-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ରାଜ ପରିବାର ବିରୁଦ୍ଧରେ ସଙ୍ଗୀନ ଅଭିଯୋଗ ଆଣିଲେ ସାନ ବୋହୂ ଅଦ୍ରିଜା, ଏପରି ପରିବାରକୁ ଭୋଟ୍ ନ ଦେବାକୁ କଲେ ନିବେଦନ

09-May-2024



ବଲାଙ୍ଗିର (ପ୍ରେରଣା ଖବର ): ନିର୍ବାଚନ ପୂର୍ବରୁ ବଲାଙ୍ଗିର ରାଜ ପରିବାର ପାଇଁ ପୁଣିଥରେ ଅଡୁଆ ସାଜିଲେ ଅଦ୍ରିଜା ସିଂହଦେଓ l l ବଲାଙ୍ଗିର ବିଜେଡି ର ତୁଙ୍ଗ ନେତା ତଥା ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂଦେଓଙ୍କ ସାନ ବୋହୂ ଡେରାଡୁନ ର ଝିଅ ଅଦ୍ରିଜା ନିଜ ଶ୍ୱଶୁର ଓ ସ୍ଵାମୀ ଅର୍କେଶ ଙ୍କ ନାମରେ ସଙ୍ଗୀନ ଅଭିଯୋଗ ଆଣିଛନ୍ତି l ୨୦୧୯ ନିର୍ବାଚନରେ ବଲାଙ୍ଗିର ବିଧାନସଭା ନିର୍ବାଚନମଣ୍ଡଳୀ ରୁ ଅର୍କେଶ ସିଂହଦେଓ ଓ କଲିକେଶ ସିଂଦେଓ ନିର୍ବାଚନ ଲଢ଼ି ଥିଲେ l ଏହି ନିର୍ବାଚନରେ ଅଦ୍ରିଜା ନିଜ ସ୍ୱାମୀ ଓ ଦେଢ଼ସୁର ଙ୍କ ପାଇଁ ନିର୍ବାଚନ ପ୍ରଚାର ମଧ୍ଯ କରିଥିଲେ l ନିର୍ବାଚନରେ ରାଜ ପରିବାରର ଦୁଇ ଭାଇ ହାରି ଗଲା ପରେ ହଠାତ୍ ରାଜପରିବାର ତରଫରୁ ଅଦ୍ରିଜା ଙ୍କ ଉପରେ ନାନାଦି ମାନସିକ ଓ ଶାରୀରିକ ନିର୍ଯାତନା ଦିଆଯାଇଥିବା ନେଇ ଅଦ୍ରିଜା ଆଜିର ସାମ୍ବାଦିକ ସମ୍ମିଳନୀରେ ନିଜର କ୍ଷୋଭ ପ୍ରକାଶ କରିଛନ୍ତି ଅର୍କେଶ ଙ୍କ ସ୍ତ୍ରୀ ଅଦ୍ରିଜା ନିଜ ସ୍ୱାମୀ ଙ୍କ ନାମରେ ଯୌତୁକଜନିତ ନିର୍ଯ୍ୟାତନା ଅଭିଯୋଗ ଆଣିବା ସହ ତାଙ୍କ ଜୀବନ ବର୍ତ୍ତମାନ ସୁରକ୍ଷିତ ନାହିଁ ବୋଲି ଗଣମାଧ୍ୟମକୁ ସୂଚନା ଦେଇଛନ୍ତି l ଆଜି ସ୍ଥାନୀୟ ସେଲିବ୍ରେସନ ହୋଟେଲ ଠାରେ ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀରେ ଉପସ୍ଥିତ ରହି ଶ୍ରୀମତୀ ସିଂହଦେଓ ନିଜ ଉପରେ ହୋଇଥିବା ଅକଥନୀୟ ଅମାନୁଷିକ ଅତ୍ୟାଚାର ବିରୁଦ୍ଧରେ ଭୋଟର ଏହି ରାଜପରିବାର କୁ ଉଚିତ୍ ଜାବାବ ଦେବେ ବୋଲି କହିଛନ୍ତି l ନିର୍ଯ୍ୟାତନା ମାମଲାରେ ସେ ଡ଼େରାଡ଼ୁନ୍ ପୋଲିସ ନିକଟରେ ଅଭିଯୋଗ ମଧ୍ଯ କରିଛନ୍ତି କିନ୍ତୁ ରାଜ୍ଯସରକାର ଓ ମୁଖ୍ୟମନ୍ତ୍ରୀ ଙ୍କ ଅଧୀନରେ ଥିବା ଗୃହ ବିଭାଗ ଦୋଷୀ ବିରୁଦ୍ଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ନଥିବା କହିଛନ୍ତି ଅଦ୍ରିଜା l ଏପରି ପରିବାର ଓ ପ୍ରାର୍ଥୀ ଙ୍କ ହାତରେ ବଲାଙ୍ଗିର ବାସୀ ସୁରକ୍ଷିତ ନୁହଁନ୍ତି ଓ ନିର୍ବାଚନ ଲଢ଼ୁଥିବା ଏପରି ପରିବାରର ସଦସ୍ୟ ଙ୍କୁ ଲୋକେ ଭୋଟ ଦିଅନ୍ତୁ ନାହିଁ ବୋଲି ଅଦ୍ରିଜା ନିବେଦନ କରିଛନ୍ତି l ଆଜିର ସାମ୍ବାଦିକ ସମ୍ମିଳନୀରେ ଅଦ୍ରିଜା ଙ୍କ ଆଇନ ପରାମର୍ଶଦାତା ଦେବାଶିଷ ବିଶ୍ଵାଳ ଓ ସମାଜସେବୀ ବିଜୁଳି ପ୍ରଧାନ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like