-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

*ଡ଼. ଶିବରାମ ନାୟକ* ନର୍ଲା ନିର୍ବାଚନ ମଣ୍ଡଳୀ ରେ ଜୋରଦାର ପ୍ରଚାର:

08-May-2024



*ନର୍ଲା*( ଚିନ୍ତାମଣି ନାଏକ )
ନର୍ଲା ରେ ତାତି ଯେତିକି ବଢୁଛି ରାଜନୈତିକ  ଉଷ୍ମତା ସେତିକ ଦେଖିବାକୁ ମିଳୁଛି | ଆଜି କଳାହାଣ୍ଡି ଜିଲ୍ଲା ନର୍ଲା ବିଧାନସଭା ନିର୍ବାଚନ ମଣ୍ଡଳୀ ରେ ପ୍ରଚାର କୁ ଜୋରଦାର କରିଛନ୍ତି କଳାହାଣ୍ଡି ର ଜଣାଶୁଣା ବିଶିଷ୍ଠ ଶିକ୍ଷାବିତ ଓ ସମାଜସେବୀ ତଥା ଫରୱାର୍ଡ ବ୍ଲକ ପ୍ରାର୍ଥୀ ଡ଼. ଶିବରାମ ନାୟକ | ନର୍ଲା ନିର୍ବାଚନ ମଣ୍ଡଳୀ ର ଦୁର୍ଗମ ଅଞ୍ଚଳ ଏମରାମପୁର ବ୍ଲକ କାର୍ଣ୍ଣିମାଲ,ଡୁଟ୍ଟା, ସାଲେପାଲି ଉଫେର,ଢ଼େକେନକୁପା, ଲୁବେନଗଡ ଭଳି ବିଭିନ୍ନ ପଞ୍ଚାୟତ ଓ  ଗ୍ରାମ କୁ ଯାଇ ଲୋକଙ୍କୁ ଭେଟି ଭୋଟ ଭିକ୍ଷା କରୁଛନ୍ତି ଡ଼. ନାୟକ | ନର୍ଲା ନିର୍ବାଚନ ମଣ୍ଡଳୀର ପ୍ରତ୍ୟେକ ଗଳି କନ୍ଦି କୁ ଯାଇ ଉପସ୍ଥିତ ସମସ୍ତ ଛାତ୍ରଛାତ୍ରୀ ଓ ଯୁବ ଭୋଟର ମାନଙ୍କୁ ସ୍ୱାଗତ କରିବା ସହ ଆଗାମୀ ନିର୍ବାଚନରେ ଏପରି ଶିକ୍ଷାବିତ୍ ଙ୍କୁ ଚୟନ କରି ଫୋରୱାର୍ଡ ବ୍ଲକର ବିଧାନସଭା ପ୍ରାର୍ଥୀ ଙ୍କୁ ସିଂହ ଚିହ୍ନ ରେ ବିପୁଳ ମାତ୍ରା ରେ ଭୋଟ ଦେବା ପାଇଁ ଆହ୍ୱାନ କରିଛନ୍ତି | ଏହା ସହିତ ଫୋରୱାର୍ଡ ବ୍ଲକ ର ବିଧାନସଭା ପ୍ରାର୍ଥୀ ଙ୍କ ଇସ୍ତିହାର ଗୁଡିକୁ ମଧ୍ୟ ଗ୍ରହଣୀୟ ବୋଲି ନର୍ଲା ନିର୍ବାଚନ ମଣ୍ଡଳୀ ବିବେଚନା କରିଛନ୍ତି | ଏହି ପରିପ୍ରେକ୍ଷୀରେ ଶତାଧିକ ନୂତନ ଭୋଟରଙ୍କ ସହିତ ଗାଁ ର ଜନତା ମଧ୍ୟ ସାମିଲ ହୋଇଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like