-+91-9937148622 |

prerana_bgr@rediffmail.com |

  Friday 6th November 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାମାଳ ବ୍ଲକର ୫ଟି ପଞ୍ଚାୟତରେ ଗୋଦାବରିସ ସ୍କୁଲ ର ଭିତ୍ତିପ୍ରସ୍ତର ସ୍ଥାପନ   (06-Nov-2026)       ||      ମହିଳା ଅଧିକାର ଓ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ସିଏଚଆରଡିଏସ ମାନଙ୍କୁ ନେଇ ଦୁଇଦିନିଆ ତାଲିମ ଶିବିର   (06-Nov-2026)       ||      ଅର୍ଣ୍ଣବ ବାତ୍ୟା କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ ଦିଅନ୍ତୁ ସରକାର ନଚେତ ବଲାଙ୍ଗିର ରେ ହେବ ବିରାଟ ଚାଷୀ ଆନ୍ଦୋଳନ- ଅମରେନ୍ଦ୍ର    (06-Nov-2026)       ||      ଜିଲ୍ଲାସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳ କାର୍ଯ୍ୟକଳାପ ମାଧ୍ୟମରେ ପିଲାମାନଙ୍କ ବ୍ୟକ୍ତିତ୍ୱର ସର୍ବାଙ୍ଗୀଣ ବିକାଶ ହୋଇଥାଏ"   (06-Nov-2026)       ||      ବଲିଟିକିରା ରେ ୧୪ ତମ ରନିଂ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ,ଖରମୁଣ୍ଡା ଚାମ୍ପିଅନ    (06-Nov-2026)       ||      ବରପାଲି ଯାଦବ ସମାଜ ପକ୍ଷରୁ ମୃତ ଅସହାୟ ମହିଳାଙ୍କ ଶବ ସତ୍କାର   (06-Nov-2026)       ||      *ଡାବୁଗାଁ ବ୍ଲକର 3ଟି ପଂଚାୟତ ରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ*   (06-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ’ ଉଦ୍‌ଘାଟିତ   (06-Nov-2026)       ||      ସୁବର୍ଣ୍ଣପୁରରେ ତମାଖୁ ମୁକ୍ତ ଯୁବ ଅଭିଯାନ ୪.୦ ର ଶୁଭାରମ୍ଭ   (06-Nov-2026)       ||      ନର୍ଲାରୋଡ ସ୍ଥିତ ଅନିଲ କୁମାର ଜୈନ ଙ୍କ ଗୋଦାମ ଘରୁ ନର୍ଲା ପୋଲିସ ଦ୍ୱାରା ବାଣ ଜବତ ।   (05-Nov-2026)       ||      ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   (05-Nov-2026)       ||      ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   (05-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବ ପ୍ରଥମ ‘ହ୍ୟୁମାନ ସାଗର ସ୍ମୃତି ସମ୍ମାନ’- କଳାକାର ଏକତା ମଞ୍ଚ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   (05-Nov-2026)       ||      ଶାସକ ଦଳର ସାଂସଦ ଏବଂ ସର୍ବାଧିକ ସଂଖ୍ୟକ ବିଧାୟକ ତଥା ପ୍ରଭାବଶାଳୀ ମନ୍ତ୍ରୀ ଥିବା ସତ୍ତ୍ବେ ଲୋକଙ୍କ ପାଖରେ ସର୍ବନିମ୍ନ ମୌଳିକ ସୁବିଧା ନ ପହଞ୍ଚିବା ଦୁର୍ଭାଗ୍ୟଜନକ    (05-Nov-2026)       ||      ଉଦ୍‌ଘାଟନ ହେଲା ୟନେକ୍ସ ସନ୍‌ରାଇଜ ଅଲ ଓଡିଶା ଓସ୍‌ବା ୩୮ତମ ସବ୍ ଜୁନିୟର ୧୫ ଓ ୧୭ ବର୍ଷରୁ କମ୍ ରାଜ୍ୟ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍‌   (05-Nov-2026)       ||      ଜର୍ନାଲିଷ୍ଟ ଏସୋସିଏସନ୍ ଅଫ୍ ବରଗଡ (ଜାବ)ର ବାର୍ଷିକ ସାଧାରଣ ପରିଷଦ ବୈଠକ ଓ ଦ୍ଵିବାର୍ଷିକ ନିର୍ବାଚନ    (05-Nov-2026)       ||      କଣ୍ଟାବାଞ୍ଜିରେ ଅଘଟଣ : ନିର୍ମାଣାଧୀନ ମ୍ୟାରେଜ ପ୍ୟାଲେସରେ ଶ୍ରମିକଙ୍କ ମୃତ୍ୟୁ   (05-Nov-2026)       ||      *ଡାବୁଗାଁ ବ୍ଲକରେ ସାଂସଦ ପ୍ରତିନିଧି ରାଜେନ୍ଦ୍ର ବିଷୋୟୀଙ୍କୁ ଭବ୍ୟ ସ୍ୱାଗତ*   (05-Nov-2026)       ||      ଅର୍ଣ୍ଣବ ଓ ପରବର୍ତ୍ତୀ ବନ୍ୟା କ୍ଷୟକ୍ଷତି ଆକଳନ♦️ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ରୀୟ ଟିମ୍, ବ୍ୟାପକ କ୍ଷୟକ୍ଷତି ହୋଇଛି, ସମ୍ପୂର୍ଣ୍ଣ ଆକଳନ କରିବାକୁ ଆହୁରି ୭/୮ ଦିନ ଲାଗିବ   (05-Nov-2026)       ||      ଥାନାରେ ସର୍ଦ୍ଦାରଙ୍କର ରାତ୍ରୀକାଳୀନ ସାକ୍ଷାତକାର ♦️ କାରଣ କଣ ?   (05-Nov-2026)       ||     

