-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ନିଶାସକ୍ତଙ୍କ କବଜାରେ ଭୁତିଆପାଲି ଯାତ୍ରୀ ବିଶ୍ରାମାଗାର

08-May-2024



ବୀରମହାରାଜପୁର, (ବିନୋଦ ପାଣ୍ଡେ ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ମୁର୍ଷୁଣ୍ଢୀ ପଞ୍ଚାୟତ ଅନ୍ତର୍ଗତ ଭୁତିଆପାଲି ଛକ ନିକଟରେ ଥିବା ଯାତ୍ରୀ ବିଶ୍ରାମଗାର ଏବେ ପରିତ୍ୟକ୍ତ ଅବସ୍ଥାରେ ପଡ଼ିରହିଛି। ଯାତ୍ରୀ ମାନଙ୍କ ସୁବିଧା ପାଇଁ ବହୁ ବର୍ଷ ତଳେ ଉକ୍ତ ଯାତ୍ରୀ ବିଶ୍ରାମାଗାର ନିର୍ମାଣ ହୋଇଥିଲା। ଏଠାରେ ଯାତ୍ରୀମାନେ ବିଭିନ୍ନ ସ୍ଥାନକୁ ଯିବା ପାଇଁ ବସକୁ ଅପେକ୍ଷା କରୁଥିଲେ,କିନ୍ତୁ ପାଖଦେଇ ଯାଇଥିବା ରାସ୍ତା ନିର୍ମାଣ ଯୋଗୁଁ ଉଚ୍ଚ ହେଲା। ଏହା ଫଳରେ ଏହି ଯାତ୍ରୀ ବିଶ୍ରାମାଗାର ନୀଚରେ ରହିବା ଯୋଗୁଁ ସାମନ୍ୟ ବର୍ଷା ହେଲେ ଏହା ଭିତରେ ପାଣି ଜମି ରହିବ ଯୋଗୁଁ ଏହାର ବ୍ୟବହାର ଅନୁପଯୋଗୀ ହୋଇ ପଡିଛି। ଅନ୍ୟ ସମୟରେ ନିଶାସକ୍ତ ଙ୍କ ଆଡ଼ାସ୍ଥଳ ପାଲଟିଛି। ଲୋକେ ବିଭିନ୍ନ ସ୍ଥାନକୁ ଯିବା ପାଇଁ ବସକୁ ଖରା, ବର୍ଷା,ଶୀତରେ ବାହାରେ ଅପେକ୍ଷା କରିବାକୁ ପଡୁଛି।  ବ୍ଳକରେ ଲକ୍ଷ୍ମୀ ବସ ଚାଲିବା ପୂର୍ବରୁ ବିଭିନ୍ନ ଛକରେ ଥିବା ଯାତ୍ରୀ ବିଶ୍ରାମଗାର ଉନ୍ନତିକରଣ ହୋଇଥିବା ବେଳେ ନୂତନ ଯାତ୍ରୀ ବିଶ୍ରାମାଗାର ନିର୍ମାଣ ହୋଇଛି। ସ୍ଥାନୀୟ ପ୍ରଶାସନ ଇଚ୍ଛାଶକ୍ତିର ଅଭାବ ଯୋଗୁଁ ଏଠାରେ ଯାତ୍ରୀ ବିଶ୍ରାମାଗାରଟିର ନିର୍ମାଣ ହୋଇପାରିନାହିଁ। ଫଲରେ ସ୍ଥାନୀୟ ଜନସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like