-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||     

HOME   ଜିଲ୍ଲା

କୋଶଳ ଆବାସିକ ବିଦ୍ୟାଳୟ ପକ୍ଷରୁ ପଥଚାରୀ ଙ୍କୁ ଦହି ପଣା ବଣ୍ଟନ

07-May-2024



ସୋନପୁର  (ମନୋରଞ୍ଜନ ତ୍ରିପାଠୀ )
କୋଶଳ ଆବାସିକ ବିଦ୍ୟାଳୟ  ସୋନପୁର ପକ୍ଷରୁ ପ୍ରାଣୀ ଚିକିତ୍ସା ଳୟ ସମ୍ଵୁଖ ସାପ୍ତାହିକ ବଜାର ରୋଡ ରେ ଦହି ସର୍ବତ ବଣ୍ଟନ କରଯାଇଥିଲା l ଏଥିରେ ଅତିଥି ଭାବେ ଏସ ଡି ପି ଓ ପ୍ରତାପ ଚନ୍ଦ୍ର ତ୍ରିପାଠୀ ସୋନପୁର, ସ୍କୁଲ ଉପଦେଷ୍ଟା ଅଭିମନ୍ୟୁ କୁଶଳ, ସଭାପତି ଶ୍ରୀବତ୍ସ ମଲ୍ଲିକ ଯୋଗ ଦେଇ ଏହି ଶିବିର କୁ ଉଦ୍ଘାଟନ କରିଥିଲେ ଏବଂ ଲୋକ ଙ୍କୁ ଦହି ପଣା ବଣ୍ଟନ କରିଥିଲେ ବିଦ୍ୟାଳୟ ର ଉପଦେଷ୍ଟା ପିତାମ୍ବର,  ମହାପାତ୍ର , ମନୋରଞ୍ଜନ ତ୍ରିପାଠୀ , ପ୍ରଫୁଲ୍ଲ ନାଏକ,ପ୍ରଧାନ ଆଚାର୍ଯ୍ୟ ପରମା ନାଏକ, ଓ ସମସ୍ତ ଗୁରୁଜୀ ଗୁରୁମା ଓ ଶିଶୁ ଭାଇ ଭଉଣୀ ମାନେ ସହଯୋଗ କରିଥିଲେ l ପ୍ରକାଶ ଥାଉ କି ଯେ କୋଶଳ ହାଇସ୍କୁଲ ପକ୍ଷରୁ  ଦୀର୍ଘ ଦୁଇ ତିନି ବର୍ଷ ପୂର୍ବରୁ ପ୍ରଚଣ୍ଡ ଗ୍ରୀଷ୍ମ କାଳରେ  ପ୍ରତ୍ୟେକ ସାପ୍ତାହିକ ମଙ୍ଗଳବାର ବଜାର ଦିନ ସ୍କୁଲ ସଭlପତି ଶ୍ରୀ ମଲ୍ଲିକ ଓ ସ୍କୁଲ ଅଧ୍ୟକ୍ଷ ସଞ୍ଜୟ ସାହୁ ଙ୍କ ପ୍ରତ୍ୟକ୍ଷ ତତ୍ଵାବଧାନ ରେ  ଏହି ମହତ୍ ସେବା କାର୍ଯ୍ୟ ପ୍ରଦାନ୍ କରାଯାଉଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026

You Might Also Like