-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ରାଜନୀତି

ନିର୍ବାଚନୀ ଇସ୍ତାହାରରେ ନେତା ବଖାଣୁଛନ୍ତି ବଲାଙ୍ଗୀରର ବିକାଶ

09-May-2024



ବଲାଙ୍ଗୀର: ନିର୍ବାଚନୀ ପ୍ରଚାର ମଇଦାନରେ ବଲାଙ୍ଗୀର ବିଧାନସଭା ପ୍ରାର୍ଥୀ କଳିକେଶ ନାରାୟଣ ସିଂଦେଓ ଗ୍ରାମ ମାନଙ୍କୁ ଯାଇ ନିର୍ବାଚନ ପ୍ରଚାର୍ ଜୋରଦାର ଆରମ୍ଭ କରିଦେଲେଣି।ଚନ୍ଦନଭାଟି ଗ୍ରାମରେ ବିପୁଳ ଜନ ସମାବେଶ ରେ ଉଦବୋଧନ ଦେଇ ନିଜର ପତିଆରା ଜାହିର କରିଛନ୍ତି।ସ୍ଥାନୀୟ ବିଜେଡି ନେତା ସୁକାନ୍ତ ପାଣିଗ୍ରାହୀଙ୍କ ନେତୃତ୍ୱରେ ପ୍ରାୟ ୧୦୦୦ ରୁ ଉର୍ଦ୍ଧ୍ବ ଲୋକ ଉତ୍ସାହର ସହିତ ଏହି ନିର୍ବଚନୀ ସଭାରେ ଯୋଗଦାନ କରିଥିଲେ। ବିଧାନସଭା ପ୍ରାର୍ଥୀ କଳିକେଶ ନାରାୟଣ ସିଂଦେଓ ବିଧାୟକ ହେଲେ ଚନ୍ଦନଭାଟି ଗ୍ରାମର ସର୍ବାଙ୍ଗୀନ ଉନ୍ନତି କରିବେ ବୋଲି ଉପସ୍ଥିତ ଜନ ସମାବେଶରେ ତାଙ୍କର ବକ୍ତବ୍ୟ ରଖିଥିଲେ।ଚନ୍ଦନଭାଟି ଗ୍ରାମର ଜଳ ସମସ୍ୟା ସହ ଅନ୍ୟ ସମସ୍ୟା ମଧ୍ୟ ଦୂର କରିବା ପାଇଁ ପ୍ରତିଶ୍ରୁତି ଦେଇଥିଲେ।ଆଉ ମଧ୍ୟ କହିଥିଲେ ନିର୍ବାଚନରେ ଜିତିଲେ ତାଙ୍କର ବିଜୟ ଯାତ୍ରା ଚନ୍ଦନଭାଟି ଗ୍ରାମରୁ ଆରମ୍ଭ କରିବେ।

କଳିକେଶଙ୍କ ବକ୍ତବ୍ୟରେ ଅନୁପ୍ରାଣିତ ହୋଇ ଅନେକ ଅସନ୍ତୁଷ୍ଟ ନେତା ଏହି ନିର୍ବାଚନୀ ପ୍ରଚାର୍ ମଇଦାନରେ ବିଜେଡି ସହ ମିଶି ଯାଇଥିଲେ। କୋଳାହଳ ଭିତରେ ଅଙ୍ଗାଅଙ୍ଗି ହୋଇ ବିଜେଡିର ସବୁଜ ରଙ୍ଗକନାରେ ନିଜକୁ ରଙ୍ଗାୟିତ କରିଥିଲେ। ନିର୍ବାଚନୀ ସଭାର ପ୍ରାରମ୍ଭ ଉତ୍ୟକ୍ତ ଭାଷଣରେ ଲୋକେ ପ୍ରଭାବିତ ହୋଇ କରତାଳି ଏବଂ ହୁଳହୁଳିରେ ସଭା ମଇଦାନକୁ ଚଳଚଞ୍ଚଳ କରିଦେଇଥିଲେ।ଚନ୍ଦନଭାଟି ଗ୍ରାମର ବିପୁଳ ଜନସମାବେଶ ବିଜେଡି ସପକ୍ଷରେ ନା ବିପକ୍ଷରେ ନିର୍ବାଚନ ପରେ ଜଣାପଡ଼ିବ। କୌନ୍ କିତନା ପାନି ମେଁ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like