-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ବିପଦ ସଙ୍କୁଳ ବିଦ୍ୟୁତ ଟ୍ରାନ୍ସଫର୍ମର, ସୁରକ୍ଷା ବାଡ ନିର୍ମାଣ ଦାବି

08-May-2024



ବୀରମହାରାଜପୁର,(ବିନୋଦ ପାଣ୍ଡେ ) : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ମୁର୍ଷୁଣ୍ଢୀ ସ୍ବାସ୍ଥ୍ୟକେନ୍ଦ୍ର ନିକଟସ୍ଥ  ମୁଖ୍ୟ ରାସ୍ତା କଡ଼ରେ ଥିବା  ବିଦ୍ୟୁତ ଟ୍ରାନ୍ସଫର୍ମର ଅସୁରକ୍ଷିତ ଭାବେ ରହିଛି। ଏହାର ଚତୁଃପାର୍ଶ୍ଵରେ ସୁରକ୍ଷା ବାଡ ନଥିବା ବେଳେ  ବିପଦ ପୂର୍ଣ୍ଣ ଭାବରେ ବିଦ୍ୟୁତ ତାର ମାଟି ଉପରେ ପଡି ରହିଛି। ଏଠାକୁ ବିଭିନ୍ନ ସମୟରେ ଗାଈଗୋରୁ ଖାଦ୍ୟ ଅନ୍ୱେଷଣରେ ଆସି ବିଦ୍ୟୁତ ସଂର୍ଷ୍ପରେ ଆସି ମୃତ୍ୟୁ ମୁଖରେ ପଡୁଥିବା ଅଭିଯୋଗ ହେଉଛି। ତାହା ଏହାର ଆଖପାଖ ଅଞ୍ଚଳରେ ବିଭିନ୍ନ ଦୋକାନ ରହିଛି। ଏଠାରେ ପ୍ରତ୍ୟହ ଜନଗହଳି ପୂର୍ଣ୍ଣ ହୋଇଥାଏ। ଏହା ପାଖଦେଇ  ପ୍ରତ୍ୟେକ ଦିନ ବିଭିନ୍ନ ଯାନବାହାନ ଚଳାଚଳ କରିଥାଏ। ଏହାର ଚତୁଃପାର୍ଶ୍ଵରେ ଠିକ ଭାବରେ ସୁରକ୍ଷା ବଳୟ ନଥିବାରୁ ଏଠାରେ ମଣିଷ ତଥା ଗୋରୁଗାଈ ଙ୍କ ଜୀବନ ପ୍ରତି ଅସୁରକ୍ଷିତ ମନେ କରାଯାଉଛି। ତେବେ ବିଦ୍ୟୁତ ଟ୍ରାନ୍ସଫର୍ମର କିଛି ସ୍ଥାନରେ ବିଦ୍ୟୁତ ତାର ସବୁ ଓହଳି ରହିଛି। ତାହା ଅତ୍ୟନ୍ତ ବିପଦପୂର୍ଣ୍ଣ ଅବସ୍ଥାରେ  ଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏସବୁକୁ ସଜାଡି ସେଥିରେ ସୁଧାର ଅଣାଯିବାର ନିତ୍ୟାନ୍ତ ଆବଶ୍ୟକତା ରହିଛି। ପୂର୍ବରୁ ଏଠାରେ ଏକ ଗୋରୁ ବିଦ୍ୟୁତ ସଂସ୍ପର୍ଶରେ ଆସି ମୃତ୍ୟୁ ବରଣ କରିଥିବା ସ୍ଥାନୀୟ ଲୋକେ ପ୍ରକାଶ କରିଛନ୍ତି। ତେବେ ବିଦ୍ୟୁତ ବିଭାଗର ଅବହେଳା ଯୋଗୁଁ ଅନେକ ସ୍ଥାନରେ ଜନସାଧାରଣ ତଥା ଗୋରୁଗାଈଙ୍କର ବିଦ୍ୟୁତ ଆଘାତରେ ମୃତ୍ୟୁ ହୋଇଥିବା ନଜର ରହିଛି। । ତେଣୁ ଏଥିପ୍ରତି ଜିଲ୍ଲା ପ୍ରଶାସନ ଓ  ବିଭାଗ ଉଚ୍ଚ ପଦାଧିକାରୀ ଦୃଷ୍ଟି ଦେଇ ସମସ୍ୟାର ସୁଧାର ଆଣିବାକୁ ଜନସାଧାରଣ ରେ ଦାବି ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like