-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ବିଜେଡି ରାଜ୍ୟ ସାଧାରଣ ସମ୍ପାଦକ ଓ ଜିଲ୍ଲା ସଂଯୋଜକଙ୍କୁ ସମ୍ବର୍ଦ୍ଧନା

11-May-2024



ସିନ୍ଧେକେଲା// ବିଜୁ ଜନତା ଦଳର ଶୀର୍ଷ ନେତୃତ୍ୱ ପକ୍ଷରୁ ଗତ କିଛିଦିନ ତଳେ ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କଣ୍ଟାବାଞ୍ଜି ନିବାସୀ ଆନନ୍ଦ ଅଗ୍ରୱାଲ , ଉକ୍ତ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସିନ୍ଧେକେଲା ଗ୍ରାମର ସୁବାଷ ଜୈନଙ୍କୁ ବିଜେଡିର ଅପ୍ରବାସୀ ପ୍ରକୋଷ୍ଠରେ ରାଜ୍ୟ ସାଧାରଣ ସମ୍ପାଦକ ଓ ପାଟଣାଗଡ଼ ର ସୁନିଲ ଗୋୟଲ ଙ୍କୁ ଜିଲ୍ଲା ସଂଯୋଜକ ଦାୟିତ୍ୱ ପ୍ରାପ୍ତ ହୋଇଥିବାରୁ ସିନ୍ଧେକେଲା ଶିବ ମନ୍ଦିର ନିକଟରେ ଏକ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ସରପଞ୍ଚ ନରେଶ ଅଗ୍ରୱାଲଙ୍କ ଦ୍ଵାରା ପରିଚାଳିତ କାର୍ଯ୍ୟକ୍ରମରେ ସ୍ଥାନୀୟ ତେରାପଂଥ ସଭା ଅଧ୍ୟକ୍ଷ ବଜରଙ୍ଗ ଜୈନ , ପୂର୍ବତନ ଅଧ୍ୟକ୍ଷ ଫୁଲଚନ୍ଦ ଜୈନ , ବଣିକ ସଂଘର ପୂର୍ବତନ ସଭାପତି ରାମ ଅବତାର ଜୈନ , ଯୁବ ବିଜେଡି ବ୍ଲକ ସଭାପତି ଭକ୍ତବନ୍ଧୁ ବେହେରା , ବିଜେଡି ବ୍ଲକ ମହିଳା ନେତ୍ରୀ ଅନିତା ଦଣ୍ଡସେନା , ମାରବାଡ଼ି ଯୁବାମଞ୍ଚ ସଭାପତି ଅମିତ ଜୈନ , ବଣିକ ସଙ୍ଘ ସହ ସମ୍ପାଦକ ଅନିଲ ତ୍ରିପାଠୀ , ସାମ୍ବାଦିକ ଦିନେଶ ଜୈନ ପ୍ରମୁଖ ଅତିଥି ଭାବେ ଯୋଗଦେଇ ଉକ୍ତ ଦାୟିତ୍ୱ ଗ୍ରହଣ କରିଥିବା ତିନିଜଣ ଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ । ଆମ ଅଞ୍ଚଳରୁ ସୁବାଷ ଜୈନ ରାଜ୍ୟ ସାଧାରଣ ସମ୍ପାଦକ ଦାୟିତ୍ୱ ପାଇଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ , ୫ ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ , ସଂଗଠନ ସାଧାରଣ ସମ୍ପାଦକ ବବି ଦାସ ଓ ଅପ୍ରବାସୀ ପ୍ରକୋଷ୍ଠ ର ଅଧ୍ୟକ୍ଷ ନନ୍ଦ ଲାଲ ସିଂ ଓ ପୂର୍ବତନ କଣ୍ଟାବାଞ୍ଜି ବିଧାୟକ ଆୟୁବ ଖାଁ ଙ୍କୁ କୃତଜ୍ଞତା ଜ୍ଞାପନ କରିଥିଲେ । ପୂର୍ବତନ ଜିଲ୍ଲା ପରିଷଦ ସଦସ୍ୟ ସନ୍ତୋଷ ନାଏକ ମଞ୍ଚ ପରିଚାଳନା କରିଥିବାବେଳେ ଅନ୍ୟମାନଙ୍କ ମଧ୍ୟରେ ବିଜେଡି ନେତା ବାବୁଲାଲ ଅଦା , ଦେବରାଜ ଦଣ୍ଡସେନା , ସଞ୍ଜୟ ବାଗ , ଚନ୍ଦନ , ୱାର୍ଡ ସଭ୍ୟ ନୂତନ ସାହୁ , ଘୁଟୁ ପାଣ୍ଡିଆ , ପ୍ରବେଶ ଜୈନ , ରାଜେନ୍ଦ୍ର ସାହୁ , ଆନନ୍ଦ ଜୈନ , ପ୍ରୀତମ ଜୈନ , ନାରାୟଣ ଜୈନ , ପ୍ରକାଶ ଜୈନ , କିରୋଡି ଜୈନ , ପବିତ୍ର ରଣା , ଝରିଆଲ ପୂର୍ବତନ ସରପଞ୍ଚ ଗୋପୀ ସାହୁ , ଅର୍ସାତୁଲା ପୂର୍ବତନ ସରପଞ୍ଚ ନିତ୍ୟା କୁମ୍ଭାର , ଲଳିତ ସାହୁ , ଭଗବାନ ତାଣ୍ଡି ପ୍ରମୁଖ ସାମିଲ ହୋଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like