-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ଦୟନୀୟ ଅବସ୍ଥାରେ ଠାକୁରପୁର ରାସ୍ତା, ଲୋକଙ୍କ ଯିବା ଆସିବା ରେ ହେଉଛି ଅସୁବିଧା

11-May-2024



ବୀରମହାରାଜପୁର( ବିନୋଦ ପାଣ୍ଡେ):  ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ପିତମହୁଲ  ପଞ୍ଚାୟତ ଅନ୍ତର୍ଗତ ଠାକୁରପୁର ଗ୍ରାମକୁ ସଂଯୋଗ କରୁଥିବା ରାସ୍ତାଟି ବିପଦପୂର୍ଣ୍ଣ ତଥା ଦୟନୀୟ ଅବସ୍ଥାରେ ପଡ଼ିରହିଛି। ଉକ୍ତ ରାସ୍ତାଟି ବୀରମହାରାପୁର -  କଦଳିଗଡ ମୁଖ୍ୟ ରାସ୍ତା  ଠାରୁ ଠାକୁରପୁର  ଦେଇ ଅନୁଗୋଳ ଜିଲ୍ଲା କିଆକଟା  ପଞ୍ଚୟତ  ଅନ୍ତର୍ଗତ ଶଙ୍ଖମାଳ ଗ୍ରାମ ଦେଇ ବୌଦ୍ଧ ଓ ଆଠମଲ୍ଲିକ କୁ ସଂଯୋଗ କରିଥାଏ। ଏହି ରାସ୍ତା ଦେଇ ପ୍ରତ୍ୟେକ ଦିନ ବହୁ ଜନସାଧାରଣ ତଥା ଛାତ୍ରଛାତ୍ରୀ ମାନେ ଯିବା ଆସିବା କରି ଥାନ୍ତି। ଏଭଳି ଦୟନୀୟ ରାସ୍ତା ଯୋଗୁଁ ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଥିବା ଅଭିଯୋଗ ହେଉଛି।‌ ବିଭିନ୍ନ ସମୟରେ ଏହି ରାସ୍ତା ଉପରେ ଛୋଟ ବଡ ଦୁର୍ଘଟଣା ଶିକାର ହେଉଥିବା ସ୍ଥାନୀୟ ଲୋକମାନେ କହିଛନ୍ତି।   ଠାକୁରପୁର ଓ ଶଙ୍ଖମାଳ ମଧ୍ୟରେ ଥିବା କେରଣ୍ଡିଯୋର  ପୋଲ ଉପରେ ୨୦୨୧ମସିହା ରେ ବିଜୁ ସେତୁ ଯୋଜନାରେ ୭ କୋଟି ୪୬ ଲକ୍ଷ ୯୪ହଜାର ଟଙ୍କା ବ୍ୟୟ ରେ ବିଜୁ ସେତୁ ନିର୍ମାଣ ହୋଇଛି। କିନ୍ତୁ ସେତୁ ର ଉଭୟ  ପାଶ୍ୱ ରାସ୍ତା ଅସମ୍ପୂର୍ଣ୍ଣ  ଭାବେ ପଡି ରହିଛି । ଠିକାଦାର ଓ ଯନ୍ତ୍ରୀଙ୍କ ମଧୁ ଚନ୍ଦ୍ରିକା ଯୋଗୁଁ ଉଭୟ ପାର୍ଶ୍ବର ରାସ୍ତା ନିମ୍ନ ମାନର ଓ ଅସମ୍ପୂର୍ଣ୍ଣ ଅବସ୍ଥାରେ ପଡ଼ିରହିଛି।‌ ଏନେଇ ବିଭାଗୀୟ ଅଧିକାରୀଙ୍କୁ ଉକ୍ତ ରାସ୍ତା ଉପରେ ସ୍ଥାନୀୟ ଲୋକେ ଦୃଷ୍ଟି ଆକର୍ଷଣ କରିଥିଲେ ମଧ୍ୟ ତାହା ଆଜି ପର୍ଯ୍ୟନ୍ତ କାର୍ଯ୍ୟକ୍ଷମ ହୋଇପାରିନାହିଁ। ଠାକୁରପୁର  ରାସ୍ତା ଓ ଶଙ୍ଖମାଳ ରୁ ସେତୁ ପର୍ଯ୍ୟନ୍ତ ରାସ୍ତା ଶୋଚନୀୟ ହୋଇପଡିଛି। ଠାକୁରପୁର ରାସ୍ତା କାଦୁଅ ପଚ୍ ପଚ୍ ହୋଇଥିବାବେଳେ ଶଙ୍ଖମାଳ ରୁ ସେତୁ ପର୍ଯ୍ୟନ୍ତ ରାସ୍ତା ମେଟାଲ ବାହାରି ପଡ଼ିଛି। ଏହି ରାସ୍ତା ଦେଇ ଡୁଲେଶ୍ୱର ହାଇସ୍କୁଲ କୁ ଛାତ୍ର ଛାତ୍ରୀ ପାଠ ପଢି ଯାଉଥିବା ବେଳେ ଶହ ଶହ ଲୋକ ଯିବା ଆସିବା କରୁଛନ୍ତି। ସାମାନ୍ୟ ବର୍ଷା ରେ ମଧ୍ୟ ରାସ୍ତା ଟି କାଦୁଅ ହୋଇ ଯାଉଥିବାରୁ ଛାତ୍ର ଛାତ୍ରୀ, ଲୋକମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବେଳେ ବେଳେ ସାଇକଲ ଓ ମୋଟର ସାଇକଲ ରୁ ଲୋକମାନେ ପଡ଼ିଯିବର୍ ଦେଖିବା


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like