HOME   ଜିଲ୍ଲା

୩ ବାଇକ୍ ସହ ୨୫ ଖଣ୍ଡ ଚଉ କାଠ ଜବତ, ମାଫିଆ ଫେରାର

07-May-2024



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ)ବୌଦ୍ଧ ବନଖଣ୍ଡ କଣ୍ଟାମାଳ ରେଞ୍ଜ ବରପଦର ସେକ୍ସନ ଲମ୍ବସରି ଅଞ୍ଚଳରେ ଚଢ଼ାଉ କରି ବିପୁଳ ପରିମାଣର ଚଉକାଠ ସହ ଘଟଣାରେ ତିନୋଟି ବାଇକ୍ କୁ ଜବତ କରିଥିବା ବେଳେ ଘଟଣାରେ ସଂପୃକ୍ତ ଥିବା ୩ କାଠ ମାଫିଆ ଫେରାର ଥିବା ବନ ବିଭାଗ ପକ୍ଷରୁ କୁହାଯାଇଛି। ସୂଚନା ଅନୁସାରେ ବିଶ୍ଵସ୍ତ ସୂତ୍ରରୁ ଖବର ପାଇବରପଦର ଫରେଷ୍ଟର ବୁଲି ବେହେରାଙ୍କ ନେତୃତ୍ୱରେ ବନ ବିଭାଗର ଏକ ଟିମ୍ ଲମ୍ବସରି ଅଞ୍ଚଳର ଦେମୁହାନିରେ ଗତକାଲି ରାତିରେ ପେଟ୍ରୋଲିଂ କରୁଥିଲେ । ଉକ୍ତ ରାସ୍ତାରେ ୩ ବାଇକ ରେ ତିନି ଜଣ ଚଉକାଠ ଧରି ଆସୁଥିବା ବେଳେ ବନ କର୍ମଚାରୀ ମାନେ ତାଙ୍କୁ ଅଟକାଇଥିଲେ | ବନ କର୍ମଚାରୀଙ୍କୁ ଦେଖି ମାଫିଆ ମାନେ ଗାଡ଼ି ଛାଡ଼ି ଘଟଣା ସ୍ଥଳରୁ ଫେରାର ମାରିଥିଲେ | ସେମାନଙ୍କ ନିକଟରୁ ୨୫ ଖଣ୍ଡ ଚଉକାଠ ଜବତ କରିଥିବା ବେଳେ ୩ ବାଇକ୍ କୁ ଜବତ କରିଛିl ଘଟଣାରେ ବ୍ୟବହୃତ ଗୋଟିଏ ହିରୋ ଏଚ ଏଫ୍ ଡିଲକ୍ସ , ହିରୋ ହୋଣ୍ଡା ଡିଲକ୍ସ ଓ ବାଜାଜ୍ ଡିଷ୍କଭର୍ ବାଇକ୍ ଜବତ ହୋଇଥିବା ବନ ବିଭାଗ ପକ୍ଷରୁ ସୂଚନା ମିଳିଛି | ଏହି ଚଢ଼ାଉରେ ଫରେଷ୍ଟର ବୁଲି ବେହେରା, ଫରେଷ୍ଟ ଗାର୍ଡ ସୁନିଲ ପ୍ରଧାନ , ତୋଫାନ ମହାକୁଡ, ଜୟକୃଷ୍ଣ ମହାକୁଡ, ପରମେଶ୍ବର ପ୍ରଧାନ ପ୍ରମୁଖ ସାମିଲ ଥିଲେ | ଏ ସମ୍ପର୍କରେ ବନ ବିଭାଗ ପକ୍ଷରୁ ଏକ ମାମଲା ରୁଜ୍ଜୁ କରାଯାଇ ଅଧିକ ତଦନ୍ତ ଜାରି ରହିଛି |


