-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀରରେ ବ୍ରାହ୍ମଣସମାଜ ପକ୍ଷରୁ ଭଗବାନ ପର୍ଶୁରାମ ଜୟନ୍ତି,ସହରରେ ବିଶାଳ ଶୋଭାଯାତ୍ରା

11-May-2024



ବଲାଙ୍ଗୀର,-ଶୁକ୍ରବାର ଦିନ ଭଗବାନ ପଶ୍‌ର୍ୁରାମଙ୍କ ଜନ୍ମଜୟନ୍ତି ଉପଲକ୍ଷେ ଉପଲକ୍ଷେ ବଲାଙ୍ଗୀର ଜିଲ୍ଲା ବ୍ରାହ୍ମଣସମାଜ ପକ୍ଷରୁ ଏକ ବିଶାଳ ଶୋଭା୍‌ଯାତ୍ରା ଅନୁଷ୍ଠିତ ହୋଇଯାଇଛି । ସକାଳେ ପ୍ରଥମେ ଭଗବାନ ପର୍ଶୁରାମଙ୍କ ପୂଜାର୍ଚ୍ଚନା କରାଯାଇଥିଲା । ସଂଧ୍ୟାରେ ସ୍ଥାନୀୟ ନରସିଂହ ମନ୍ଦିରଠାରୁ ହଜାର ସଂଖ୍ୟାରେ ବ୍ରାହ୍ମଣ ପୁରୁଷ/ମହିଳା ସହରରେ ଶୋଭାଯାତ୍ରା କରିଥିଲେ । ବଲାଙ୍ଗୀର ଜିଲ୍ଲା ବ୍ରାହ୍ମଣସମାଜର ସଭାପତି ଧନଞ୍ଜୟ ମିଶ୍ର,ନଗର ସଭାପତି ନରେନ୍ଦ୍ର ଆଚାର୍ଯ୍ୟ,ସୁଧିର ଆଚାର୍ଯ୍ୟ,କିଶୋର ପୁରୋହିତଙ୍କ ନେତୃତ୍ୱରେ ହଜାର ସଂଖ୍ୟାରେ ବ୍ରାହ୍ମଣ ପୁରୁଷ/ମହିଳା ଶୋଭାଯାତ୍ରାରେ ବାହାରି ଦୁର୍ଗାମନ୍ଦିରଛକ,ପାଟଣେଶ୍ୱରୀମନ୍ଦିର,ସମଲେଶ୍ୱରୀମନ୍ଦିର,ଦୈନିକ ବଜାର,ବିକ୍ରମଛକ,ପିପିଏକାଡେମୀଛକ,ରୁଗୁଡିପଡାଛକ,କଚେରୀଛକଦେଇ ପୁଣି ନରସିଂହ ମନ୍ଦିରକୁ ପହଞ୍ଚିଥିଲା । ବାଜାଗଜା ସହିତ ବ୍ରାହ୍ମଣଯୁବକମାନଙ୍କ ପର୍ଶୁଖେଳ ବେଶ ଆକର୍ଷଣିୟ ହୋଇଥିଲା । ଭଗବାନ ପଶ୍‌ୁର୍ରାମ କି ଜୟ ଧ୍ୱନୀରେ ସହର କମ୍ପିଉଠିଥିଲା । ଏହି କାର୍ଯ୍ୟକ୍ରମରେ ବିଜେଡିର ବରିଷ୍ଠନେତା ଅନଙ୍ଗଉଦୟ ସିଂଦେଓ,ବରିଷ୍ଠ ଆଇନଜୀବି ଅମରେନ୍ଦ୍ର ମିଶ୍ର,ଭାଜପାନେତା ଗୋପାଳଜୀ ପାଣିଗ୍ରାହୀ ମଧ୍ୟ ସାମିଲ ହୋଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ବ୍ରାହ୍ମଣସମାଜର ଡ.ଶ୍ରୀକର ମିଶ୍ର,ପ୍ରଭାକର ମିଶ୍ର,ସୁଧିର ଚାନ୍ଦ,ପର୍ଶୁରାମ ନାୟକ,ଗୋପବନ୍ଧୁ ଶତପଥି,ଜୟରାମ ମିଶ୍ର,କିଶୋର ରଥ,ଆର୍ତ୍ତତ୍ରାଣ ଯୋଷୀ,ଲାଲମୋହନ ପଣ୍ଡା,ବିଶ୍ୱମୟ ପୂଜାହାରୀ,ଅଶୋକ ତ୍ରୀପାଠୀ,କମ୍ବୁପାଣି ପୂଜାହାରୀ,ସଂକିର୍ତ୍ତନ ତ୍ରୀପାଠୀ,ଅଚ୍ୟୁତ ପୁରୋହିତ,ଆକାଶ ପଣ୍ଡା,ମୂରଲିଧାରୀ ପତି,ନୀମା ପାଢୀ,ପିଣ୍ଟୁ ପୁରୋହିତ,ପ୍ରବୀଣ ପଣ୍ଡା,ସାନନ୍ଦ ମିଶ୍ର,ସୁଭାଶ ନନ୍ଦ,ସୁନିଳ ମିଶ୍ର,କାହ୍ନା ଶତପଥି,ସଂଜୟ ଷଢଙ୍ଗୀ,ପବିତ୍ରକୁମାର ଦାସ,ସୌମ୍ୟରଂଜନ ମିଶ୍ର ପ୍ରମୁଖଙ୍କ ସହ ହଜାର ସଂଖ୍ୟାରେ ଲୋକ ଯୋଗଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like