-+91-9937148622 |

prerana_bgr@rediffmail.com |

  Tuesday 28th April 2026 |

| | | |

R.N.I. Regd No. ODIODI/2010/46693

Breaking News

ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ♦️ ମହାକାଳୀ ୱାରିଅର୍ସ ଚମ୍ପିୟାନ୍, ସ୍କାୟ ଲିଜେଣ୍ଡ ରନର୍ସ ଅପ୍   (28-Apr-2026)       ||      ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   (27-Apr-2026)       ||      ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ    (27-Apr-2026)       ||      ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   (27-Apr-2026)       ||      ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ    (27-Apr-2026)       ||      ଦୁଇ ନେତାଙ୍କ ଏହି ଭେଟ କେବଳ ଏକ ସାଧାରଣ ଭେଟ ନା ୟା ପଛରେ କୌଣସି ରାଜନୈତିକ କାରଣ ରହିଛି    (27-Apr-2026)       ||      ରାଣ୍ଡିମହୁଲ ଛପନ ପ୍ରହାର ନାମଯଜ୍ଞର ଚତୁର୍ଥ ଦିବସ    (27-Apr-2026)       ||      ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (27-Apr-2026)       ||      ଜନଗଣନା କାର୍ଯ୍ୟରେ ନିୟୋଜିତ ଗଣନାକାରୀମାନଙ୍କ ମନୋବଳ ବୃଦ୍ଧି କଲେ ଜିଲ୍ଲାପାଳ    (27-Apr-2026)       ||      ଡହ ଡହ ଖରାରେ ଲୋକଙ୍କ ତୃଷା ମେଣ୍ଟାଇବାକୁ ଆସିଲା ସାମାଜିକ ଅନୁଷ୍ଠାନ ବିଙ୍ଗ ହ୍ୟୁମାନ ♦️ ପୁରୁଣା ବସଷ୍ଟାଣ୍ଡ ନିକଟରେ ଜଳଛତ୍ର ଉଦଘାଟିତ    (27-Apr-2026)       ||      ଅଚାନକ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିଦର୍ଶନ କଲେ ବିଧାୟକ ତଥା ଅନଗୁଳ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଅଶୋକ ମହାନ୍ତି    (27-Apr-2026)       ||      ସଂଗୀତ ମହାବିଦ୍ୟାଳୟ ପଞ୍ଚମ ର ମାସାନ୍ତ ରବିବାସରୀୟ ସଂଗୀତ ସାନ୍ଧ୍ୟ    (27-Apr-2026)       ||      କଟକ: ଗୋମାତାଙ୍କୁ ରାଷ୍ଟ୍ର-ମାତା ଘୋଷଣା ଦାବି   (27-Apr-2026)       ||      ଓଡିଶା ଭିଜିଲାନ୍ସର ବନ ବିଭାଗ କଟକର ୪୨ ମୌଜା ଥାନା ଅଧୀନରେ ବେଆଇନ କରତକଳ ଉପରେ ଚଢାଉ କରିଛି   (27-Apr-2026)       ||      ପାଳଲହଡ଼ା ବନାଞ୍ଚଳ ପକ୍ଷରୁ ବନ ସୁରକ୍ଷା ସମିତି ଓ ଗ୍ରାମ ବାସୀ ମାନଙ୍କୁ ଜଙ୍ଗଲ ସୁରକ୍ଷା ଉପଦ୍ରବ ନିରୋଧ ଉପକରଣ ବଣ୍ଟନ   (27-Apr-2026)       ||      “ମାଟି ଏକ, ମଣିଷ ଏକ… କିନ୍ତୁ ପରିଚୟ କାହିଁକି ଭିନ୍ନ? ପହରିଆଙ୍କ ଅସ୍ତିତ୍ୱ ଆଜି ନୀରବ କ୍ରନ୍ଦନରେ ଡୁବିଯାଇଛି”   (27-Apr-2026)       ||      ବରୀରେ “ଗୋ ସମ୍ମାନ ଆହ୍ୱାନ” ଅଭିଯାନରେ ସାମୂହିକ ନିବେଦନ ପତ୍ର ପ୍ରଦାନ।   (27-Apr-2026)       ||      ଓସିଏ ରାଜ୍ୟ ପାନେଲ୍‌ରେ ଅମ୍ପାୟାର ପାଇଁ ଚୟନ ହେଲେ ବିଶ୍ବଜିତ   (27-Apr-2026)       ||      ଉତ୍କଳ ନବରତ୍ନ ସମ୍ମାନ ରେ ସମ୍ୱର୍ଦ୍ଧିତ ହେଲେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପ ରାଜ ସାହୁ   (26-Apr-2026)       ||      ବରୀ କନ୍ତକାର ସେତୁ: ବାଡ଼ା ନିର୍ମାଣ ନକରି ପଥଚାରୀଙ୍କୁ ବିପଦ ମୁହଁକୁ ଠେଲୁଛି ପୂର୍ତ୍ତ ବିଭାଗ   (26-Apr-2026)       ||     

