-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ନିର୍ବାଚନ କାମରେ ଆସି ଦୁର୍ଘଟଣାରେ ଚାଲିଗଲା ଜୀବନ

11-May-2024



ନବରଙ୍ଗପୁର (ମିହିର ଶଙ୍କର ପାତ୍ର,)
ନିର୍ବାଚନ କାମରେ ଆସି ଦୁର୍ଘଟଣାରେ ଚାଲିଗଲା ଜୀବନ । ଏଭଳି ଅଭାବନୀୟ ଓ ଦୁଃଖଦ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା ଉମରକୋଟରେ।ନିର୍ବାଚନ ପାଇଁ ପୋଲିଂ ପାର୍ଟି ସହ ଉମରକୋଟ ସ୍ବାମୀ ବିବେକାନନ୍ଦ ବିଦ୍ୟା ମନ୍ଦିର ବୁଥ ନଂ ୧୯୬କୁ ନିର୍ବାଚନ ପାଇଁ ଆସିଥିଲେ । ମୃତ ପୋଲିଂ ଅଧିକାରୀ ଜଣକ ହେଲେ ଅଲେଖ ରନ୍ଧାରି।ମୃତ ଅଲେଖ ରନ୍ଧାରି ବସରୁ ଓହ୍ଲାଇ ବୁଥକୁ ଯିବା ସମୟରେ ପଛପଟୁ ବାଇକ୍ ଧକା ଦେଇଛି ।ଫଳରେ ସେ ଗୁରୁତର ହୋଇ ପଡ଼ିଥିଲେ । ଅଲେଖଙ୍କୁ ସଙ୍ଗେ ସଙ୍ଗେ ଉମରକୋଟ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । କିନ୍ତୁ ଚିକିତ୍ସା ସମୟରେ ତାଙ୍କର ମୃତ୍ୟୁ ଘଟିଥିଲା । ଅଲେଖଙ୍କ ଘର ନବରଙ୍ଗପୁର ଜିଲ୍ଲା କୋଷାଗୁମୁଡ଼ା ବ୍ଲକ କକୁଡ଼ି ସେମଳା ଗ୍ରାମରେ ବୋଲି ଜଣାପଡ଼ିଛି । ସେ ସେହି ଗାଁର ବିଦ୍ୟାଳୟରେ ପିଅନ ଭାବରେ କାମ କରୁଥିଲେ । ଆଜି ସେ ସରକାରୀ ଉନ୍ନତ ଉଚ୍ଚ ସ୍ବାମୀ ବିବେକାନନ୍ଦ ବିଦ୍ୟା ମନ୍ଦିର ଉମରକୋଟକୁ ନିର୍ବାଚନ କାମରେ ଆସିଥିଲେ ।ଆସିବା ସମୟରେ ଦୁର୍ଘଟଣା ରେ ତାଙ୍କ ଜୀବନ ଚାଲିଗଲା।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like