-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ସହର ୧୮ ନମ୍ବର ୱାର୍ଡ଼ ରେ କଂଗ୍ରେସ ଦଳ ପକ୍ଷରୁ ଭୋଟ ପ୍ରଚାର

06-May-2024



ବଲାଙ୍ଗୀର, (ପ୍ରେରଣା ଖବର) ବଲାଙ୍ଗୀର ସହର ୧୮ ନମ୍ବର ୱାର୍ଡ଼ ସ୍ଥାନୀୟ ଚଣ୍ଡୀ ମନ୍ଦିର ଠାରେ କଂଗ୍ରେସ ଦଳ ପକ୍ଷରୁ ବରିଷ୍ଠ ଓକିଲ ଶ୍ରୀଯୁକ୍ତ ଅମରେନ୍ଦ୍ର ମିଶ୍ର ଙ୍କ ସଭାପତିତ୍ବ ରେ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଥିଲା l ସ୍ପୋକ ପରସନ କଂଗ୍ରେସ ଶ୍ରୀ ଅଜୟ ବାଲି, ବଲାଙ୍ଗୀର ଟାଉନ କଂଗ୍ରେସ ସଭାପତି ବୁଲୁ ଦାନୀ, ବୁଲୁ ଖାଁ ମଂଚାସୀନ ଥିଲେ l ଗତ 10 ବର୍ଷ ମଧ୍ୟରେ ବଲାଙ୍ଗୀର ନିର୍ବାଚନ ରେ ଯେଉଁ ସବୁ ଉନ୍ନୟନ କାମ ହୋଇଛି ଯେଉଁଟାକି ରୋଡ଼, ବ୍ରିଜ, ପାଣି, ହସ୍ପିଟାଲ ଭଳି ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟ ବିଷୟରେ ଆଲୋଚନା କରିବା ସହ ଆଗାମୀ ଦିନରେ ପୁଣି ଯଦି କଂଗ୍ରେସ ବିଧାୟକ ପ୍ରାର୍ଥୀ ଶ୍ରୀ ସମରେନ୍ଦ୍ର ମିଶ୍ର ବିଜୟୀ ହେଲେ ଚାଷ, ଭତ୍ତା ବୃଦ୍ଧି, ଋଣ, ଦାଦନ ସମସ୍ୟା, ଶିଳ୍ପ ତଥା ସହର ମଧ୍ୟରେ ଆବଶ୍ୟକ କାର୍ଯ୍ୟ ର ଉନ୍ନତିକରଣ ଉପରେ ଗୁରୁତ୍ୱ ଦିଆଯିବ ବୋଲି ଶ୍ରୀ ଅମରେନ୍ଦ୍ର ମିଶ୍ର ଲୋକଙ୍କୁ ପ୍ରଚାର ମାଧ୍ୟମରେ ବୁଝାଇଥିଲେ l ଏହାସହ ଓଡିଶା ସରକାର ଚାଷୀ, ଭୂମିହୀନ ଓ ବିସ୍ଥାପିତ ଙ୍କୁ ଅଣଦେଖା କରିଥିବା ପ୍ରକାଶ କରିଥିଲେ l ଏହି କାର୍ଯ୍ୟକ୍ରମ ରେ ଉପସ୍ଥିତ ସଞ୍ଜୟ ମିଶ୍ର, ସୁରେନ୍ଦ୍ର ଅଶ୍ୱପାଳ ସହ ଅନେକ କଂଗ୍ରେସ କର୍ମୀ ସହ ଶତାଧିକ ପୁରୁଷ ଓ ମହିଳା ଯୋଗ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like