-+91-9937148622 |
prerana_bgr@rediffmail.com |
Sunday 26th April 2026 |
R.N.I. Regd No. ODIODI/2010/46693
Breaking News
11-May-2024
ଖୋଲାଯାଉନାହିଁ ବୋଲି ପ୍ରଶ୍ନ କରିଛନ୍ତି। ଶ୍ରୀମନ୍ଦିର ରତ୍ନଭଣ୍ଡାରର ମୂଲ୍ୟାୟନ ୪୫ବର୍ଷ ତଳେ ହୋଇଥିଲା। ଗତ ୪୦ବର୍ଷ ହେଲାଣି ରତ୍ନଭଣ୍ଡାର ଖୋଲାଯାଇନାହିଁ। ରତ୍ନଭଣ୍ଡାର ଚାବି ଗତ ୬ବର୍ଷ ହେଲାଣୀ ମିଳୁନି। ଶ୍ରୀଜଗନ୍ନାଥଙ୍କ ଅମୂଲ୍ୟ ଭଣ୍ଡାରର ଚାବି ବି ସମ୍ଭାଳି ପାରୁନାହାଁନ୍ତି ରାଜ୍ୟ ସରକାର। ଚାବି ଗଲା କୁଆଡେ, କାହା ପାଖକୁ ଗଲା, ଡୁପ୍ଲିକେଟ ଚାବି କେଉଁଠୁ ଆସିଲା ଏସବୁ ସମ୍ପର୍କରେ ଲୋକଙ୍କର ଜାଣିବାର ଅଧିକାର ଅଛି। ଚାବି ହଜିବା ଠାରୁ ଡୁପ୍ଲିକେଟ ଚାବି ତିଆରି କରିବା ଗମ୍ଭୀର ବିଷୟ। ଏସମ୍ପର୍କରେ କମିଶନ ବସିଲା, ହେଲେ କମିଶନଙ୍କ ରିପୋର୍ଟ ସାର୍ବଜନୀନ କରାଗଲା ନାହିଁ। ରାଜ୍ୟ ସରକାର ଏସମ୍ପର୍କରେ କାହିଁକି ଚୁପ୍। କାହା ପାପ ଘୋଡାଇବାକୁ ପ୍ରୟାସ କରାଯାଉଛି। ରାଜ୍ୟରେ ବିଜେପି ସରକାର ଆସିଲେ ରତ୍ନଭଣ୍ଡାର ମର୍ଯ୍ୟାଦା ପ୍ରତିଷ୍ଠା ହେବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ଏହି ବିଶାଳ ସମାବେଶରେ କନ୍ଧମାଳ ସାଂସଦ ସୁକାନ୍ତ ପାଣିଗ୍ରାହୀଙ୍କ ସମେତ ଫୁଲବାଣୀ, ଜି. ଉଦୟଗିରି ଓ ବାଲିଗୁଡାର ବିଧାୟକ ପ୍ରାର୍ଥୀଙ୍କ ସମେତ ସମସ୍ତ ସଦସ୍ୟ, କର୍ମୀ ଓ ହଜାର ହଜାର ସମର୍ଥକଙ୍କ ସମାଗମ ହୋଇଥିଲା l