-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ରାଜନୀତି

କନ୍ଧମାଳରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ବାଚନ ସଭା: ବିରୋଧୀଙ୍କ ଆତ୍ମ ପ୍ରଚାରରୁ ଦୂରେଇ ରହିବାକୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆହ୍ବାନ

10-May-2024



କନ୍ଧମାଳ:(ସୁଶିଲ କୁମାର ପାଣିଗ୍ରାହୀ):  ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଫୁଲବାଣୀ ଠାରେ ନିର୍ବାଚନ ସଭାରେ ଯୋଗ ଦେଇଛନ୍ତି। କନ୍ଧମାଳ ଷ୍ଟାଡିୟମ ଠାରେ ଏକ ବିଶାଳ ଜନସଭାକୁ ସମ୍ବୋଧିତ କରି ବିଜୁ ଜନତା ଦଳକୁ ବିଜୟୀ କରିବା ପାଇଁ ନିବେଦନ କରିଛନ୍ତି। ଗତ ୨୫ ବର୍ଷ ଧରି କ୍ରମାଗତ ଭାବେ ରାଜ୍ୟରେ ବିକାଶ ପ୍ରକ୍ରିୟା ଜାରୀ ରହିଥିବା ସହ ଏହି ପ୍ରକ୍ରିୟାକୁ ତ୍ବରାନ୍ବିତ ପାଇଁ ଷଷ୍ଠ ଥର ପାଇଁ ବିଜେଡିକୁ କ୍ଷମତାକୁ ଆଣିବା ପାଇଁ ନିବେଦନ କରିଥିଲେ। ଏହାସହିତ ବିରୋଧୀଙ୍କ ଆତ୍ମ ପ୍ରଚାରରୁ ଦୂରେଇ ରହିବାକୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆହ୍ବାନ ଦେଇଥିଲେ। ୫-ଟି ଅଧ୍ୟକ୍ଷ ଭି କେ ପାଣ୍ଡିୟନ ସମ୍ବୋଧନ ଦେଇ ନବୀନଙ୍କୁ ବିକାଶ ପୁରୁଷ ବୋଲି ଅଭିହିତ କରିଥିଲେ। ବିରୋଧୀ ଦଳ ମାନଙ୍କ ପ୍ରତି କଟାକ୍ଷ କରି ସେମାନେ କେବଳ କଥାରେ କୁହନ୍ତି, ନବୀନ ପଟ୍ଟନାୟକ କାମ କରି ଦେଖାନ୍ତି ବୋଲି କହିଥିଲେ ପାଣ୍ଡିଆନ। ବିଜେପି ୨୦୧୪ରେ ଦେଇଥିବା କୌଣସି ପ୍ରତିଶୃତି ପାଳନ କରିନାହିଁ ବୋଲି ସେ କହିଥିଲେ। ଏହି ଜନସଭାରେ

କନ୍ଧମାଳ ଲୋକସଭା ଆସନ ପାଇଁ ଦଳୀୟ ପ୍ରାର୍ଥୀ ଅଚ୍ୟୁତା ନନ୍ଦ ସାମନ୍ତଙ୍କ ସହିତ ସମସ୍ତ ସାତଟି ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀମାନେ ଯୋଗ ଦେଇ ଭୋଟ ଭିକ୍ଷା କରିଥିଲେ। ମୁଖ୍ୟମନ୍ତ୍ରୀ ପ୍ରାୟ ଏକ ଘଣ୍ଟା ବିଳମ୍ବରେ ଏଠାରେ ପହଞ୍ଚି ଥିଲେ। ବର୍ଷା ସତ୍ତ୍ବେ ହଜାର ହଜାର ଲୋକ ମୁଖ୍ୟମନ୍ତ୍ରୀଙ୍କୁ ଦେଖିବା ପାଇଁ ଅପେକ୍ଷା କରି ରହିଥିଲେ। ଜିଲା ପରିଷଦ ଅଧ୍ୟକ୍ଷା ନନ୍ଦିନୀ ମଲ୍ଲିକ ସ୍ବାଗତ ଭାଷଣ ଦେଇଥିବା ବେଳେ ଜିଲା ବିଜେଡି ସଭାପତି ଅଙ୍ଗଦ କହଁର ଧନ୍ୟବାଦ ଅର୍ପଣ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜିଲା ପର୍ଯ୍ୟବେକ୍ଷକ ବିଜୟ ନାୟକ ଓ ସମଗ୍ର ଜିଲ୍ଲାର ଦଳୀୟ କର୍ମକର୍ତ୍ତା ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like