-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||     

HOME   ରାଜ୍ୟ

ଏକ ବିରଳ ପ୍ରତିଭାର ଅଧିକାରୀ ମହାମହୋପାଧାୟ ପଣ୍ଡିତ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର, 186 ତମ ଜୟନ୍ତୀରେ ଜନ୍ମମାଟିରେ ଦିଆଗଲା ଶ୍ରଦ୍ଧାଞ୍ଜଳି

26-Dec-2020



ନୟାଗଡ଼, (ପ୍ରଦୀପ କୁମାର ପଣ୍ଡା) - 1835ମସିହା ଡିସେମ୍ବର 13ତାରିଖ ପୌଷ କୃଷ୍ଣ ଅଷ୍ଟମୀ ତିଥିରେ ପଣ୍ଡିତ ପଠାଣି ସାମନ୍ତ ଜନ୍ମ ଗ୍ରହଣ କରିଥିଲେ ଖଣ୍ଡପଡା ନିକଟସ୍ଥ ଖୁଣ୍ଟୁପଡା ଗ୍ରାମ ରେ l ଗ୍ରାମର  ମହାଦେବ ଚନ୍ଦ୍ରଶେଖରଙ୍କ ପ୍ରସାଦରୁ ଜନ୍ମ ଗ୍ରହଣ କରିଥିବା ବିଶ୍ୱାସ କରି ପିତାମାତା ତାଙ୍କ ନାମ ଚନ୍ଦ୍ରଶେଖର ରଖିଥିଲେ | ତାଙ୍କ ଆଗରୁ ୨ଟି ଝିଅ ଏବଂ ଗୋଟିଏ ପୁଅ ମରିଯାଇଥିଲେ ତେଣୁ ତାଙ୍କ ନାମ ପଠାଣି ରଖାଯାଇଥିଲା | ପିଲାଦିନୁ ସେ ଉଦାସୀନ,  ମନଯୋଗୀ, ଏକାଗ୍ରଚିତ, ଅଧ୍ୟବସାୟୀ ଓ ଉଦାରମନା ଥିଲେ | ତାଙ୍କ ପିତା ଜଣେ ଜଣେ ଗଣିତ ଜ୍ୟୋତିଷ ଥିବାରୁ ସାମନ୍ତ ତାଙ୍କ ଠାରୁ ଗଣିତ ଜ୍ୟୋତିଷ ଶିକ୍ଷା ଲାଭ କରିଥିଲେ | ୨ ଗୋଟି ବାଉଁଶ ନଳୀ ସାହାଯ୍ୟରେ ଗ୍ରହ ମଣ୍ଡଳ ନକ୍ଷତ୍ର ମାନଙ୍କ ଗତି ଅବଲୋକନ କରି ସେ ଯେଉଁ ସିଦ୍ଧାନ୍ତ ରେ ଉପନୀତ ହେଲେ ତାହା ପୁରାତନ ସଂସ୍କୃତ ଜ୍ୟୋତିଷ ଶାସ୍ତ୍ରର ସିଦ୍ଧାନ୍ତ ସହିତ ଅନେକ ଅସମାନତା ଥିବାରୁ ନୂତନ ମୌଳିକ ଗଣନା ଅନୁଯାୟୀ ସେ ସିଦ୍ଧାନ୍ତ ଦର୍ପଣ ପୋଥି ରଚନା କରିଥିଲେ | 1904 ମସିହାରେ ସେ ପୁରୀ ଯାଇ ପତିତପାବନ ଦର୍ଶନ କରି ଦେହତ୍ୟାଗ କରିଥିଲେ | ଏହି ବିଶ୍ୱ ବିଖ୍ୟାତ ଜ୍ୟୋତିର୍ବଦଙ୍କ 186ତମ ଜୟନ୍ତୀ ଉତ୍ସବ ଖଣ୍ଡପଡା ବଜାର ସ୍ଥିତ ସାମନ୍ତ ଚନ୍ଦ୍ରଶେଖର ସ୍ମୃତି ମନ୍ଦିର ଏବଂ ସାମନ୍ତ ଛକ ଠାରେ କୋଭିଡ କଟକଣା ସହ ପାଳନ ହୋଇଯାଇଛି | ସକାଳ ସମୟରେ ଉଭୟ ସ୍ଥାନରେ ଥିବା ପଠାଣି ସାମନ୍ତଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ବିଭିନ୍ନ ଅନୁଷ୍ଠାନର କର୍ମକର୍ତା ମାନେ ଚନ୍ଦ୍ରଶେଖର ସ୍ମୁତି ମନ୍ଦିର ନିକଟରେ ମିଷ୍ଟାନ ବଣ୍ଟନ କରିଥିଲେ | ସାମନ୍ତ ଚନ୍ଦ୍ରଶେଖର ସ୍ମୁତି ମନ୍ଦିର ଠାରେ ଆୟୋଜିତ ସ୍ମୃତି ଚାରଣ ସଭାରେ ଖଣ୍ଡପଡାର ପ୍ରଥମ ନଗରପଳ କିଶୋର ଚନ୍ଦ୍ର ଦାସ,  ଶିଶୁକବି କାଶୀନାଥ ଦାସ, ଶିକ୍ଷାବିତ ଗୋଦାବରୀଶ ମିଶ୍ର ପ୍ରମୁଖ ଅତିଥି ଭାବେ ଯୋଗ ଦେଇ ସୁଦୂର ପ୍ରସାରି ପ୍ରତିଭା ସମ୍ପର୍କ ରେ ଆଲୋକପାତ କରିଥିଲେ l ଅନୁଷ୍ଠାନ ସମ୍ପାଦକ ବିନାୟକ ସାହୁ କାର୍ଯ୍ୟକ୍ରମର ସଂଯୋଜନା କରିଥିଲେ | ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ରେ ପ୍ରଥମ ହୋଇଥିବା ସୂର୍ଯ୍ୟକାନ୍ତ ନାୟକ ଙ୍କୁ ଅନୁଷ୍ଠାନ ତରଫରୁ ସାମନ୍ତ ପଦକ ଏବଂ ମାନପତ୍ର ପ୍ରଦାନ କରାଯାଇଥିଲା | ସହରର ସାମନ୍ତ ଛକରେ ହୋଇଥିବା ସ୍ମୃତି ଚାରଣ ସଭାରେ ସମାଜସେବୀ ତଥା ରାଜନେତା ଦୁଷ୍ମନ୍ତ ସ୍ୱାଇଁ ଯୋଗଦେଇ ସାମନ୍ତଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ସହିତ ଧୁପ ଦୀପ ଦେଇ ପାଦ ପୂଜା କରିଥିଲେ | ପରିଶେଷରେ ଖଣ୍ଡପଡା ଅଞ୍ଚଳ ର ସୁନାମଧନ୍ୟ କଣ୍ଠ ଶିଳ୍ପୀ ପ୍ରାଣ କୃଷ୍ଣ ମହାରଣାଙ୍କ ଭଜନ ସନ୍ଧ୍ୟାକୁ ଅଞ୍ଚଳବାସୀ ବିଳମ୍ବିତ ରାତି ପର୍ଯ୍ୟନ୍ତ ଉପଭୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   02-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026
  ଜିଲ୍ଲା  
ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   02-Sep-2026
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   01-Sep-2026
  ରାଜ୍ୟ  
ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   01-Sep-2026
  ଜିଲ୍ଲା  
ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   01-Sep-2026
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026

You Might Also Like