HOME   ଜିଲ୍ଲା

ଭାରସାମ୍ୟ ହରାଇ ଗଛରେ ପିଟିହେଲା ଦ୍ରୁତଗାମୀ କାର୍‌, ଅଳ୍ପକେ ବର୍ତ୍ତିଲେ ଚାଳକ

07-May-2024



ବୀରମହାରାଜପୁର, (ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର-ସୋନପୁର ରାସ୍ତାରେ  ଅପରାହ୍ନରେ ଏକ ଚଳନ୍ତା କାର୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୋନପୁର ଅଭିମୁଖେ କାରଟି ଯାଉଥିବା ବେଳେ ଏହାର ଗୋଟିଏ ଆଗ ଚକ ଫାଟିଯାଇଥିଲା । ଫଳରେ କାର୍‌ଟି ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ଏକ ଗଛକୁ ଧକ୍କା ଦେଇ ଦୁର୍ଘଟଣା ଘଟିଥିଲା। ଏହି ଦୁର୍ଘଟଣାରେ କାର୍‌ଟି ଭାଙ୍ଗିରୁଜି ଯାଇଥିବା ବେଳେ ଚାଳକ ଅଳ୍ପକେ ବର୍ତ୍ତିଛନ୍ତି। ସୂଚନା ଅନୁସାରେ କାର୍‌ଟି ଆଜି ଅପରାହ୍‌ଣ ୪ଟାରେ ବୀରମହାରାଜପୁର ପାର୍ଶ୍ବରୁ ସୋନପୁର ଅଭିମୁଖେ ଯାଉଥିଲା। ଉଫୁଲା ମାହେଶ୍ବରୀ ବିଦ୍ୟାପୀଠ ସମ୍ମୁଖରେ ଆଗ ପାର୍ଶ୍ବର ଗୋଟିଏ ଚକା ଫାଟିଥିଲା। କାର୍‌ର ଚାଳକ ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ଏକ ଗଛକୁ ଶକ୍ତ ଧକ୍କା ଦେଇଥିଲେ। ସୌଭାଗ୍ୟବଶତଃ ସେହି ସ୍ଥାନରେ କୌଣସି ପଥଚାରୀ ନଥିଲେ। କାର୍‌ଟି କ୍ଷତିଗ୍ରସ୍ତ ହୋଇଥିବା ବେଳେ ଏହାର ଚାଳକ ଅଳ୍ପକେ ବର୍ତ୍ତି ଯାଇଛନ୍ତି । ତେବେ ରିପୋର୍ଟ ଲେଖାଯିବା ବେଳକୁ କାର୍‌ର ମାଲିକ କିଏ ଜଣାପଡ଼ି ନାହିଁ।  ଆରଟିଓ ଆପ୍‌ସରେ ଏହାର ମାଲିକ ପଞ୍ଚାନନ ମାଝୀ ଓ ଏହା ବରଗଡ଼ ଜିଲ୍ଲା ପରିବହନ କାର୍ଯ୍ୟାଳୟ ଅଧୀନରେ ପଞ୍ଜୀକୃତ ହୋଇଥିବା ଜଣାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ♦️ ମହାକାଳୀ ୱାରିଅର୍ସ ଚମ୍ପିୟାନ୍, ସ୍କାୟ ଲିଜେଣ୍ଡ ରନର୍ସ ଅପ୍   28-Apr-2026
  ଜିଲ୍ଲା  
ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   27-Apr-2026
  ଜିଲ୍ଲା  
ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ   27-Apr-2026
  ଜିଲ୍ଲା  
ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   27-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ   27-Apr-2026
  ଜିଲ୍ଲା  
ଦୁଇ ନେତାଙ୍କ ଏହି ଭେଟ କେବଳ ଏକ ସାଧାରଣ ଭେଟ ନା ୟା ପଛରେ କୌଣସି ରାଜନୈତିକ କାରଣ ରହିଛି   27-Apr-2026
  ଜିଲ୍ଲା  
ରାଣ୍ଡିମହୁଲ ଛପନ ପ୍ରହାର ନାମଯଜ୍ଞର ଚତୁର୍ଥ ଦିବସ   27-Apr-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   27-Apr-2026
  ଜିଲ୍ଲା  
ଜନଗଣନା କାର୍ଯ୍ୟରେ ନିୟୋଜିତ ଗଣନାକାରୀମାନଙ୍କ ମନୋବଳ ବୃଦ୍ଧି କଲେ ଜିଲ୍ଲାପାଳ   27-Apr-2026
  ରାଜ୍ୟ  
ଡହ ଡହ ଖରାରେ ଲୋକଙ୍କ ତୃଷା ମେଣ୍ଟାଇବାକୁ ଆସିଲା ସାମାଜିକ ଅନୁଷ୍ଠାନ ବିଙ୍ଗ ହ୍ୟୁମାନ ♦️ ପୁରୁଣା ବସଷ୍ଟାଣ୍ଡ ନିକଟରେ ଜଳଛତ୍ର ଉଦଘାଟିତ   27-Apr-2026
  ଜିଲ୍ଲା  
ଅଚାନକ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିଦର୍ଶନ କଲେ ବିଧାୟକ ତଥା ଅନଗୁଳ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଅଶୋକ ମହାନ୍ତି   27-Apr-2026
  ଜିଲ୍ଲା  
ସଂଗୀତ ମହାବିଦ୍ୟାଳୟ ପଞ୍ଚମ ର ମାସାନ୍ତ ରବିବାସରୀୟ ସଂଗୀତ ସାନ୍ଧ୍ୟ   27-Apr-2026

You Might Also Like