ସୁରକ୍ଷା  ଓ  ପୂର୍ଣ୍ଣ ଭାରତୀୟ ଭାବରେ  ଉନ୍ନତି କରି ବିଶ୍ବ ଗୁରୁ ହେବାକୁ ଯାଉଛି ଆମ ଦେଶ। ଏହା କେବଳ ସଫଳ ହୋଇଛି ଭାରତର ଯଶସ୍ବୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୂରଦୃଷ୍ଟି ପାଇଁ l ତେଣୁ ଦେଶର ଏକତା ଓ ଅଖଣ୍ଡତା ର ନିମନ୍ତେ ଆଜି ବିଜେପିକୁ ଦୃଢ କରିବାକୁ ଓ କେନ୍ଦ୍ରରେ ନରେନ୍ଦ୍ର ମୋଦୀଙ୍କ ସରକାର କୁ ବହୁମତରେ ବିଜୟୀ କରିବାକୁ ତଥା ରାଜ୍ୟରେ ମଧ୍ଯ ବିଜେପି ଶାସନ ପାଇଁ ସାଧାରଣ ଜନତା ଆଜି ସଂକଳ୍ପ ନେଇଛନ୍ତି l ତେଣୁ ଶହ ଶହ ସଂଖ୍ଯକ ଯୁବକ,ନାଗରିକ ବିଜେପିରେ ସାମିଲ ହେଉଛନ୍ତି।ସମସ୍ତେ ମିଶି ରାଷ୍ଟ୍ର କଲ୍ୟାଣ ପାଇଁ କାମ କରିବାକୁ ଆହ୍ବାନ ଦେଇଛନ୍ତି ବଲାଙ୍ଗିର ସାଂସଦ ସଦସ୍ଯ ପ୍ରାର୍ଥୀ ଶ୍ରୀମତୀ ସଂଗୀତା କୁମାରୀ ସିଂହଦେଓ । ବଲାଙ୍ଗୀର ପୂର୍ବତନ ପୁରୁଣା ବେସରକାରୀ ବସଷ୍ଟାଣ୍ଡ ଠାରେ ଅବସ୍ଥିତ  ବିଜେପି ର ଦଳୀୟ କାର୍ଯ୍ୟାଳୟ ଠାରେ ଆୟୋଜିତ ଏକ ମିଶ୍ରଣ ପର୍ବ ଅବସରରେ  ଶ୍ରୀମତୀ ସିଂହଦେଓ ଏହି ଆହ୍ବାନ ଦେଇଛନ୍ତି l ଆଜିର ମିଶ୍ରଣ ପର୍ବରେ ନିକଟରେ କଂଗ୍ରେସ ର ପ୍ରାଥମିକ ସଦସ୍ଯ ପଦରୁ ଇସ୍ତଫା ଦେଇଥିବା ଯଜ୍ଞେଶ୍ବର ବାବୁ ,ତାଙ୍କର ଶତାଧିକ ସମର୍ଥକ ଙ୍କ ସହ ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଛନ୍ତି l ବିଜେଡିର ଆଗ ଧାଡି ର ନେତା ପୂର୍ବତନ କାଜୁ ନିଗମ ଅଧ୍ୟକ୍ଷ  ସରୋଜ ପାଣିଗ୍ରାହୀ ତଥା ପୂର୍ବତନ ମହିଳା କମିଶନ ଅଧ୍ୟକ୍ଷା ଶ୍ରୀମତୀ ଜ୍ୟୋତି ପାଣିଗ୍ରାହୀ ନିକଟରେ ବିଜେପିର ରାଜ୍ଯ କାର୍ଯ୍ୟାଳୟରେ ରାଜ୍ଯ ନେତୃବର୍ଗ ଙ୍କ ଉପସ୍ଥିତିରେ ଯୋଗ ଦେଇଥିବାରୁ  ସେମାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ଏହି ମିଶ୍ରଣ ପର୍ବ ରେ  ବିଜେପି ଜିଲ୍ଲା ସଭାପତି ଶିବାଜୀ ମହାନ୍ତି ସଭାପତିତ୍ବ କରିଥିବା ବେଳେ ବଲାଙ୍ଗୀର ବିଧାନସଭା ବିଧାୟକ ପ୍ରାର୍ଥୀ ଗୋପାଳଜୀ ପାଣିଗ୍ରାହୀ, ନଗର ସଭାପତି ପୀତାମ୍ବର ଖମାରୀ,ଜିଲ୍ଲା ମହିଳା ବିଜେପି  ପଙ୍କଜିନୀ ପଣ୍ଡା ମଞ୍ଚାସୀନ ହୋଇଥିଲେ। ପରେ ପରେ ବଲାଙ୍ଗୀର ପୌରାଞ୍ଚଳ ର ୮ନଂ ୱାର୍ଡର ତିରିଶ ଜଣ ଯୁବକ ବିଜେପି ରେ ଯୋଗ ଦେଇଥିବାରୁ  ବିଧାୟକ ପ୍ରାର୍ଥୀ  ଗୋପାଳଜୀ ପାଣିଗ୍ରାହୀ ସେମାନଙ୍କୁ ସ୍ବାଗତ କରିଥିଲେ। ସାସଂଦ ପ୍ରାର୍ଥୀନୀ ଶ୍ରୀମତୀ ସିଂହଦେଓ ସେମାନଙ୍କୁ ସ୍ବାଗତ କରି ଦଳ ପାଇଁ ଏକ ନୂତନ ଦିଗନ୍ତ ସ୍ଥାପନ ପାଇଁ ଆହ୍ବାନ ଦେଇଥିଲେ l ଆଜି ର ଏହି ମିଶ୍ରଣ ପର୍ବ ପରେ ବିଜେପି ର ଶକ୍ତି ବୃଦ୍ଧି ପାଇଥିବା ପରିଲକ୍ଷିତ ହେଉଛି l


News Comment




Photo in News

Advertisment
Lastest News
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026

You Might Also Like