-+91-9937148622 |

prerana_bgr@rediffmail.com |

  Thursday 30th July 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   (29-Jul-2026)       ||      ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   (29-Jul-2026)       ||      ଗୁରୁ ପୁର୍ଣିମା ଦିବସ ପାଳିତ    (29-Jul-2026)       ||      ଶ୍ରୀ ତପୋବନରେ ତହଁକ କୁଟୁମ ଗୁରୁ ପୂର୍ଣ୍ଣିମାରେ ଆଧ୍ୟାତ୍ମିକ କବିତା ଆସର   (29-Jul-2026)       ||      *କେଲିଆ ଶୈବ ପୀଠରେ ବୋଲବମ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ*   (29-Jul-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ହେପାଟାଇଟିସ ଦିବସ ପାଳିତ*- --   (29-Jul-2026)       ||      *ସାଂସ୍କୃତିକ ପଏଁରୀ ଅନୁଷ୍ଠାନ ପକ୍ଷରୁ ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳିତ*-   (29-Jul-2026)       ||      କୁମ୍ଭlରୀ ଗୁରୁ ପୀଠରେ ଗୁରୁ ପୂର୍ଣ୍ଣିମା ଉତ୍ସବ ଓ ସାର୍ବଭୌମ ଆଧ୍ୟାତ୍ମିକ ଦିବସ ମହାସମାରୋହରେ ପାଳିତ   (29-Jul-2026)       ||      *ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ାଗଡ ଜାତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆରମ୍ଭ*   (29-Jul-2026)       ||      ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   (28-Jul-2026)       ||      "ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   (28-Jul-2026)       ||      ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ    (28-Jul-2026)       ||      ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   (28-Jul-2026)       ||      ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   (28-Jul-2026)       ||      ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (28-Jul-2026)       ||      ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (28-Jul-2026)       ||      ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   (27-Jul-2026)       ||      ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   (27-Jul-2026)       ||      ପାଣି ଘେରରେ ଲୋଇସିଂହା ବ୍ଲକ    (27-Jul-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   (27-Jul-2026)       ||     

HOME   ଜିଲ୍ଲା

ଭକ୍ତଙ୍କ ୟୋରକର ରେ ବିଜେପି ବୋଲଡ ଆଉ ବିଜେଡି ରନ ଆଉଟ !.. ପ୍ରଚାର ମୈଦାନ ରେ ଭେଟେରାନ ଭକ୍ତ ଯୁବ ଓ ମହିଳା ଙ୍କ ବିପୁଳ ସମର୍ଥନ !!

