-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ରାଜନୀତି

ଆଜି ସିନ୍ଧେକେଲା ଆସିବେ ମୁଖ୍ୟମନ୍ତ୍ରୀ

12-May-2024



ସିନ୍ଧେକେଲା(ଦୀନେଶ ଜୈନ ): କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀରେ ବିଜେଡି ପକ୍ଷରୁ ନିଜେ ପ୍ରାର୍ଥୀ ହୋଇଥିବା ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସିନ୍ଧେକେଲା ଗସ୍ତରେ ଆସୁଛନ୍ତି । ସ୍ଥାନୀୟ ସାପ୍ତାହିକ ବଜାର ନିକଟ ଖାଲି ପଡିଆରେ ବିଜେଡି ସମାବେଶରେ ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୧ଟା ରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ବଲାଙ୍ଗିର ସଂସଦୀୟ କ୍ଷେତ୍ରର ସାଂସଦ ପ୍ରାର୍ଥୀଙ୍କ ସହ କ୍ଷେତ୍ରର ନିଜ ବିଧାନସଭା ସହ ୭ ବିଧାନସଭା କ୍ଷେତ୍ରର ଦଳୀୟ ପ୍ରାର୍ଥୀଙ୍କ ସପକ୍ଷରେ ମୁଖ୍ୟମନ୍ତ୍ରୀ ଭୋଟ ଭିକ୍ଷା କରିବେ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ଓ ସଭା କୁ ନେଇ ସୁରକ୍ଷା ଏଜେନ୍ସି ପକ୍ଷରୁ ତୁହାକୁ ତୁହା ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରାଯାଉଛି ।  ପୁଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ବଲାଙ୍ଗିର ଏସ୍ପି ଖିଲାରୀ ରିଷୀକେଶ ଦ୍ୱାନଦେଓଙ୍କ ତତ୍ତ୍ୱାବଧାନରେ ତଥା ଟିଟିଲାଗଡ଼ ଏସ୍ଡିପିଓ ଅଙ୍କିତା କୁମ୍ଭାର ଙ୍କ ଦେଖରେଖ ରେ ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା କୁ ସୁନିଶ୍ଚିତ କରାଯାଉଥିବା ସ୍ଥାନୀୟ ପୁଲିସ ଅଧିକାରୀ ବସନ୍ତ ଦଳାଇ ସୂଚନା ଦେଇଛନ୍ତି ।

କଣ୍ଟାବାଞ୍ଜି  ରୁ ଭବାନୀପାଟଣା କୁ ଯାଉଥିବା ମୁଖ୍ୟ ରାସ୍ତାକଡ଼ରେ ମୁଖ୍ୟମନ୍ତ୍ରୀ ଙ୍କ କାର୍ଯ୍ୟକ୍ରମ ରହିଥିବାରୁ ଟ୍ରାଫିକ ସମସ୍ୟା ପାଇଁ ପୁଲିସ ବ୍ୟବସ୍ଥା କରାଯାଇଥିବା ସହ ବାଲି ବୋଝେଇ ଗାଡି ଓ ଭାରିଯାନ ଙ୍କୁ ସମ୍ପୁର୍ଣ୍ଣ ବାରଣ କରାଯାଇଛି । ସଭା ସ୍ଥଳରେ ପ୍ରାୟ ୨୫ ପ୍ଲାଟୁନ ଫୋର୍ସ ଓ ୩୦୦ ହୋମଗାଡ଼ ଙ୍କ ସହ ବରିଷ୍ଠ ପୁଲିସ ଅଧିକାରୀ  ମଧ୍ୟ ମୃତୟନ ରହିବେ ବୋଲି ପୁଲିସ ସୂଚନା ଦେଇଛି ।  ମୁଖ୍ୟମନ୍ତ୍ରୀଙ୍କ ସଭା ସ୍ଥଳରେ ଜିଲ୍ଲା ବିଜେଡି କର୍ମକର୍ତ୍ତାଙ୍କ ସହ ସାଂସଦ ଓ ବିଧାୟକ ପ୍ରାର୍ଥୀ ଉପସ୍ଥିତ ରହିବେ ବୋଲି ସୂଚନା ମିଳିଛି ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like