-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ରାଜନୀତି

ବିଜୟ ସଂକଳ୍ପ ସମାବେଶରେ ନବୀନଙ୍କୁ ଟାର୍ଗେଟ କଲେ ପ୍ରଧାନମନ୍ତ୍ରୀ ମୋଦୀ ନବୀନ ତାଙ୍କ ନିର୍ବାଚନ ମଣ୍ଡଳୀ ର ୧୦ ଟି ଗାଁ ର ନାଁ କହି ପାରିବେ ନି , ଏପରି ମୁଖ୍ୟମନ୍ତ୍ରୀ ଙ୍କୁ ବାଜା ବଜାଇ ବିଦା କରନ୍ତୁ

11-May-2024



ବଲାଙ୍ଗିର (ଚିତ୍ରସେନ ବେହେରା) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୁଇ ଦିନିଆ ଓଡିଶା ଗସ୍ତରେ ଗତ ରାତିରେ ଭୁବନେଶ୍ବର ରେ ବିଶାଳ ରୋଡ ସୋ ପରେ ଆଜି ଫୁଲବାଣୀ , ବଲାଙ୍ଗିର ଓ ବରଗଡ ଠାରେ ବିଜେପି ତରଫରୁ ଶ୍ରୀ ମୋଦୀ ଙ୍କୁ ଭବ୍ୟ ସ୍ଵାଗତ ଓ ସମ୍ବର୍ଦ୍ଧନା ଦିଆଯାଇଛି l ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବଲାଙ୍ଗିର ଗସ୍ତରେ ଆସି ସ୍ଥାନୀୟ ପଥର ଚେପl ଠାରେ ଅନୁଷ୍ଠିତ ବିଜୟ ସଂକଳ୍ପ ସମାବେଶକୁ ସମ୍ବୋଧିତ କରିଥିଲେ l ପ୍ରଥମରେ ବାୟୁ ସେନାର ଏକ ସ୍ଵତନ୍ତ୍ର ବିମାନରେ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ସମାବେଶ ସ୍ଥଳରେ ପହଂଚିବା ପରେ ବିଜେପି ର ବିଧାୟକ ଓ ସାଂସଦ ପ୍ରାର୍ଥୀ, କର୍ମକର୍ତ୍ତା ଓ ସମବେତ ଜନତା ତାଙ୍କୁ ସ୍ୱାଗତ କରିଥିଲେ l ଶ୍ରୀ ମୋଦୀ ଓଡ଼ିଆ ଅସ୍ମିତା ଉପରେ ପ୍ରଶ୍ନ ଉଠାଇ ଓଡ଼ିଆ ଅସ୍ମିତା ଏବେ ସଙ୍କଟରେ ବୋଲି କହିବା ସହ ଓଡିଶାବାସୀ ଓଡ଼ିଆ ଲୋକଙ୍କ କଥା ବୁଝୁ ନ ଥିବା ଜଣେ ବ୍ୟକ୍ତି ଙ୍କୁ ଭୋଟ ରେ ପ୍ରତ୍ୟାଖ୍ୟାନ କରନ୍ତୁ ବୋଲି କହିଥିଲେ l ମୋଦୀ ନିଜର ଅଭିଭାଷଣ ରେ ସିଧାସଳଖ ନିଶାନl କରିଥିଲେ ନବୀନଙ୍କୁ lନବୀନ ତାଙ୍କ ନିର୍ବାଚନ ମଣ୍ଡଳୀ ର ୧୦ ଟି ଗାଁ ର ନାଁ କହି ପାରିବେ ନି , ଏପରି ମୁଖ୍ୟମନ୍ତ୍ରୀ ଙ୍କୁ ବାଜା ବଜାଇ ବିଦା କରନ୍ତୁ । ବିଜେଡ଼ି ର କାଉଣ୍ଟଡାଉନ ଆରମ୍ଭ ହୋଇଯାଇଛି l ଆସନ୍ତା ଜୁନ ୧୦ ରେ ଓଡ଼ିଶାରେ ବିଜେପି ଶପଥ ଗ୍ରହଣ କରିବ ଓ ଜଣେ ଓଡ଼ିଆ ବ୍ଯକ୍ତି ମୁଖ୍ୟମନ୍ତ୍ରୀ ହେବ ବୋଲି ଦୃଢୋକ୍ତି ପ୍ରକାଶ କରିଥିଲେ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ lଓଡ଼ିଶାରେ ଡାବଲ

ଇଞ୍ଜିନ୍ ସରକାର ଆସିଲେ ସମୃଦ୍ଧି ଆସିବ ଓ ଏହା ମୋଦୀ ଙ୍କ ଗେରେଣ୍ଟି ବୋଲି କହିଥିଲେ lଅନ୍ୟ ମାନଙ୍କ ମଧ୍ୟରେ ବଲାଙ୍ଗିର ବିଜେପି ସାଂସଦ ପ୍ରାର୍ଥୀ ସଂଗୀତା ସିଂହଦେଓ, ବଲାଙ୍ଗିର ବିଧାୟକ ପ୍ରାର୍ଥୀ ଗୋପଲଜୀ ପାଣିଗ୍ରାହୀ, ଲୋଇସିଂହା ବିଧାୟକ ପ୍ରାର୍ଥୀ ଡ .ମୁକେଶ ମହାଲିଙ୍ଗ, ପାଟଣାଗଡ ବିଧାୟକ ପ୍ରାର୍ଥୀ କନକ ବର୍ଦ୍ଧନ ସିଂହଦେଓ, କଣ୍ଟାବାଞ୍ଜି ବିଧାୟକ ପ୍ରାର୍ଥୀ ଲକ୍ଷ୍ମଣ ବାଗ , ଟିଟିଲାଗଡ଼ ବିଧାୟକ ପ୍ରାର୍ଥୀ ନବୀନ ଜୈନ ଓ ସୋନପୁର ବିଧାୟକ ପ୍ରାର୍ଥୀ ପ୍ରମୋଦ ମହାପାତ୍ର ,ବିଜେପି ଜିଲ୍ଲା ସଭାପତି ଶିବାଜୀ ମହାନ୍ତି ପ୍ରମୂଖ ଉଦବୋଧନ ଦେଇ ୨୪ବର୍ଷ ର ଏହି ଅହଂକାରୀ ସରକାର ବଦଳିବା ଦରକାର ବୋଲି କହିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like