-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ରାମପୁର ଓ ଡୁଙ୍ଗୁରୀ ପାଲି ସହର ରେ ଶାନ୍ତି ଶୃଙ୍ଖଳା ଜାରି ରଖିବାକୁ ତ୍ରିପୁରା ଷ୍ଟେଟ୍ ରାଇଫଲ୍ ପୋଲିସ୍ ର ଫ୍ଲାଗ ମାର୍ଚ୍ଚ ଅନୁଷ୍ଟିତ

09-May-2024



- ସୋନପୁର (ମନୋରଞ୍ଜନ ତ୍ରିପାଠୀ )

 ସୁବର୍ଣ୍ଣପୁର ଏସପି ଙ୍କ ନିର୍ଦ୍ଦେଶ ରେ ତ୍ରିପୁରା ଷ୍ଟେଟ୍ ରାଇଫଲ ପକ୍ଷରୁ ସ୍ଥାନୀୟ ପୋଲିସ ଓ ଜିଲ୍ଲା ପୋଲିସ  ର ସହାୟତାରେ  ରାମପୁର  ଓ ଡୁଙ୍ଗୁରୀ ପାଲି ଠାରେ ଉଭୟ ଥାନା ସହାୟତାରେ ଉଭୟ ସହର ରେ ଫ୍ଲାଗ ମାର୍ଚ୍ଚ କରାଯାଇଥିଲl l ରାମପୁର ସହର ରେ  ଓ ଡୁଙ୍ଗୁରିପାଲି ସହର ସମେତ ସୁଖା, କପାଶିରା ଅଞ୍ଚଳ ରେ ଟି ଆର୍ ପି ପୋଲିସ୍ ଦ୍ବାରା ଫ୍ଲାଗ ମାର୍ଚ୍ଚ କରଯାଇଥିଲା l ସହର ତଥା ଗ୍ରାମାଞ୍ଚଳ ରେ ଶାନ୍ତି ଶୃଙ୍ଖଳା ରକ୍ଷା ଓ ସଧାରଣ ଜନତା ଙ୍କ ଧନ ଜୀବନ ସୁରକ୍ଷା ପାଇଁ ଏବଂ ଜିଲ୍ଲା ରେ ଆସନ୍ତା ମେ ମାସ ୨୦ ତାରିଖ ରେ ଅନୁଷ୍ଟିତ ହେବାକୁ ଥିବା ଆଗାମୀ ଲୋକ ସଭା ଓ ବିଧାନ ସଭା ନିର୍ବାଚନ କୁ ଅବାଧ ଓ ନିରପେକ୍ଷ ଭାବେ ପରିଚାଳନା ନିମନ୍ତେ  ସୁବର୍ଣ୍ଣପୁର ଏସପି  ୟଶ ପ୍ରତାପ ଶ୍ରୀମlଲ ଙ୍କ ନିର୍ଦ୍ଦେଶ କ୍ରମେ ଉଭୟ ସହର ରେ  ଟି ଆର ପି ଓ ସ୍ଥାନୀୟ  ପୋଲିସ  ଫୋର୍ସ କୁ ନେଇ ଏଇ ଫ୍ଲାଗ ମାର୍ଚ୍ଚ କାର୍ଯ୍ଯକ୍ରମ ଅନୁଷ୍ଟିତ ହୋଇ ଥିଲା l  ରାମପୁର ଥାନା ଭlରପ୍ରାପ୍ତ ଥାନା ଅଧିକାରୀ ପଦ୍ମlସିନି ମେହେର  ଙ୍କ  ପ୍ରତ୍ୟକ୍ଷ  ତତ୍ତ୍ୱl ବଧାନ ରେ ରାମପୁର ଠାରେ ଓ  ଡୁଙ୍ଗୁରୀ ପାଲି ଭlରପ୍ରପ୍ତ ଥାନା ଅଧିକାରୀ ସତ୍ୟ ନାରାୟଣ ପଧାନ ଙ୍କ ନେତୃତ୍ଵ ରେ ଡୁଙ୍ଗୁରି ପାଲି ର ବିଭିନ୍ନ ଅଞ୍ଚଳ ଠାରେ ଅନୁଷ୍ଟିତ ଏହି କାର୍ଯ୍ୟକ୍ରମ ରେ ଉଭୟ ଥାନା ର ସମସ୍ତ ଅଫିସର ଓ ସୋନପୁର ଜିଲ୍ଲା ପୋଲିସ ସହଯୋଗ କରିଥିଲେ l ପ୍ରକାଶ ଥାଉ କି ଯେ ଗତ ମାର୍ଚ୍ଚ ମାସ ୧୫ ତାରିଖ ରେ ମଧ୍ୟ ସହର ରେ ଶାନ୍ତି ଶୃଙ୍ଖଳା ରକ୍ଷା ଲାଗି ଉଭୟ ଥାନା ଅଞ୍ଚଳ ରେ ସ୍ଥାନୀୟ ପୋଲିସ ପକ୍ଷରୁ ଫ୍ଲାଗ ମାର୍ଚ୍ଚ କରଯାଇଥିଲା l


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like