-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର: ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ସାମ୍ବାଦିକଙ୍କୁ କଟକଣା

10-May-2024



ବଲାଙ୍ଗୀର(ପ୍ରେରଣା ଖବର ବ୍ୟୁରୋ ): ଆସନ୍ତାକାଲି ୧୧ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିର୍ବାଚନୀ ପ୍ରଚାରରେ ବଲାଙ୍ଗୀର ଆସିବେ। ବିଜେପି ଦଳ ପକ୍ଷରୁ ସମସ୍ତ ବନ୍ଦୋବସ୍ତ ସରିଯାଇଛି।ଯାନବାହାନ ଗୁଡ଼ିକ ଶାନ୍ତିପଡ଼ା ଛକ ପର୍ଯ୍ୟନ୍ତ ଆସି ପାରିବ। ସେଠାରୁ ପଥାରଚେପା ସଭାସ୍ଥଳୀ ପର୍ଯ୍ୟନ୍ତ ଚାଲି ଚାଲି ଯିବାକୁ ହେବ ବୋଲି ବିଜେପି ଦଳର ଜିଲ୍ଲା ସଭାପତି ଶିବାଜି ମହାନ୍ତି ସାମ୍ବାଦିକ ସମ୍ମିଳନୀରେ ସୂଚାଇ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଦେଖିବେ ଏବଂ ତାଙ୍କ ଭାଷଣ ଶୁଣିବା ପାଇଁ ଉତ୍ସାହୀ ଲୋକେ ବହୁମାତ୍ରାରେ ଆସିବେ।ବଲାଙ୍ଗୀରରେ ପ୍ରଚଣ୍ଡ ରୌଦ୍ର ତାପ ଥିବା ବେଳେ ଲୋକେ ଏତେ ଭୀଷଣ ଖରାରେ ସଭାସ୍ଥଳୀକୁ ଯିବା କଷ୍ଟକର। ଖରାର ପ୍ରକୋପକୁ ଆଖି ଆଗରେ ରଖି ସରକାର ସ୍କୁଲ କଲେଜ ଛୁଟି ଦେବା ସହ ଦିନ ୧୧ ରୁ ୩ ଟା ପର୍ଯ୍ୟନ୍ତ ଘରୁ ବାହାରକୁ ନ ବାହାରିବା ପାଇଁ ତାଗିଦ୍ କରିଛନ୍ତି। କିନ୍ତୁ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ସବୁ ମାଫ୍।
ଦୁଇ ଦିନ ପୂର୍ବରୁ ବଲାଙ୍ଗୀର ସାମ୍ବାଦିକ ମାନଙ୍କୁ ଜିଲ୍ଲା ବିଜେପି ପକ୍ଷରୁ ସାମ୍ବାଦିକ ସମ୍ମିଳନୀରେ ଡକାଗଲା। ପ୍ରଧାନମନ୍ତ୍ରୀଙ୍କ ଗସ୍ତ କିଭଳି ସୁରୁଖୁରୁରେ ହେବ ସୂଚନା ଦିଆଗଲା।କିନ୍ତୁ ପ୍ରଧାନମନ୍ତ୍ରୀଙ୍କ ସଭାସ୍ଥଳୀକୁ ଅନେକ ସାମ୍ବାଦିକଙ୍କୁ ଯିବା ପାଇଁ ପ୍ରତିବନ୍ଧକ ଲାଗିଗଲା।ଚଳିତ ନିର୍ବାଚନରେ ସାମ୍ବାଦିକଙ୍କୁ ଉଚିତ୍ ସମ୍ମାନ ମିଲୁ ନ ଥିବା ପରିଲକ୍ଷିତ ହୁଏ।ସାମ୍ବାଦିକଙ୍କୁ ଅଣଦେଖା କରାଯାଉଥିବାରୁ ସାମ୍ବାଦିକ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ସାମ୍ବାଦିକ ମାନଙ୍କ ମଧ୍ୟରେ ପାତରଅନ୍ତର ନୀତି ବ୍ୟବହାର କରାଯାଉଛି।ଯାହାକି ରାଜନୀତିକ ଦଳ ପାଇଁ ଶୁଭଙ୍କର ନୁହେଁ। ସୂଚାଇ ଦିଆଯାଉଛି, ଅଣଦେଖା କରାଯାଇଥିବା ସାମ୍ବାଦିକ ମାନଙ୍କ ପାଖରେ ମଧ୍ୟ କଲମ ଅଛି।ଏଣୁ ସାଧୁ ସାବଧାନ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like