10-May-2024



ନର୍ଲା (ଚିନ୍ତାମଣି ନାଏକ )
କଳାହାଣ୍ଡି ସଂସଦୀୟ କ୍ଷେତ୍ର ନର୍ଲା ବିଧାନସଭା ଆସନ ଗୋଟି ବିଭିନ୍ନ ସମୟରେ ଭିନ୍ନ ଭିନ୍ନ ଚର୍ଚ୍ଚା କୁ ଆସିଥାଏ, ନିର୍ବାଚନ ଯେତିକି ପାଖେଇ ଆସୁଛି ନିର୍ବାଚନୀ ଉତ୍ତପ୍ତ ବଢ଼ି ବଢ଼ି ଚାଲିଛି କଂଗ୍ରେସ୍ ରୁ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ବରିଷ୍ଟ ଅନୁଭବୀ ଭକ୍ତ ଚରଣ ଦାସ ନର୍ଲା ଆସନ ପାଇଁ ପ୍ରାର୍ଥୀ ହୋଇଥିବା ବେଳେ ବିଜେପି ରୁ ପୂର୍ବ ପ୍ରାର୍ଥି କୃଷକ ନେତା ଅନିରୁଦ୍ଧ ପଧାନ ଙ୍କୁ ଦଳ ଟିକେଟ ଦେଇଛି ଏହାରି ଭିତରେ ବିଜେଡି ଅନେକ ହେବି ୱେଟ୍ ଅଭିଜ୍ଞ ନେତା ଙ୍କୁ ପଛରେ ପକାଇ ବ୍ଲକ୍ ଅଧ୍ୟକ୍ଷା ମନୋରମା ମହାନ୍ତି ଙ୍କୁ ପ୍ରାର୍ଥୀ କରାଇ ମହିଳା କାର୍ଡ ଖେଳିଛି, ଏହି ପରି  ଭାବରେ ମୋଟ ବାର ଜଣ ପ୍ରାର୍ଥୀ ମଇଦାନ କୁ ଓହ୍ଲାଇଛନ୍ତି। ଏହି ଆସନରେ ବିଜେପି ମୋଦି ଗ୍ୟାରେଣ୍ଟି ଓ କୃଷକ ମାନଙ୍କୁ ନେଇ ନିର୍ବାଚନ ଲଢ଼ୁଥିବା ବେଳେ ବିଜେଡି ନେତ୍ରୀ ମନୋରମା ମହାନ୍ତି ମିଶନ ଶକ୍ତି ମହିଳା ଓ ମୁଖ୍ୟମନ୍ତ୍ରୀ ଙ୍କୁ ଆୟୁଧ କରି ଲୋକଙ୍କ ପାଖକୁ ଯାଇ ଭୋଟ ଭିକ୍ଷା କରୁଛନ୍ତି ଏଭଳି ଏକ ଗୁରୁତ୍ଵ ପୂର୍ଣ୍ଣ ଘଡି ସନ୍ଧି ମୁହୂର୍ତ୍ତରେ ଭେଟେରାନ ଭକ୍ତ ଚରଣ ଦାସ ଲଗାତାର ଭାବେ ଗୋଟିଏ ସପ୍ତାହ ଧରି ନିର୍ବାଚନ ମଣ୍ଡଳୀ ର ବିଭିନ୍ନ ଅଞ୍ଚଳ କୁ ମାରାଥନ୍ ପ୍ରଚାର କରୁଛନ୍ତି ଭୋଟ ଗ୍ରହଣ ତାରିଖ ଆଉ ମାତ୍ର ତିନି ଦିନ ଥିବା ବେଳେ ଭକ୍ତ ଦାଶ ଙ୍କ ଏଭଳି ପ୍ରଚାର ଯୁବ ଭୋଟର ଓ ଆବାଳ ବୃଦ୍ଧ ବନିତା ମାନଙ୍କୁ ଆକୃଷ୍ଟ କରିବା ସହ ବିପୁଳ  ଜନ ସମର୍ଥନ ଦ୍ରୁତ ବେଗରେ ବଢୁଥିବା ଦେଖି ବିରୋଧୀ ବିଜେପି ବିଜେଡ଼ି ଗୋଠରେ ଛନକା ପଶିଛି ଏଣୁ ଭକ୍ତ ଏକ ପ୍ରକାର ନର୍ଲା ଆସନରେ ବିଜୟ ନିଶ୍ଚିତ ବୋଲି ରାଜନୈତିକ ସମୀକ୍ଷକ ମାନେ ଆକଳନ କରିଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   29-Jul-2026
  ରାଜ୍ୟ  
ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   29-Jul-2026
  ଜିଲ୍ଲା  
ଗୁରୁ ପୁର୍ଣିମା ଦିବସ ପାଳିତ   29-Jul-2026
  ଜିଲ୍ଲା  
ଶ୍ରୀ ତପୋବନରେ ତହଁକ କୁଟୁମ ଗୁରୁ ପୂର୍ଣ୍ଣିମାରେ ଆଧ୍ୟାତ୍ମିକ କବିତା ଆସର   29-Jul-2026
  ଜିଲ୍ଲା  
*କେଲିଆ ଶୈବ ପୀଠରେ ବୋଲବମ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ*   29-Jul-2026
  ଜିଲ୍ଲା  
*ଜିଲ୍ଲା ସ୍ତରୀୟ ବିଶ୍ୱ ହେପାଟାଇଟିସ ଦିବସ ପାଳିତ*- --   29-Jul-2026
  ଜିଲ୍ଲା  
*ସାଂସ୍କୃତିକ ପଏଁରୀ ଅନୁଷ୍ଠାନ ପକ୍ଷରୁ ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳିତ*-   29-Jul-2026
  ଜିଲ୍ଲା  
କୁମ୍ଭlରୀ ଗୁରୁ ପୀଠରେ ଗୁରୁ ପୂର୍ଣ୍ଣିମା ଉତ୍ସବ ଓ ସାର୍ବଭୌମ ଆଧ୍ୟାତ୍ମିକ ଦିବସ ମହାସମାରୋହରେ ପାଳିତ   29-Jul-2026
  ଜିଲ୍ଲା  
*ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ାଗଡ ଜାତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆରମ୍ଭ*   29-Jul-2026
  ଜିଲ୍ଲା  
ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   28-Jul-2026
  ଜିଲ୍ଲା  
"ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   28-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ   28-Jul-2026

You Might Also Like