-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ଦେଓଗାଁ ବ୍ଲକରେ କଂଗ୍ରେସ ର ନିର୍ବାଚନ ପ୍ରଚାର, ୨୪ବର୍ଷର ସରକାର ଶିକ୍ଷକ,ଡାକ୍ତର, ରୋଜଗାର ଦେବାରେ ବିଫଳ : ସମରେନ୍ଦ୍ର

06-May-2024



ବଲାଙ୍ଗିର(ପ୍ରେରଣା ଖବର): ଏକ ଜନମଙ୍ଗଳ ରାଷ୍ଟ୍ରରେ ରାଜ୍ୟ ହେଉ କି କେନ୍ଦ୍ର ସରକାର ତାର କର୍ତ୍ତବ୍ୟ ହେଲା ସ୍କୁଲରେ ଶିକ୍ଷକ, ଡାକ୍ତରଖାନାରେ ଡାକ୍ତର, ଯୁବକଙ୍କୁ ରୋଜଗାର ନିଶ୍ଚିତ କରିବା ଦରକାର, କିନ୍ତୁ ଦୁଃଖର କଥା ରାଜ୍ୟରେ ବିଜେଡି ଦୀର୍ଘ ୨୪ବର୍ଷ ଓ କେନ୍ଦ୍ରରେ ବିଜେପି ୧୦ବର୍ଷର ଶାସନରେ ଶିକ୍ଷକ, ଡାକ୍ତର ଓ ରୋଜଗାରର ମରୁଡି ଦେଖାଯାଇଛି l ଅଞ୍ଚଳର ଅର୍ଥନୈତିକ ଅଭିବୃଦ୍ଧି ପାଇଁ ଶିକ୍ଷା କ୍ଷେତ୍ରରେ ଦରକାର ଶିକ୍ଷକ, ଚିକିତ୍ସା ପାଇଁ ଡାକ୍ତର ଓ ଯୁବକଙ୍କୁ ରୋଜଗାର ଦେବାରେ ଉଭୟ ସରକାର ସମ୍ପୂର୍ଣ୍ଣ ବିଫଳ ବୋଲି ଆଜି ଦେଓଗାଁ ବ୍ଲକ ଅନ୍ତର୍ଗତ ଦେଶଣ୍ଢ, ବ୍ରାହ୍ମଣୀଜୋର ଓ ବନ୍ଧପଡା ଠାରେ 

ଅନୁଷ୍ଠିତ ଜନ ଆଶୀର୍ବାଦ ସଭାରେ ବଲାଙ୍ଗୀର ବିଧାନସଭା ସଭାପତି ପାଇଁ ପ୍ରତିଦ୍ବନ୍ଦିତା କରୁଥିବା କଂଗ୍ରେସ ଦଳର ପ୍ରାର୍ଥୀ ସମରେନ୍ଦ୍ର ମିଶ୍ର ନିଜ ବକ୍ତବ୍ୟରେ କହିଛନ୍ତି l 
ଏହି ନିର୍ବାଚନୀ ସଭାରେ ସେ ଆହୁରି ମଧ୍ୟ କହିଛନ୍ତି ଯେ ଗୋଟିଏ ରାଜ୍ୟ ସରକାର ପାଇଁ ୨୪ ବର୍ଷ ଗୋଟେ ବହୁତ ବଡ ସମୟ ସାମାଜିକ ସୁରକ୍ଷା ଅନ୍ତର୍ଗତ ଭତ୍ତା ହେଉ କି ଗରିବଙ୍କ ପାଈଁ ପକ୍କା ଘର ହେଉ, ଏ ସମସ୍ତ ସୁବିଧା ସମସ୍ତ ହିତାଧିକାରୀ ଏହି  ସମୟ ଭିତରେ  ପାଇଯିବା ଦରକାର, କିନ୍ତୁ ଦୁଃଖର କଥା ସରକାର ତ ନିଶ୍ଚିତ ଭାବେ ନିର୍ବାଚନ ସର୍ବସ୍ବ ଯୋଜନାରେ ଲୋକଙ୍କୁ ଭୁଆଁ ବୁଲାଉଛି, ଏହି ସମୟ ଭିତରେ ସରକାରରେ ସମସ୍ତ କ୍ଷମତା ଅକ୍ତିଆର କରିଥିବା ରାଜପରିବାର କେବଳ ବିଧାୟକ ଓ ସାଂସଦ ପାଣ୍ଠିରେ ବଲାଙ୍ଗୀରର ଵିକାଶକୁ ସୀମିତ କରି ରଖିଥିଲେ, ତେଣୁ ଆଗାମୀ ନିର୍ବାଚନରେ ଏମାନଙ୍କୁ ପୁଣିଥରେ ଲୋକେ ବରଖାସ୍ତ କରିବେ ଓ କଂଗ୍ରେସ ବିଧାୟକ ପ୍ରାର୍ଥୀ ଓ ଲୋକସଭା ପ୍ରାର୍ଥୀ ଉଭୟଙ୍କୁ ହାତ ଚି଼ହ୍ନରେ ଭୋଟ ଦେଇ ବିଜୟୀ କରନ୍ତୁ ବୋଲି ସମରେନ୍ଦ୍ର ମିଶ୍ର କହିଥିଲେ । 
ବ୍ଲକ କଂଗ୍ରେସ ସଭାପତି ରାମଜି ଚୌଧୁରୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସଭାରେ ମାନ୍ୟବର ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର ନିଜ ବକ୍ତବ୍ୟରେ କହିଥିଲେ  ଗତ ୧୦ ବର୍ଷରେ 

ବଲାଙ୍ଗୀରରେ ତାଙ୍କ ବିକାଶମୂଳକ କାର୍ଯ୍ୟ ଓ ଲୋକ ସମ୍ପର୍କକୁ ଲୋକେ ଠିକ୍ ଭାବରେ ତର୍ଜମା କରନ୍ତୁ ଏବଂ ବଲାଙ୍ଗିର ନିର୍ବାଚନ ମଣ୍ଡଳି ବିକାଶ ପାଇଁ କଂଗ୍ରେସ ଦଳର  ବିଧାୟକ ଓ ସାଂସଦଙ୍କୁ ବିଜୟୀ କରନ୍ତୁ ବୋଲି ଜନସାଧାରଣଙ୍କୁ ଅନୁରୋଧ କରିଥିଲେ। କଂଗ୍ରେସର ଗ୍ୟାରେଣ୍ଟି କାର୍ଡରେ ସବୁ ବର୍ଗର ଲୋକଙ୍କ ଉନ୍ନତି ପାଇଁ ଥିବା ବ୍ୟବସ୍ଥା ଉପରେ ସମବେତ ଜନତାଙ୍କୁ ଅବଗତ କରାଇଥିଲେ। ଆଜି ଅନୁଷ୍ଠିତ ଏହି ନିର୍ବାଚନୀ ସଭାମାନଙ୍କରେ ଅନ୍ୟମାନଙ୍କ ମଧ୍ୟରେ କନ୍ତେଶ୍ଵର ପଧାନ, ଦେଷଣ୍ଢ ସମିତି ସଭ୍ୟ ରୁଦନା ଧରୁଆ ସ୍ୱାୟମ୍ବର ମେହେର , କଳାକାର ବେହେରା, ନିତ୍ୟାନନ୍ଦ ବେହେରା ପ୍ରମୁଖ ମଞ୍ଚାସୀନ ଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like