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାମାଳ ବ୍ଲକର ୫ଟି ପଞ୍ଚାୟତରେ ଗୋଦାବରିସ ସ୍କୁଲ ର ଭିତ୍ତିପ୍ରସ୍ତର ସ୍ଥାପନ   06-Nov-2026
  ଜିଲ୍ଲା  
ମହିଳା ଅଧିକାର ଓ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ସିଏଚଆରଡିଏସ ମାନଙ୍କୁ ନେଇ ଦୁଇଦିନିଆ ତାଲିମ ଶିବିର   06-Nov-2026
  ଜିଲ୍ଲା  
ଅର୍ଣ୍ଣବ ବାତ୍ୟା କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ ଦିଅନ୍ତୁ ସରକାର ନଚେତ ବଲାଙ୍ଗିର ରେ ହେବ ବିରାଟ ଚାଷୀ ଆନ୍ଦୋଳନ- ଅମରେନ୍ଦ୍ର   06-Nov-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳ କାର୍ଯ୍ୟକଳାପ ମାଧ୍ୟମରେ ପିଲାମାନଙ୍କ ବ୍ୟକ୍ତିତ୍ୱର ସର୍ବାଙ୍ଗୀଣ ବିକାଶ ହୋଇଥାଏ"   06-Nov-2026
  ଜିଲ୍ଲା  
ବଲିଟିକିରା ରେ ୧୪ ତମ ରନିଂ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ,ଖରମୁଣ୍ଡା ଚାମ୍ପିଅନ    06-Nov-2026
  ଜିଲ୍ଲା  
ବରପାଲି ଯାଦବ ସମାଜ ପକ୍ଷରୁ ମୃତ ଅସହାୟ ମହିଳାଙ୍କ ଶବ ସତ୍କାର   06-Nov-2026
  ଜିଲ୍ଲା  
*ଡାବୁଗାଁ ବ୍ଲକର 3ଟି ପଂଚାୟତ ରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ*   06-Nov-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ’ ଉଦ୍‌ଘାଟିତ   06-Nov-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ତମାଖୁ ମୁକ୍ତ ଯୁବ ଅଭିଯାନ ୪.୦ ର ଶୁଭାରମ୍ଭ   06-Nov-2026
  ଜିଲ୍ଲା  
ନର୍ଲାରୋଡ ସ୍ଥିତ ଅନିଲ କୁମାର ଜୈନ ଙ୍କ ଗୋଦାମ ଘରୁ ନର୍ଲା ପୋଲିସ ଦ୍ୱାରା ବାଣ ଜବତ ।   05-Nov-2026
  ଜିଲ୍ଲା  
ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   05-Nov-2026
  ଜିଲ୍ଲା  
ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   05-Nov-2026

You Might Also Like